-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜନୀତି

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଙ୍ଗୀର ଗସ୍ତ ଆସନ୍ତାକାଲି

18-Apr-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପାଇଁ ଖୁସି ଖବର। ଜିଲ୍ଲାକୁ ଦୁଇଦୁଇଟି କେନ୍ଦ୍ରିୟବିଦ୍ୟାଳୟ ମିଳିଛି । ଟିଟିଲାଗଡ ଓ ପାଟଣାଗଡରେ ଦୁଇଟି କେନ୍ଦ୍ରିୟବିଦ୍ୟାଳୟ ହେବାକୁ ଘୋଷଣା ହୋଇଥିଲା। ଗତକାଲି କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସି ଏହାର ଉଦଘାଟନ କରିବାର ଅଛି । ସେଥିପାଇଁ ବର୍ଲାଙ୍ଗୀର ଜିଲ୍ଲା ଚଳଚଞ୍ଚଳ ରହିଛି । ଶନିବାର ଦିନ ଶ୍ରୀ ପ୍ରଧାନ ଦିନ ୧୧ଟାରେ ବେଳେ ଟିଟିଲାଗଡର ରେଲୱେ କଲୋନୀରେ କେନ୍ଦ୍ରୀୟବିଦ୍ୟାଳୟକୁ ଉଦଘାଟନ କରିବେ। ସେହିପରି ୧୧.୪୫ମି.ରେ ପାଟଣାଗଡ ପହଞ୍ଚି ଇଟିଇଆଇ କେମ୍ପସରେ ମଧ୍ୟ କେନ୍ଦ୍ରିୟବିଦ୍ୟାଳୟର ଶୁଭାରମ୍ଭ କରିବେ । ଠିକ ସେହିପରି ଦିନ ୩ଟାରେ ବଲାଙ୍ଗୀର ନିକଟସ୍ଥ ବରକାନୀଠାରେ ଓଭୋଫାର୍ମର ଏଗପ୍ରୋସେସିଂ ପ୍ରକଲ୍ପର ଉଦଘାଟନ କରିବେ ବୋଲି ସୂଚନା ମିଳିଛି । ସେଥିପାଇଁ ବଲାଙ୍ଗୀର ଜିଲ୍ଲା ପ୍ରଶାସନ,ପୋଲିସ ବିଭାଗ ଓ ଭାଜପାଦଳ ପକ୍ଷରୁ ପୂର୍ବପ୍ରସ୍ତୁତି ହୋଇଯାଇଛି। ନିଜେ ଜିଲ୍ଲାପାଳ ଓ ଏସପି ସଭାସ୍ଥଳଗୁଡିକୁ ପହଞ୍ଚି ସମୀକ୍ଷା କରିଛନ୍ତି। ପ୍ରକାଶ ଯେ, ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଗ୍ୟାସ ଓ ପେଟ୍ରୋଲିୟମ ମନ୍ତ୍ରୀ ଥିବା ବେଳେ ୧୧୦କୋଟି ଟଙ୍କାର  ବିପିସିଏଲ କମ୍ପାନୀର ଗ୍ୟାସ ବୋଟଲିଂ ପ୍ଲାଣ୍ଟ ଓ ବଲାଙ୍ଗୀର ସହରରେ ଏକ ଇଣ୍ଡୋର ବ୍ୟାଡମିଣ୍ଟନ ଷ୍ଟାଡିୟମ ନିର୍ମାଣ କରାଇଥିଲେ। ଏବେ କେନ୍ଦ୍ରରେ ଶିକ୍ଷାମନ୍ତ୍ରୀ ଥିବା ବେଳେ ବଲାଙ୍ଗୀର ଜିଲ୍ଲାକୁ ଦୁଇଦୁଇଟି କେନ୍ଦ୍ରିୟ ବିଦ୍ୟାଳୟ ଦେଇଛନ୍ତି । ସେହି କାରଣରୁ ବଲାଙ୍ଗୀରବାସୀ ଖୁସି ବ୍ୟକ୍ତ କରୁଛନ୍ତି। କେନ୍ଦ୍ରର ମୋଦୀ ସରକାର ଅମଳରେ ରେଳବିଭାଗ ପକ୍ଷରୁ ବଲାଙ୍ଗୀର ଜିଲ୍ଲାର ୪ଟି ରେଳ ଷ୍ଟେସନକୁ ଅମୃତଭାରତ ଷ୍ଟେସନ ଯୋଜନାରେ ସାମିଲ କରାଯାଇ କାମ ଚାଲିଛି। ସେହିପରି କଣ୍ଟାବାଞ୍ଜିଠାରେ ଏକ ରେଳୱାଗନ ମରାମତି କାରଖାନା, ଟିଟିଲାଗଡରେ ୧୮୦ କୋଟି ଟଙ୍କାର ଏକ ଫ୍ଲାଇଓଭର ରାସ୍ତା,ବଲାଙ୍ଗୀରରେ ଜାତୀୟରାଜପଥ ବିଭାଗ ପକ୍ଷରୁ ୪୦୦କୋଟି ଟଙ୍କାର  ବାଇପାସ ରାସ୍ତାନିର୍ମାଣ ଚାଲିଥିବା ବେଳେ ଟିଟିଲାଗଡରେ ମଧ୍ୟ ଦୁଇଦିନ ତଳେ ୧୪୪କୋଟି ଟଙ୍କାର ବାଇପାସ ରାସ୍ତା ନିର୍ମାଣ ପାଇଁ ଘୋଷଣା ହୋଇଛି। ଫଳରେ ବିଜେପିସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବଢୁଛି। ରାଜ୍ୟର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ, ସାଂସଦ ସଂଗୀତା କୁମାରୀ ସିଂଦେଓଙ୍କୁ ଏହି ଶ୍ରେୟ ଯାଉଛି ।ଗତକାଲି କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଜିଲ୍ଲାର ନେତାଗଣ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like