-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ ନୃସିଂହନାଥ ବୈଶାଖମେଳା ପାଇଁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ବିଭିନ୍ନ ଅଧିକାରୀଙ୍କୁ ନିମନ୍ତ୍ରଣ,,,,,,,,, ବୈଶାଖ ମେଳା ପାଇଁ ସହାୟତା ପ୍ରତିଶୃତି

18-Apr-2025



   ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲାର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପ୍ରସିଦ୍ଧ ବୈଶାଖ ମେଳା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଆଗାମୀ ୭ତାରିଖରୁ ୧୨ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ମହୋତ୍ସବକୁ ଅଧିକ ସରସ ସୁନ୍ଦର କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ଜଣାପଡିଛି । ମାନ୍ୟବର ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ତତ୍ତ୍ଵାବଧାନରେ ବୈଶାଖ ମେଳା କମିଟିର ଏକ ପ୍ରତିନିଧି ଦଳ ଭୁବନେଶ୍ବରରେ ପହଞ୍ଚି ମହାମହିମ ରାଜ୍ୟପାଳ ହରିବାବୁ କମ୍ଭମ୍ ପତିଙ୍କୁ ଭେଟି ନିମନ୍ତ୍ରଣ କରିଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପ ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା, ଅନ୍ୟତମ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ତଥା ମନ୍ତ୍ରିମଣ୍ଡଳର ବିଭିନ୍ନ ମନ୍ତ୍ରୀ, ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖଙ୍କୁ ବୈଶାଖ ମେଳା ପାଇଁ ଆମନ୍ତ୍ରଣ କରାଯାଇଛି । ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ କାର୍ଯ୍ୟାଳୟରେ ନୃସିଂହନାଥ ପୀଠର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା। ସୂଚନା ଯୋଗ୍ୟଯେ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ପାହାଡ଼ର ଗୋଟିଏ ପଟରେ ଅବସ୍ଥିତ ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରରେ ବିରଳ ପରିକଳ୍ପନା ନେଇ ଭଗବାନ ବିଷ୍ଣୁ ମାର୍ଜାର କେଶରୀ ବେଶରେ ପୂଜା ପାଉଥିବା ବେଳେ ଅନ୍ୟ ପଟରେ ଅବସ୍ଥିତ ହରିଶଙ୍କର ମନ୍ଦିରରେ ହର ପୂଜା ପାଉଛନ୍ତି ।

ଏକଦା ଗନ୍ଧମାର୍ଦ୍ଦନରେ ବୌଦ୍ଧ ବିହାର ରହିଥିବା ବେଳେ ହୁଏନସାଂ ପରିଭ୍ରମଣରେ ଆସିଥିଲେ । ଏଠାରେ ବୈଷ୍ଣବ, ବୌଦ୍ଧ, ଶୈବ, ଶାକ୍ତ ତଥା ତନ୍ତ୍ର ମତବାଦର ସହାବସ୍ଥାନ ଦେଖିବାକୁ ମିଳିଥାଏ । ବରଗଡ, ବଲାଙ୍ଗୀର ଓ ନୂଆପଡା ଜିଲ୍ଲା ସଂଲଗ୍ନ ଏହି ଗନ୍ଧମାର୍ଦ୍ଦନ ପାହାଡ଼ ପ୍ରାକୃତିକ ପରିବେଶ, ଜୈବ ବିବିଧତା ଓ ଔଷଧୀୟ ବୃକ୍ଷଲତା ପାଇଁ ପ୍ରସିଦ୍ଧ ଅଟେ । ବିଭିନ୍ନ ସଂସ୍କାର କାମ ତଥା ପାପ ହାରିଣୀ ଝରଣାରେ ବୁଡ ପକାଇବା ପାଇଁ ଓଡ଼ିଶା, ଛତିଶଗଡ଼ ତଥା ବିଭିନ୍ନ ରାଜ୍ୟରୁ ଲକ୍ଷାଧିକ ଲୋକ ଏହି ପୀଠକୁ ଆସିଥାନ୍ତି। ତେଣୁ ଏହି ପୀଠର  ବିକାଶ ପାଇଁ ଆଗାମୀ ଦିନରେ ବଡ ଯୋଜନା ହାତକୁ ନିଆଯିବ ବୋଲି ସୂଚନା ମିଳିଥିବା ଜଣାଯାଇଛି । ଖୁବ୍ ଶୀଘ୍ର ଏକ ଆଭସୀ ବୈଠକ ମାଧ୍ୟମରେ ବୈଶାଖ ମେଳାର ପ୍ରସ୍ତୁତି ସଂକ୍ରାନ୍ତରେ ଆଲୋଚନା କରିବେ ବୋଲି ମନ୍ତ୍ରୀ ଶ୍ରୀମାନ ସୁରଜ କହିଛନ୍ତି । ଉକ୍ତ ବୈଠକରେ ସାଂସଦ ଶ୍ରୀମାନ ପୁରୋହିତଙ୍କ ସମେତ ମନ୍ଦିରର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀମାନ ପୁରୁଷୋତ୍ତମ ପଧାନ, ମନ୍ଦିର ସହିତ ସଂପୃକ୍ତ ଥିବା ରାଜକିଶୋର ସାହୁ, ସୁଶାନ୍ତ ମିଶ୍ର, ସଞ୍ଜୀବ ମାଝୀ ପ୍ରମୁଖ ଉପସ୍ଥିତ ହୋଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ଏହି ପ୍ରାଚୀନ ପୀଠର ବିକାଶ ପାଇଁ ଆଗକୁ ଆହୁରି ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଶ୍ରୁତି ଦେଇଛନ୍ତି । ପର୍ଯ୍ୟଟନ ବିଭାଗ ପକ୍ଷରୁ 
ନୃସିଂହନାଥ ମନ୍ଦିରର ସୁରକ୍ଷା ଓ ପରିମଳ ପାଇଁ ୪୭.୫ଲକ୍ଷ ଟଙ୍କାର ଅନୁଦାନ ପ୍ରଦାନ କରିଥିବା ବେଳେ ପାପହାରିଣୀ ଝରଣାର ସୌନ୍ଦର୍ଯ୍ୟକରଣ ପାଇଁ ୧କୋଟି ଟଙ୍କା ଅନୁଦାନ ଅନୁମୋଦନ ପର୍ଯ୍ୟାୟରେ ରହିଛି ବୋଲି ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like