-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ୩୬ତମ ଜାତୀୟ ଥାଙ୍ଗ ଟା ତାଲିମ ଶିବିର ଉଦଘାଟିତ

17-Apr-2025



ବଲାଙ୍ଗୀର (ପ୍ରେରଣା ଖବର):୬୮ତମ ଜାତୀୟ ଥାଙ୍ଗ ଟା ତାଲିମ ଶିବିର ଆଜି ବଲାଙ୍ଗୀର ଟାଉନବାଳିକା ବିଦ୍ୟାଳୟରେ ଅନୁଷ୍ଠାନିକ ଭାବରେ ଉଦଘାଟନ ହୋଇଯାଇଛି l ଏଥିରେ ଓଡିଶାରୁ ୬ ଜଣ ବାଳକ ଓ ୬ଜଣ ବାଲିକା ଜାତୀୟସ୍ତରରେ ଭାଗ ନେବାକୁ ଚୟନ ହୋଇଛନ୍ତି l
ଏହି ଶିବିରରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସୁଶ୍ରୀ ରୀନା ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେବା ସଂଗେ ଜିଲ୍ଲା କ୍ରୀଡା ସଂଘର ଯୁଗ୍ମ ସମ୍ପାଦକ ପଦ୍ମଚରଣ ଆଚାର୍ଯ୍ୟ, ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ନବଘନ ସାହୁ, ଜିଲ୍ଲା କ୍ରୀଡା ଅଧିକାରୀ ପ୍ରଦୀପ ପାତ୍ର

ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଉତ୍ସହିତ କରିଥିଲେ । ଜାତୀୟ ମହିଳା କୋଚ ଭାବରେ ସଇଁତଲା ବାଳିକା ବିଦ୍ୟାଳୟ ର ଖେଳ ଶିକ୍ଷୟତ୍ରୀ ରଂଜିତା ମିଶ୍ର, ବାଳକ ବିଭାଗର କୋଚ ସଇଁତଲା ଧରଵଗଡ଼ ବିଦ୍ୟାଳୟ ଖେଳ ଶିକ୍ଷକ ଚନ୍ଦ୍ର ଶେଖର ବାହୁକ, ମେନେଜର ଧଣ୍ଡାମୁଣ୍ଡାର ଖେଳ ଶିକ୍ଷକ ରଜତ ଦାସ, ଠିକାଦାରପଡାର ଖେଳ ଶିକ୍ଷୟତ୍ରୀ ପ୍ରଣତି ପାଣିଗ୍ରାହୀ ଅଂଶଗ୍ରହଣ କରିବା ପାଇଁ ଚୟନ ହୋଇଛନ୍ତି 

ବଲାଙ୍ଗୀର ରୁ ୮ଜଣ ସୋନେପୁର ରୁ ୧ ଜଣ ସୁନ୍ଦେରଗଡରୁ ୧ଜଣ ଗଞ୍ଜାମରୁ ୨ ଜଣ ସର୍ବ ମୋଟ ୧୨ଜଣ ଖେଳିବା ଅଂଶ ଗ୍ରହଣ କରିବେ, ତିନି ଦିନ ପ୍ରଶିକ୍ଷଣ ପରେ ୨୦ତାରିଖରେ ଦିଲ୍ଲୀରେ  ଆସନ୍ତା ୨୨  ରୁ  ୨୭ ପର୍ଯ୍ୟନ୍ତ ହେବାକୁ ଥିବା ଜାତୀୟ ଥାନ ଟା ରେ ଯୋଗ ଦେବା ପାଇଁ ବଲାଙ୍ଗୀର ରୁ ଯାତ୍ରା କରିବେ ।ଜାତୀୟ କୋଚ ଚନ୍ଦ୍ର ଶେଖର ବାହୁକ ତିନି ଦିନ ପ୍ରଶିକ୍ଷଣ ଦେଇଥିଲେ, ଏଥିପାଇଁ ଜିଲ୍ଲା ଶିକ୍ଷା ବିଭାଗରୁ ଭୁରି ପ୍ରଶଂସା କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like