-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବୁଗବୁଗା ଭୂତଟିକ୍ରା ରେ ଅଖଣ୍ଡ ଚବିଶ ପ୍ରହରୀ ନାମଯଜ୍ଞ

18-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ବୁଗବୁଗା ପଞ୍ଚାୟତ ଭୂତଟିକ୍ରା ରେ ଅଖଣ୍ଡ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଗ୍ରାମର ନିକଟରେ ରହିଥିବା କେନାଲ ତୁଠରେ ପଣ୍ଡିତ ମାନଙ୍କ ଦ୍ଵାରା ସୁସ୍ଵରେ ମନ୍ତ୍ର ପଠନ ପୂର୍ବକ ଏକ ବର୍ଣ୍ଣାଢ଼୍ୟ କଳସ ଯାତ୍ରା ଶୋଭାଯାତ୍ରା ଆସି ନାମଯଜ୍ଞ ମଣ୍ଡପ ସମୀପରେ ସ୍ଥାପନ କରି ୧୭ ଠାରୁ ଆରମ୍ଭ ହୋଇ ଆସନ୍ତା ୨୦ତାରିଖ ରେ ପୂର୍ଣ୍ଣାହୁତି ହେବ।ଦୀର୍ଘ ଚାରି ଦିନଧରି ହେବାକୁ ଥିବା ନାମଯଜ୍ଞ ରେ ପୂଜା କାର୍ଯ୍ୟ ପାଇଁ ସୁବିଜ୍ଞ ପଣ୍ଡିତ ଅଜିତ ଦାଶ,ବୁଲୁ ଦାଶ ଓ ତାଙ୍କ ସାଥୀ ମାନେ ବ୍ରହ୍ମା ବରଣ ହୋଇଥିବା ବେଳେ କର୍ତ୍ତା ଦାୟୀତ୍ୱ ରେ ସପତ୍ନିକ ଗ୍ରାମର ସୁରେନ୍ଦ୍ର କର୍ଣ୍ଣ ଓ ଯାମିନି କର୍ଣ୍ଣ ରହିଛନ୍ତି।ନାମଯଜ୍ଞ ମଣ୍ଡଳୀ ରେ ଘଣ୍ଟ,ଶଙ୍ଖ,ହୁଳହୁଳି ସହ ପୂଜାର୍ଚ୍ଚନା ପୂର୍ବକ ନାମ ଧରା ହୋଇ "ହରେକୃଷ୍ଣ ହରେକୃଷ୍ଣ କୃଷ୍ଣକୃଷ୍ଣ ହରେହରେ ହରେରାମ ହରେ ରାମ ରାମରାମ ହରେହରେ"ନାମ ସଙ୍କୀର୍ତ୍ତନ,ଝାଞ୍ଜ ମୃଦଙ୍ଗ ଧ୍ଵନୀରେ ଗଗନ ପବନ ଉଚ୍ଛୁଳି ଉଠୁଛି।ପ୍ରତ୍ୟହ ଶ୍ରଦ୍ଧାଳୁ ଭକ୍ତ ମାନଙ୍କ ପାଇଁ ଅନ୍ନ ପ୍ରସାଦ ର ବ୍ୟବସ୍ଥା ରହିଥିବା ବେଳେ ଆଖାପାଖ ପୁରପଲ୍ଲୀ ର ସଙ୍କୀର୍ତ୍ତନ ଦଳ ସହଯୋଗୀ ଭାବରେ ଯୋଗ ଦେଇଥିଲେ।୧୭ତାରିଖ ଦିନ ଝିଲିମିଣ୍ଡା ରଙ୍ଗାଟିକ୍ରା ଯୋଗ ଦେଇ ଥିବାବେଳେ ୨୦ତାରିଖ ପୂର୍ଣ୍ଣାହୁତି ଦିନ ଯୁଜୁମୁରା ପଣ୍ଡରୀ ର ସଙ୍କୀର୍ତ୍ତନ ଦଳ ଓ ଉଲୁଣ୍ଡା ର ଜଉଁରା ଭଉଁରା ମହିଲା ରଙ୍ଗୀନ ସଙ୍କୀର୍ତ୍ତନ ଦଳ ନିମନ୍ତ୍ରିତ ହୋଇ ଥିବା ଗ୍ରାମବାସୀ ଙ୍କ ପକ୍ଷରୁ ଜଣା ପଡ଼ିଛି।ନାମଯଜ୍ଞ ରେ ଭୂତଟିକ୍ରା ଗ୍ରାମର ଆବାଳ ବୃଦ୍ଧ ବନିତା ସମସ୍ତଙ୍କ ସକ୍ରିୟ ସହଯୋଗ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like