-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||     

HOME   ଜିଲ୍ଲା

ବିଭିନ୍ନ ସ୍ଥାନରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

18-Apr-2025



ବରୀ(ରଞ୍ଜିତ ମହାନ୍ତି): ଯାଜପୁର ଜିଲ୍ଲା ବରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସ୍ଵାଇଁଖଣ୍ଡ ପଞ୍ଚାୟତର ଖରି ପଡିଆ ସ୍ଥିତ କନ୍ଯାଣ ଣ ମଣ୍ଡପ ପରିସରରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂମୀପୁତ୍ର ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ବାର୍ଷିକୀ ର୍ଷିକୀ ଗରୁବାର ଦିନ ପୂର୍ବାହ୍ନରେ ପାଳିତ ହୋଇଯାଇଛି । ବରୀ ବ୍ଲକ୍ ବିଜେଡି ସଭାପତି କେଦାର ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମାଜସେବୀ ତଥା ବରୀ ବିଧାୟକ ବିଶ୍ଵ ରଞ୍ଜନ ମଲିକଙ୍କ ପିତା ଶିଶିରକୁ କୁମାର ମଲିକ ମୁଖ୍ୟଅତିଥି ଭାବେ ଯୋଗଦେଇ ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଭୂମିପୁଦ୍ର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ପ୍ରଦୀପ ପ୍ରଜ୍ବଳ କରିଥିଲେ । ଓଡ଼ିଶାର ବିକାଶରେ ବିଜୁ ବାବୁଙ୍କର ଭୂମିକା ସର୍ବଶ୍ରେଷ୍ଠ ତାଙ୍କ ମୁଖ୍ୟମନ୍ତ୍ରୀ ସମୟରେ ମହିଳାମାନଙ୍କୁ ଏକାଧିକ କ୍ଷମତା ପ୍ରଦାନ ସହ ୧୩ରୁ ୩୦ ଜିଲ୍ଲା, ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥା, ପାରଦୀପ ବନ୍ଦର ପ୍ରତିଷ୍ଠା, ଶିଳ୍ପାୟନ କ୍ଷେତ୍ରରେ ବିକାଶ ସାଙ୍ଗକୁ ବହୁବିଧ ଉନ୍ନୟନ କାର୍ଯ୍ୟ କରି ଓଡ଼ିଶାର ପୁରପଲ୍ଲୀରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ | ସେହି ପରିଚୟକୁ ପାଥେୟ କରି ମୁଖ୍ୟମନ୍ତ୍ରୀ ଦୀର୍ଘ ୨୫ ବର୍ଷ ଧରି ରାଜ୍ୟ ଶାସନ ଚଳାଇବା ସହ ମହିଳା ମାନଙ୍କ ନିମନ୍ତେ ନିର୍ବାଚନରେ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ କରି ସମଗ୍ର ଦେଶରେ ରାଜନୈତିକ କ୍ଷେତ୍ରରେ ଇତିହାସ ସୃଷ୍ଟି କରିପାରିଥିଲେ ବୋଲି ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ସାମଲ ତାଙ୍କ ଅଭିଭାଷଣରେ କହିଥିଲେ | ଆରମ୍ଭରେ ଜିଲ୍ଲା ପରିଷଦ ସଭ୍ୟ ସନ୍ତୋଷ କୁମାର ସାମଲଙ୍କ ଦ୍ୱାରା ବ୍ରାହ୍ମଣୀ ନଦୀରେ ସ୍ୱର୍ଗୀୟ ବିଜୁ ବାବୁଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଅନ୍ୟମାନଙ୍କ ମଧ୍ୟରେ ବରୀ ପଞ୍ଚାୟତ ସମିତି ଅଧକ୍ଷ ଅଶୋକ କୁମାର ଗେଡି, ଉପାଧ୍ଯକ୍ଷା ଅର୍ଚ୍ଚନା ମଲିକ, ଜିଲ୍ଲା ପରିଷଦ ସଭ୍ୟ ଦିଲିପ କୁମାର ମହାନ୍ତି, ସ୍ଥାନୀୟ ସରପଞ୍ଚ ଶଙ୍କର୍ଷଣ ପାଇଁ, ସମିତି ସଭ୍ୟା ଅର୍ଣ୍ଣପୂର୍ଣା ନାୟକ, ପୂର୍ବତନ ସରପଞ୍ଚ ବିଜୟ କୁମାର ନାୟକ, ଯୁବନେତା ବୁଲୁ ଯାଦକଙ୍କ ସମେତ ବହୁ ବିଜୁପ୍ରେମୀ ଉପସ୍ଥିତ ରହି ତିଳ ତର୍ପଣ କରିବା ସହିତ ବିଜୁ ବାବୁଙ୍କ ସ୍ମୃତିଚାରଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026

You Might Also Like