-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ପ୍ରଥମ ଅଭିଭାବକ, ଶିକ୍ଷକ, ବିଦ୍ୟାଳୟ ପରିଚାଳନା କମିଟି ବୈଠକ

19-Apr-2025



ବେଲପଡା(ତ୍ରିନାଥ ବାଗ): ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ଅଧୀନ ବିଛୁବାହାଲି ସରକାରୀ ଉଚ୍ଚବିଦ୍ୟାଳୟ ପରିସରରେ ଅଭିଭାବକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି Iବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଘନଶ୍ୟାମ ବେହେରା ସଭାପତିତ୍ଵ କରିଥିଲେ I ଏହି ବୈଠକରେ ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟ ପୁସ୍ତକ ପ୍ରଦାନ, ମୁଖ୍ୟମନ୍ତ୍ରୀଙ୍କ ପୋଷଣ ଯୋଜନା, ଅଧାରୁ ପାଠ ଛାଡ଼ିଥିବା, ଆଦୌ ନାମ ଲେଖାଇନଥିବା ଛାତ୍ରଛାତ୍ରୀ, ପିଲାଙ୍କ ଶିକ୍ଷଣ

ଅଭିବୃଦ୍ଧି ନିମନ୍ତେ ଗ୍ରୀଷ୍ମ ଅବକାଶ ରେ ଗୃହକାର୍ଯ୍ୟ, ଆଂଶୁଘାତ ଉପରେ ଆଲୋକପାତ ହୋଇଥିଲା Iଏସଏମସି ସଭାପତି ଭୋଦେବ ମହାନନ୍ଦ ଓ ସହକାରୀ ଶିକ୍ଷକ ଜ୍ୟୋତିର୍ମୟ ନାଗ ମଞ୍ଚ ପରିଚାଳନା କରିଥିଲେ Iଏସଏମସି ସଦସ୍ୟ ସୁଧୀର ବାଗ, ତୁଲାରାମ ମାଝୀ, କୈଳାସ ପୁଟେଲ ଓ ସ୍ଥାନୀୟ ଅଙ୍ଗନବାଡି କର୍ମୀ ପ୍ରଭାସିନୀ ସେଠ,ସ୍କୁଲ ର ଶିକ୍ଷୟିତ୍ରୀ ଗୋଦାବରୀ ମାଝୀ, ମଧୁମିତା ବାବୁ, ସଂଯୁକ୍ତା କିଷାନ ସହଯୋଗ କରିଥିଲେ Iଏବଂ ଗ୍ରାମର ଅଭିଭାବକ, ଅଭିଭାବିକା ସହିତ ଏସଏଚଜି ମାଁ ଲଷ୍ମୀନାରାୟଣୀ ଗ୍ରୁପର ବଦନ୍ତି ମାଝୀ, ସୁଜାତା ମାଝୀ, ପଦ୍ମିନୀ ମାଝୀ, ପ୍ରେମଶିଲା ମାଝୀ, ଅଏଁଲେ ମାଝୀ, କମଲେ ମାଝୀ, ପଦ୍ମାବତୀ ମାଝୀ, ତରୁଣୀ ମାଝୀ, ପଦ୍ମା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ I ଶେଷରେ ଶ୍ରୀଯୁକ୍ତ ନାଗ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ I


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like