-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||     

HOME   ଜିଲ୍ଲା

ନାଟକର ସାମାଜିକ ପ୍ରାସଙ୍ଗିକତା‌ ଆଲୋଚନାଚକ୍ର ନାଟକ ସାହିତ୍ୟ ଓ ସଂସ୍କୃତିର ସମନ୍ୱୟ: ଅନନ୍ତ ମହାପାତ୍ର

18-Apr-2025



ଭୁବନେଶ୍ବର(ପ୍ରେରଣା ଖବର): ନାଟକ ସାହିତ୍ୟ ଓ ସଂସ୍କୃତିର ସମନ୍ୱୟ। ସାଧାରଣ ମଣିଷର ସ୍ୱରକୁ ଉପସ୍ଥାପନ କରିବାର ସର୍ବଶ୍ରେଷ୍ଠ ମାଧ୍ୟମ ହେଉଛି ନାଟକ। କେନ୍ଦ୍ର ସାହିତ୍ୟ ଅକାଦେମି ଏବଂ ରାଜ୍ୟର ପୁରାତନ ନାଟ୍ୟାନୁଷ୍ଠାନ ‘ଶତାବ୍ଦୀର କଳାକାର’ର ମିଳିତ ଆନୁକୂଲ୍ୟରେ ‘ନାଟକର ସାମାଜିକ ପ୍ରସଙ୍ଗିକତା’ ଆଲୋଚନାଚକ୍ରକୁ ଉଦ୍‌ଘାଟନ କରି ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ଅନନ୍ତ ମହାପାତ୍ର ଏହା କହିଛନ୍ତି। 

ଭୁବନେଶ୍ୱରସ୍ଥିତ ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ଏହି  ଆଲୋଚନାଚକ୍ରରେ ସାହିତ୍ୟ ଅକାଦେମିର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା କଥାକାର ଗୌରହରି ଦାସ ଅଧ୍ୟକ୍ଷତା କରି ଆମ ସମାଜ ଉପରେ ନାଟକର ପ୍ରଭାବ ସବୁଠୁ ଅଧିକ। ଏହା ଏକ ଆବେଗିକ ସ୍ଵାକ୍ଷର ସୃଷ୍ଟି କରିଥାଏ ବୋଲି କହିଥିଲେ। ସାହିତ୍ୟ ଅକାଦେମିର ସାଧାରଣ ପରିଷଦ ସଦସ୍ୟ ପ୍ରଫେସର ବିଜୟ କୁମାର ଶତପଥୀ ଭିତ୍ତି ପ୍ରବନ୍ଧ ଉପସ୍ଥାପନ କରି କହିଲେ ନାଟକ ଏମିତି ଏକ ମାଧ୍ୟମ ଯେଉଁଥିରେ ପ୍ରେମ, ବିଦ୍ରୋହ, ପ୍ରତିବାଦ, ସଂଘର୍ଷ ସବୁ ଉପାଦାନ ଭର୍ତ୍ତି ହୋଇ ରହିଥାଏ। ଏଥିରେ ସବୁ ବର୍ଗର ମଣିଷର କଥା ଓ ବ୍ୟଥା ରହିଥାଏ l ସାହିତ୍ୟ ଅକାଦେମି କୋଲକାତାର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାୟକ ସ୍ବାଗତ ଭାଷଣ ଓ ଶତାବ୍ଦୀର କଳାକାରର ସାଧାରଣ ସମ୍ପାଦକ ଧୀର ମଲ୍ଲିକ୍ ଧନ୍ୟବାଦ ଦେଇଥିଲେ। 

ଆଲୋଚନାରେ ବିଶିଷ୍ଟ ନାଟ୍ୟବ୍ୟକ୍ତିତ୍ବ ନାରାୟଣ ସାହୁ, ବିଜୟ କୁମାର ଶତପଥୀ, ନରେନ୍ଦ୍ର ମିଶ୍ର, ସତ୍ୟବ୍ରତ ରାଉତ, ଗୌରାଙ୍ଗ ରାଉତ, ପ୍ରବୋଧ ରଥ, ଲଲାଟେନ୍ଦୁ ରଥ, ଉପେନ୍ଦ୍ର ପ୍ରସାଦ ନାୟକ ପ୍ରମୁଖ ପ୍ରବନ୍ଧ ଉପସ୍ଥାପନ କରିଥିଲେ। ପ୍ରଥମ ଅଧିବେଶନରେ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ ଅଧ୍ୟକ୍ଷତା କରିଥିବାବେଳେ ଶତାବ୍ଦୀର କଳାକାରର ଉପଦେଷ୍ଟା ବିଜୟ କୁମାର ଦାସ ଧନ୍ୟବାଦ ଦେଇଥିଲେ। ଭୁବନେଶ୍ଵରର ବହୁ ନାଟ୍ୟବିତ୍ ଓ ନାଟ୍ୟପ୍ରେମୀ ଏହି ଆଲୋଚନା ଚକ୍ରରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026

You Might Also Like