-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ବିପଦସଙ୍କୁଳ ଟ୍ରେକର୍ ଯାତ୍ରା

18-Apr-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ଜୁଲୁଣ୍ଡା-ଖଲିଆପାଲି ଭୀମ ଭୋଇ ପୀଠରୁ ସୋନପୁର ରାସ୍ତାରେ ବସଚଳାଚଳ ହେଉ ନଥିବାରୁ ଯାତ୍ରୀ ନାହିଁନଥିବ  ହଇରାଣ ହେଉଛନ୍ତି। ଉକ୍ତ ରାସ୍ତା ଦେଇ ଲୋକେ ସହଲା, ଗଧାପାଲି,କପାସିରା, ମାମୁରା, କୁଲୁଣ୍ଡା, ଲଛିପୁର, ଭୀମଭୋଇ ସମାଧୀପୀଠ ଖଲିଆପାଲି,ସୋନପୁର କୁ ଯିବା ଆସିବା କରିଥାନ୍ତି । ଏହି ରାସ୍ତାରେ ସୋନପୁରକୁ ଯିବାକୁ ସିଧାସଳଖ କୌଣସି ବସ ନାହିଁ। ତେଣୁ ଲୋକେ ବାଧ୍ୟ ହୋଇ ଘରୋଇ ଟ୍ରେକରରେ ଯିବା ଆସିବା କରିଥାନ୍ତି। ବିଶେଷ କରି ଗୁରୁବାର ସାପ୍ତାହିକ ବଜାର ଦିନ ଯାତ୍ରୀ ଭିଡ଼ ବହୁତ ଦେଖା ଯାଇଥାଏ। ଯାତ୍ରୀଙ୍କ ଆବଶ୍ୟକତାକୁ ଦେଖ୍ କେତେକ ଘରୋଇ ଛୋଟ ଛୋଟ ଗାଡ଼ି ମାଲିକ ଉକ୍ତ ରାସ୍ତା ଦେଇ ଭଡ଼ା ଚଲାଇଥାନ୍ତି ପୁରୁଣା ଟ୍ରେକ୍ଟର ଗାଡ଼ିରେ ଓଭର ଲୋଡିଂ କରିଥାନ୍ତି । ଭିତରେ ଯେତିକି ଯାତ୍ରୀ ପଛପଟେ ଓହଲି ସେତିକି ଥାଆନ୍ତି ଉପରେ ମାଲ ପତ୍ର ଆହୁରି ଅଧିକା ଗାଡ଼ିର ଗାଗଜ ପତ୍ର ଫିଟ୍‌ନେସ ଥୁବ କି ନାହିଁ ତାଙ୍କୁ ହିଁ ଜଣା। ଗାଡ଼ିର ଅବସ୍ଥା ଦେଖୁଲେ ମ୍ୟୁଜିୟମରୁ ଗାଡ଼ି ଅଣା ହୋଇଛି ମନେ ହେବ । ପୁଣି କେନାଲ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଏଭଳି ଗାଡ଼ି କେତେ ଦୂର ଠିକ୍ । କିନ୍ତୁ ଯାତ୍ରୀଙ୍କ ପାଇଁ କୌଣସି ବିକଳ୍ପ ନ‌ଥୁବାରୁ ଜୀବନକୁ ବାଜି ଲଗେଇ ଯିବା ଆସିବା କରୁଛନ୍ତି । ପୁଣି ଏଥିରେ ଆଗରୁ ନମ୍ବର ଲାଗିବାକୁ ମଧ୍ୟ ପଡୁଛି। କେତେକ ଗାଡ଼ି ନପାଇଁ ହଇରାଣ ହୋଇ ଭଡ଼ା କରି ଚଢ଼ା ଦରରେ ମଧ୍ୟ ଯିବା ଆସିବା କରୁଛନ୍ତି। ଏଣୁ ଉକ୍ତ ରାସ୍ତା ଦେଇ ଡୁଙ୍ଗୁରିପାଲିରୁ ସୋନପୁରକୁ ଲକ୍ଷ୍ମୀ ବସ କିମ୍ବା ସରକାରୀ ବସ ଚଳାଇବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like