-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସିଙ୍ଗଝର ସେକ୍ଟର କୁଳିଆରୀବାହାଲ ଅଙ୍ଗନୱାଡି କେନ୍ଦ୍ର ଠାରେ ପୋଷଣ ପାୱାଡା କାର୍ଯ୍ୟକ୍ରମ ଅନୁଷ୍ଠିତ

18-Apr-2025



ଖଡ଼ିଆଳ(ପରମେଶ୍ଵର ମେହେର): ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ସମନ୍ୱିତ ଶିଶୁଵିକାଶ ଅଧିନସ୍ଥ ସିଙ୍ଗଝର ସେକ୍ଟର କୁଳିଆରୀବାହାଲ ଅଙ୍ଗନୱାଡି କେନ୍ଦ୍ରରେ ପୋଷଣ ପାୱାଡା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲ | ଏହି ସେକ୍ଟରର ପ୍ରାୟ ୨୦ ଗୋଟି ଅଙ୍ଗନୱାଡି କେନ୍ଦ୍ରର ସମସ୍ତ ଅଙ୍ଗନୱାଡି କର୍ମୀ,  ଗର୍ଭବତୀ ମା, ପ୍ରସୂତି ଓ ଅଭଭାବକ, କିଶୋରୀ ଯୋଗ ଦେଇ ଥିଲେ | ଏହି ପୋଷଣ କାର୍ଯ୍ୟକ୍ରମରେ ଅନେକ ବ୍ୟଞ୍ଜନ ସୁଖାଦ୍ୟ କୁ କମଳା ରଙ୍ଗ, ଧଳା ରଙ୍ଗ ଓ ସବୁଜ ରଙ୍ଗ ପରି ଖାଦ୍ୟକୁ ସଜାଇ ପ୍ରଦର୍ଶିତ କରାଯାଇଥିଲା | ସର୍ବପ୍ରଥମେ ଆମ ଦେଶକୁ ସମୃଦ୍ଧ ଓ ବିକାଶ ଦିଗରେ ଆଗେଇବା, ଏକ ସୁସ୍ଥ ମଣିଷ ଗଠନ ହୋଇ ପାରିବା ଓ ଆମେ ସବୁବେଳେ ନିରାପଦ, ସୁସ୍ଥ ଜୀବନ ଯାପନ କରିବା ପ୍ରୟାସ କରିବା | କେନ୍ଦ୍ର ସରକାର ଙ୍କ ନୀତିନିୟମ ଦ୍ୱାରା ସାରା ଦେଶରେ ପୋଷଣ ପାୱାଡା ସଚେତନ କାର୍ଯ୍ୟକ୍ରମ ପାଳନ କରଯାଉଛି | ଆମେ ଶରୀରକୁ ସୁସ୍ଥ ସବଳ ରଖିବାକୁ ସମ୍ପୂର୍ଣ ମାତ୍ରା ରେ ପୋଷଣ ଯୁକ୍ତ ଖାଦ୍ୟ ବ୍ୟବହାର କଲେ ସୁସ୍ଥ ଶରୀର ଗଠନ ହୋଇପାରିବ ବୋଲି ଅଭିଭାବକ, ଗର୍ଭବତୀ ମା, କିଶୋରୀ ଓ ପ୍ରସୂତି ମା ମାନଙ୍କୁ ଖାଦ୍ୟ ମାଧ୍ୟମରେ ସଚେତନତା କରଯାଇଥିଲା | ପୁଷ୍ଟିକର ଖାଦ୍ୟ ଖାଇଲେ ଆମ ଶରୀରରେ କୌଣସି ରୋଗ ର ଶିକାର ହୋଇ ପାରିବା ନାହିଁ | ଭାରତୀୟ ଜାତୀୟ ପତାକା ତିନୋଟି ରଙ୍ଗ ଥାଏ, ସେମିତି ବିଭିନ୍ନ ପ୍ରକାର ଫଳ, କଞ୍ଚା ପନିପରିବା, ଖାଇବାକୁ ବିଭିନ୍ନ ଉଦାହରଣ ମାଧ୍ୟମରେ ଉପସ୍ଥିତ ଥିବା ସମସ୍ତ ଅଭିଭାବକ, ଗର୍ଭବତୀ ମା , ପ୍ରସୂତି, ଓ କିଶୋରୀ ମାନଙ୍କୁ ବୁଝାଇ ଥିଲେ | ଏହି କାର୍ଯ୍ୟକ୍ରମ ରେ ଲେଡି ସୁପରଭାଇଜର, ଦୁରମତୀ ଶବର, ଭାନୁମତି ଭୋଇ , କୈକେଇ ନିଆଲ, ସଜନୀ ବୈଠାରୁ  ରତ୍ନମାଳା ନିଆଲ, ଜୈମନୀ ନିଆଲ, ପଦ୍ମତୋଳା ସରାଫ, ହୃଦାସିନୀ ମାଝୀ, ହିରେ ବିଶି, ଧରିତ୍ରୀ ବାଗ, ଓଶାବତୀ ନିଆଲ, ତୁଳସେ ମାଝୀ, ଉର୍ମିଳା ବଞ୍ଜରା, ପଦ୍ମା ବଞ୍ଜରା, ହିମାଦ୍ରୀ ମାଝୀ, ଧନମତୀ ବାଗ, ରଶ୍ମିତା ମାଝୀ, ସତ୍ୟଭାମା ମାଝୀ, କୁମାରୀ ମାଝୀ, ଓ ଅଭିଭାବକ ,କିଶୋରୀ ପ୍ରମୁଖ ସହଯୋଗ କରିଥିଲେ | ଶେଷରେ ସିଙ୍ଗଝର ସେକ୍ଟର ର ସୁପର ଭାଇଜର ସମସ୍ତଙ୍କୁ ଧନ୍ୟବାଦ ଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like