-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||     

HOME   ଅପରାଧ

ଡୁଙ୍ଗୁରିପାଲିରେ ଗୁଳିକାଣ୍ଡ, ଯୁବକ ଗୁରୁତର; ୨୦ହଜାର ଟଙ୍କା ଲୁଟ 

18-Apr-2025



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ସୋନେପୁର ଜିଲ୍ଲା ଡୁଙ୍ଗୁରିପାଲି କଲେଜ ଛକରେ ଗୁରୁବାର ରାତିରେ ଗୁଳିକାଣ୍ଡ ହୋଇଥିବା ବେଳେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ଦୁର୍ଗା ସ୍ଥାନାନ୍ତର କରାଯାଇଛି। ଏହି ଘଟଣାକୁ ନେଇ ଡୁଙ୍ଗୁରିପାଲି ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାଥମିକ ତଦନ୍ତରୁ ଏହା ରାଜପଥ ଲୁଟିଆଙ୍କ କାରବାର ବୋଲି ପୁଲିସ ଆଶଙ୍କା କରୁଛି।
ଡୁଙ୍ଗୁରିପାଲି କୁଦେଇପଡ଼ାର ଧୀରେନ ଭୋଗ(୩୦) ଓ ସଞ୍ଜୟ ସେଠ(୨୮) ଉଭୟ ରାତି ୮ଟା ୩୦ରେ ବାଇକ୍ ଯୋଗେ

ଡୁଙ୍ଗୁରିପାଲି ସହରକୁ ଆସୁଥିଲେ । କଲେଜ ଛକରେ ୨ଟି ବାଇକରେ ମୁଖା ପିନ୍ଧା ଯୁବକ ଆସି ସେମାନଙ୍କୁ ଅଟକାଇ ଥିଲେ । ଦୁର୍ବୃତ୍ତମାନେ ଧୀରେନ ଓ ସଞ୍ଜୟଙ୍କ ମୋବାଇଲ୍ ଛଡ଼ାଇବାକୁ ଉଦ୍ୟମ କରିଥିଲେ । ବିରୋଧ କରିବାରୁ ଧୀରେନଙ୍କ ଉପରକୁ ଗୋଟିଏ ରାଉଣ୍ଡ ଗୁଳି ଚଳାଇଥିଲେ । ତାହାଣ ଗୋଡ଼ ଜଂଘରେ ଗୁଳି ବାଜିଥିଲା | ସେ ତଳେ ପଡ଼ିଯିବା ପରେ ସଞ୍ଜୟଙ୍କ ସାର୍ଟ ପକେଟ୍‌ରେ ଥିବା ୨୦ ହଜାର ଟଙ୍କା ନେଇ ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ। ରକ୍ତ ଜୁଡୁବୁଡୁ ଧୀରେନଙ୍କୁ ସଞ୍ଜୟ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ଡୁଙ୍ଗୁରିପାଲି ଡାକ୍ତରଖାନା ରେ ଭର୍ତ୍ତି କରିଥିଲେ। ଖବର ପ୍ରଚାରିତ ହେବାରୁ ଡାକ୍ତରଖାନା ରେ ଲୋକଙ୍କ ଭିଡ଼ ଜମିଥିଲା I ଥାନା ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ 

ସଦଳବଳ ପହଞ୍ଚି ଆହତଙ୍କ ସହ ଆଲୋଚନା କରିଥିଲେ। ହୁଙ୍ଗୁରିପାଲିରୁ ବିଭିନ୍ନ ଅଞ୍ଚଳକୁ ଯାଇଥିବା ରାସ୍ତାରେ ପୁଲିସ ପାଟ୍ରୋଲିଂ ସହ ଗାଡ଼ି ଯାଞ୍ଚ କରାଯାଇଥିଲା । ଧୀରେନଙ୍କ ପ୍ରାଥମିକ ଚିକିତ୍ସା ପରେ କଂଘରୁ ଗୁଳି ବାହାର ପାଇଁ ତାଙ୍କୁ ବୁର୍ଲା ପଠାଯାଇଛି। ସୁବର୍ଣ୍ଣପୁର ଜିଲା ଏସ୍‌ପିଙ୍କୁ ଘଟଣା ନେଇ ଅବଗତ କରାଯାଇଛି। ଶୁକ୍ରବାର ସନ୍ଧାନୀ କୁକୁର, ସାଇଣ୍ଟିଫିକ୍ ଦଳ ଘଟଣାସ୍ଥଳ ଯାଞ୍ଚ କରିବେ । ପନିପରିବା ବିକ୍ରୟ କରୁଥିବା ସଞ୍ଜୟଙ୍କଠାରୁ ଟଙ୍କା ଲୁଟି ଓ ଧୀରେନଙ୍କୁ ଗୁଳି ପଛରେ ପୂର୍ବ ଶତ୍ରୁତା ଦିଗକୁ ବି ପୁଲିସ ଯାଞ୍ଚ ପରିସରଭୁକ୍ତ କରିଥିବା ଥାନା ଅଧିକାରୀ ଶ୍ରୀ ପ୍ରଧାନ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026

You Might Also Like