-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ନ୍ୟାସନାଲ ହାଇସ୍କୁଲରେ ପିଏମଶ୍ରୀ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ

17-Apr-2025



ରିପୋର୍ଟା :ପରମେଶ୍ଵର ମେହେର

ତ୍ରଛାତ୍ରୀମାନଙ୍କୁ ମେଧାବୀ ଏବଂ ଯଶସ୍ଵି ହେବା ପାଇଁ ଆହ୍ବାନ ଦେଲେ ଜିଲ୍ଲାପାଳ 
ନୂଆପଡା: ସ୍ଥାନୀୟ ନ୍ୟାସନାଲ ହାଇସ୍କୁଲ ପିଏମଶ୍ରୀ ସ୍କୁଲ୍ ହେଲାପରେ ପ୍ରଥମ ଥର ପାଇଁ  ବାର୍ଷିକ କ୍ରିଡା ଏବଂ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୁଲାପ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ମଧୁସୂଦନ ଦାଶ ମୂଖ୍ୟ ଅତିଥି, ଜିଲ୍ଲା ଶିକ୍ଷା ଅଧିକାରୀ କରୁଣାକର ଭୁଏ,  ଜିଲ୍ଲା ଓକିଲ ସଂଘ ପୂର୍ବତନ ସଭାପତି ପ୍ରସନ୍ନ କୁମାର ପାଢୀ,ଜିଲ୍ଲା କ୍ରିଡ଼ା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ବଢେଇ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା , ବିଦ୍ୟାଳୟ ପରିଚାଳନା କମିଟି ସଭାପତି କୁଞ୍ଜ ବିହାରୀ ବାଗ ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗ ଦେଇଥିଲେ । ଏହି ଅବସରରେ ଜିଲ୍ଲାପାଳ ଦାଶ ପିଲାମାନଙ୍କୁ ଉଦ୍ବୋଧନ ଦେଇ କହିଥିଲେ ଯେ ଆମେ ପାଠ ପଢିବା ସହ ଅନ୍ୟାନ୍ୟ ଅଭ୍ୟାସ ଯଥା  କ୍ରିଡା, ନୃତ୍ୟ , ଚିତ୍ରାଙ୍କନ , ବତ୍କୃତା ଇତ୍ୟାଦି ବାହ୍ୟ ଜ୍ଞାନରେ ଋଚି ରଖିବା ଅତ୍ୟନ୍ତ ଜରୁରୀ । ପରିବେଶ ପ୍ରଦୂଷଣ ଭଳି ଆମେ ବିଭିନ୍ନ ମାନସିକ ପ୍ରଦୁଷଣଠାରୁ ମଧ୍ୟ ଦୂରରେ ରହିବା । କଠିନ ପରିଶ୍ରମ କରି ସମସ୍ତ ଛାତ୍ରଛାତ୍ରୀ ମେଧାବୀ ଏବଂ ଯଶସ୍ଵୀ ହୁଅନ୍ତୁ । ଏହି ଅବସରରେ ବିଭିନ୍ନ କ୍ରିଡାରେ ଉଲ୍ଲେଖନୀୟ କୃତ୍ତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଦୁଇ ଦିନ ଧରି ଚାଲିଥିବା କାର୍ଯ୍ୟକ୍ରମରେ ପ୍ରଥମ ଦିନରେ ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ ମୂଖ୍ୟ ଅତିଥିଭାବେ ଯୋଗ ଦେଇ ଶୁଭାରମ୍ଭ କରିଥିବାବେଳେ ଏଥିରେ କଣାଭଏଁରା ହାଇସ୍କୁଲ ଟାନଓ୍ୱାଟ, କେନ୍ଦ୍ରୀୟ ବିଦ୍ୟାଳୟ, ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । କବାଡିରେ ନ୍ୟାସନାଲ ହାଇସ୍କୁଲ ଚାମ୍ପିୟନ ହୋଇଥିବାବେଳେ, ଟାନୱାଟ ଦଳ ରନର୍ସ ଅପ ଏବଂ ଖୋଖୋରେ ନ୍ୟାସନାଲ ହାଇସ୍କୁଲ ଚାମ୍ପିୟନ ଓ କେନ୍ଦ୍ରୀୟ ବିଦ୍ୟାଳୟ ରନର୍ସ ଅପ ହୋଇଥିଲା । ଦୁଇଦିନର ଖେଳକୁ ଖେଳ ଶିକ୍ଷକ ମୋହନ କୁମାର ମହନ୍ତ, ଦେବବ୍ରତ ସାହୁ ପରିଚାଳନା କରିଥିଲେ । ଉଦ୍‌ଯାପନୀ କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ସୁକାନ୍ତ ଶତପଥୀ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like