-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପିଏମ ଶ୍ରୀ ବାପୁଜୀ ନୋଡାଲ ଉଚ୍ଚ ବିଦ୍ୟାଳୟ, କନ୍ଧକେଲଗାଁ ରେ ପ୍ରାଥମିକ ଚିକିତ୍ସା ତାଲିମ୍ ଶିବିର

19-Apr-2025




ବଲାଙ୍ଗୀର, ତା.୧୯/୦୪(ପ୍ରେରଣା ଖବର):  ବଲାଙ୍ଗୀର ଜିଲ୍ଲା  ସଇଁନ୍ତଲା ବ୍ଲକ ଅନ୍ତର୍ଗତ  ପିଏମ୍ ଶ୍ରୀ ବାପୁଜୀ ନୋଡାଲ ଉଚ୍ଚ ବିଦ୍ୟାଳୟ, କନ୍ଧକେଲଗାଁ ତରଫରୁ  ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ରାମ ଗୋପାଳ ଖମାରୀ ଶର୍ମା କାର୍ଯ୍ୟକ୍ରମରେ  ସଭାପତିତ୍ବ କରିଥିଲେ। କାର୍ଯ୍ୟକ୍ରମରେ  ଫାଷ୍ଟ ଏଡ଼ର ରାମ ନାରାୟଣ ଦାଶ ଓ ରଶ୍ମିରାଣୀ ଦାଶ  ସାଧନ କର୍ମୀ ଭାବେ ଯୋଗଦେଇ ଛାତ୍ରଛାତ୍ରୀ ସମେତ ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ହଠାତ୍ ମୂର୍ଚ୍ଛା ହେବା, ସର୍କ ହେବା,  ସାପ କାମୁଡା,ଏବଂ ନିଆଁରୁ ରକ୍ଷା ପାଇବା ପାଇଁ ପ୍ରତିରକ୍ଷାତ୍ମକ ବ୍ୟବସ୍ଥା ତଥା ହାଡ଼ ଭଙ୍ଗା,ମୁଣ୍ଡ ଫଟା,ରକ୍ତସ୍ରାବର ତତ୍କାଳ ଚିକିତ୍ସା ଓ ବ୍ୟବସ୍ଥା ସମ୍ପର୍କରେ ଡେମଷ୍ଟେସନ ମାଧ୍ୟମରେ ଜୀବନ କୌଶଳ ଶିକ୍ଷା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷକ ପ୍ରକାଶ ଚନ୍ଦ୍ର ସାହୁ ସଂଯୋଜନା କରିଥିଲେ।  ଶିକ୍ଷକ ଶିକ୍ଷୟିତ୍ରୀ ରଶ୍ମିତା ପ୍ରଧାନ , ବୈଷ୍ଣବ ବାରିକ , ଗୋବର୍ଦ୍ଧନ ଛତ୍ରିଆ , ଜୟରାମ ମହାନନ୍ଦ , ବିମଲ ମେହେର , ଲିପ୍ସିତା ସାହୁ , ଆଶିଷ ବିଶି , ଲିଙ୍କନ ସାହୁ , ହିମେଶ ଭୋଇ ,ପ୍ରଭୁଦତ୍ତ ଧରୁଆ ,ନିରୁପମ ସାହୁ , ପୁଷ୍ପା ଞ୍ଜଳୀ ମେହେର, ପଙ୍କଜିନୀ ମେହେର, ଜିତେନ୍ଦ୍ର ମେହେର, ଓ ହିମାଂଶୁ ଭୋଇ  ସମେତ ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଉକ୍ତ କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ । ପରିଶେଷରେ  ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସୁରେନ୍ଦ୍ର ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like