-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ଠାରେ ବ୍ଲକସ୍ତରୀୟ ନିରନ୍ତର ବିକାଶ ଲକ୍ଷ୍ୟ ତାଲିମ ଶିବିର ଅନୁଷ୍ଠିତ

18-Apr-2025



କର୍ଲାମୁଣ୍ଡା(ଜଗନ୍ନାଥ ନାଏକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସମ୍ମିଳନୀ କକ୍ଷରେ ଗୁରୁବାର ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ବ୍ଲକ୍‌ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ତାଲିମ ଶିବିରରେ  ଶ୍ରୀକାନ୍ତ ଦଳେଇ,ଉପନିର୍ଦେଶକ, ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ, କଳାହାଣ୍ଡି, କ୍ଷୁଦ୍ର ଯୋଜନା ଓ ଜୀବନ ଜୀବିକା  ବିଶେଷଜ୍ଞା ଡ. କୁମୁଦିନୀ ମିଶ୍ର ତାଲିମ ପ୍ରଦାନ କରିଥିଲେ  l  ବିଶେଷକରି ନିରନ୍ତର ବିକାଶର ଲକ୍ଷ୍ୟ, ଦାରିଦ୍ର୍ୟମୁକ୍ତ, କ୍ଷୁଧାମୁକ୍ତ, ସୁସ୍ଥ ଓ ନିରାମୟ ଜୀବନ, ଗୁଣାତ୍ମକ ଶିକ୍ଷା, ଲିଙ୍ଗଗତ ସମାନତା, ସ୍ଵଛ  ଜଳ ଓ ପରିମଳ, ସୁଲଭ ଓ ସ୍ବଚ୍ଛ ଶକ୍ତି, ମର୍ଯ୍ୟାଦାସମ୍ପନ୍ନ କାର୍ଯ୍ୟ ଓ ଅର୍ଥନୈତିକ ବିକାଶ, ଶିଳ୍ପ ଉଦ୍ଭାବନ ଓ ଭିତ୍ତିଭୂମି, ଅସମାନତା ହ୍ରାସ, ସହର ଓ ଜନ ସମୁଦାୟର ସ୍ଥାୟିତ୍ୱ, ଦୀର୍ଘସ୍ଥାୟୀ ଉତ୍ପାଦନ, ଜଳବାୟୁ ଭିତ୍ତିକ କାର୍ଯ୍ୟପନ୍ଥା, ଜଳ ଭିତରର ଜୀବନ, ସ୍ଥଳଭାଗରେ ଜୀବନ, ଲକ୍ଷ୍ୟ ହାସଲ ନିମନ୍ତେ ସହଭାଗିତାକୁ କିଭଳି ବିଭିନ୍ନ ବିଭାଗ, ଅନୁଷ୍ଠାନ ଜରିଆରେ ଯୋଜନା ପ୍ରସ୍ତୁତ କରି ସଫଳ କରାଯାଇପାରିବ ସେ ଦିଗରେ ତାଲିମ ପ୍ରଦାନ କରାଯାଇ ଥିଲା। ଏହି  ତାଲିମ ଶିବିର ରେ ଶ୍ରୀ ଦଳେଇ ନିରନ୍ତର ବିକାଶ ଲକ୍ଷ୍ୟ ର ଲୋକାଭିମୁଖୀ ଉପରେ ବିଶେଷ ଗୁରୁତ୍ୱ ଆରୋପ କରିଥିଲେ ଏବଂ ନିରନ୍ତର ବିକାଶ ଲକ୍ଷ୍ୟର ସୂଚକାଙ୍କ ଗୁଡିକୁ ଅଂଶଗ୍ରହଣକାରୀ ମାନଙ୍କୁ ପ୍ରାଞ୍ଜଳ ଭାବେ ବୁଝାଇଥିଲେ l 
ବ୍ଲକ୍‌ ଅଧ୍ୟକ୍ଷା, ଶ୍ରୀମତୀ  କୁନି ସାହୁ, ବ୍ଲକ୍‌ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ , ଶ୍ରୀ ଦେବେନ୍ଦ୍ର କୁମାର ସାମଲ, ସୁରେଶ ଚୌଧୁରୀ ଓ ମହେନ୍ଦ୍ର ରଣା, ଜିଲା ପରିଷଦ ସଭ୍ୟ, ନରେନ୍ଦ୍ର ନାଏକ ଓ କାର୍ତ୍ତିକ ପଧାନ, ବରିଷ୍ଠ  ଅର୍ଥନୈତିକ ଅନୁସନ୍ଧାନକାରୀ ଜିଲ୍ଲା ଯୋଜନା, କଳାହାଣ୍ଡି, ପ୍ରମୁଖ ଯୋଗଦେଇଥିବା ଅଂଶଗ୍ରହଣକାରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଏଥିରେ  ସମସ୍ତ ବ୍ଲକସ୍ତରୀୟ ବିଭାଗୀୟ ଅଧିକାରୀ ,ସରପଞ୍ଚ , ସମିତି ସଭ୍ୟ ଓ ସଭ୍ୟା ଏବଂ ଏନ୍‌ଜିଓ ଅଧିକାରୀ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମ ଜିଲା ପ୍ରଶାସନ ଓ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ, କଳାହାଣ୍ଡି, ର ମିଳିତ ଉଦ୍ୟମରେ ଅନୁଷ୍ଠିତ ହୋଇଥିଲା। ନରେନ୍ଦ୍ର ନାଏକ ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like