-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||     

HOME   ଜିଲ୍ଲା

ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ୨୦୨୫-୨୬ ଶିକ୍ଷାବର୍ଷର ପ୍ରଥମ ପିଟିଏମ୍ ଅନୁଷ୍ଠିତ

19-Apr-2025



ତୁଷୁରା/ଗୁଡଭେଲା(ପ୍ରେରଣା ଖବର)- ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ୍ ର ପ୍ରାଥମିକ ଠାରୁ ଆରମ୍ଭ କରି ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ପ୍ରତ୍ୟେକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ୨୦୨୫-୨୬ ର ପ୍ରଥମ ଅଭିଭାବକ ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ସମିତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ତୁଷୁରା ଏନ୍‌ଏ‌ସି ଅଧୀନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅଭିଭାବିକା ଜନନୀ ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଏବିଇଓ ବିପିନ ବାଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନୂତନ ଶିକ୍ଷାନୀତି ସମ୍ପର୍କରେ ଅବଗତ କରାଇଥିଲେ। ସମ୍ମାନିତ ଅତିଥି ଭାବେ ସିଆର୍‌ସିସି ଜଗମୋହନ ତ୍ରିପାଠୀ ଯୋଗ ଦେଇ ଅଭିଭାବକମାନେ ନିୟମିତ ବ୍ୟବଧାନରେ ବିଦ୍ୟାଳୟ

ପରିଦର୍ଶନରେ ଆସି ଶିଶୁର ଶୈକ୍ଷିକ ଅଗ୍ରଗତି ସଂପର୍କରେ ପଚାରି ବୁଝିବାକୁ ପରାମର୍ଶ ଦେଇଥିଲେ। ବିଶିଷ୍ଟ କଳାକାର ପ୍ରିୟବ୍ରତ ଛତ୍ରିଆ (ବଡ)ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଗିତ ମାଧ୍ଯମରେ ଅଂଶୁଘାତର ସଚେତନତା କରାଇଥିଲେ। ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ସଭା ସଞ୍ଚାଳନ କରିଥିଲେ ଓ ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ରଞ୍ଜିତା ନାଗ, ବିନ୍ଦୁ ମାହାଣା ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ। ଏଥିରେ ୪୩ ଜଣ ଅଭିଭାବକ ଅଭିଭାବିକା, ୫ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଓ ୧୧ଜଣ ଏସ୍‌ଏମ୍‌ସି ସଦସ୍ୟ ସଦସ୍ୟା ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026

You Might Also Like