-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
09-Oct-2020
ଗତ ୨୪ ଘଣ୍ଟାରେ ନୂଆ ୨୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୭୬ ଓ ଅନ୍ୟ ୧୧୨୧ ଲୋକାଲ କଣ୍ଟାକ୍ଟ ।ରାଜ୍ଯରେ ଏଯାବତ୍ ୨,୪୬,୮୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ଯ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!!*