-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ନୋଡାଲ ସଚିବ ତଥା ସ୍ବତନ୍ତ୍ର ସଚିବ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗଙ୍କ ଜିଲ୍ଲା ଗସ୍ତ:-

19-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସ୍ବତନ୍ତ୍ର ସଚିବ,ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ତଥା ଜିଲ୍ଲା ନୋଡାଲ ସଚିବ ଶ୍ରୀମତୀ ସୌଦାମିନୀ ସେଠୀ ସୁବର୍ଣ୍ଣପୁର  ଜିଲ୍ଲାକୁ ଦୁଇଦିନିଆ ଗସ୍ତରେ ଆସି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କାର୍ଯ୍ୟକାରୀ ବିଭିନ୍ନ ଉନ୍ନୟନ ତଥା ଲୋକାଭିମୁଖୀ ଯୋଜନା ଓ ପ୍ରକଳ୍ପ ଗୁଡିକର ସଫଳ କାର୍ଯ୍ୟକାରିତାର କ୍ଷେତ୍ର ପରିଦର୍ଶନ କରିଛନ୍ତି । ସେ ଏହି ପରିପ୍ରେକ୍ଷୀରେ ତା. ୧୭/୦୪/୨୫ରିଖ ଦିନ ସୋନପୁର ବ୍ଲକ ଅନ୍ତର୍ଗତ ବାବୁପାଲି ସ୍ଥିତ ବନ ସୁରକ୍ଷା ସମିତି ଗୃହ, ରାଧା କୃଷ୍ଣ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ବାରା ପରିଚାଳିତ ମାଛ ଯାଆଁଳା କେନ୍ଦ୍ର, ଧଉରାଖମନ, ବ୍ୟାଙ୍କି ସୁବିଧା କେନ୍ଦ୍ର, ହରଡଖୋଳ, ଅଙ୍ଗନବାଡି କେନ୍ଦ୍ର, ଖମ୍ବେଶ୍ବରିପାଲୀ, ଖଳିଆପ।ଳି ଠାରେ ଅନ୍ତୋଦୟ ଯୋଜନାରେ ସର୍ଭେ କାର୍ଯ୍ୟର ସମୀକ୍ଷା ସହ ତରଭା ବ୍ଲକ ଅନ୍ତର୍ଗତ ସାଇଦୁଲି ଗ୍ରାମ ସ୍ଥିତ ଗୋଷ୍ଠୀଗତ ଶୌଚାଳୟ  ପରିଦର୍ଶନ କରି ସମ୍ପୃକ୍ତ କର୍ମକର୍ତ୍ତା ତଥା ସ୍ୱୟଂ ସହାୟକ ସଦସ୍ୟା, ସ୍ଥାନୀୟ ହିତାଧିକାରୀ, ଜନସାଧାରଣଙ୍କ ସହିତ ଭାବ ବିନିମୟ କରିଥିଲେ । ସେହିପରି ତା.୧୮.୦୪.୨୦୨୫ ଦିନ ଡୁଙ୍ଗୁରିପାଲୀ ବ୍ଲକ ରାମପୁର ପଞ୍ଚାୟତ ଗସ୍ତ କରି ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ଏବଂ ଅନ୍ତୋଦୟ ଗୃହ ଯୋଜନାର ସର୍ଭେ କାର୍ଯ୍ୟର ସମୀକ୍ଷା କରିଥିଲେ । ଉପରୋକ୍ତ ଗସ୍ତ ସମୟରେ ସମସ୍ତ ହିତାଧୂକାରୀ ମାନଙ୍କ ସହିତ ବାର୍ତ୍ତାଳାପ କରି ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ । ସେ ଜିଲ୍ଲାର ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ବାରା ପରିଚାଳିତ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଉପରେ ଖୁସିବ୍ୟକ୍ତ କରିଥିବାବେଳେ, ନିଜନିଜ କାର୍ଯ୍ୟରେ ଉଚ୍ଚକୋଟୀର କାର୍ଯ୍ୟ ସମ୍ପାଦନ କରିବାକୁ ପରାମର୍ଶ ଦେଇଛନ୍ତି। ଜିଲ୍ଲା ନୋଡାଲ ଅଧିକାରୀଙ୍କ ଜିଲ୍ଲାର ବିଭିନ୍ନ ବ୍ଲକ ଗସ୍ତ ସମୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ଅଶ୍ବିନୀ କୁମାର ମେହେର ସମେତ ସମ୍ପୃକ୍ତ ବ୍ଲକର ବ୍ଲକ ଉନ୍ନୟନ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ନିଜନିଜ ଅଞ୍ଚଳର କାର୍ଯ୍ୟକାରୀ ପ୍ରକଳ୍ପ ତଥା ଯୋଜନା ଗୁଡିକର ତଥ୍ୟ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like