-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ରାଣା ପ୍ରତାପ ସ୍କୁଲ ରେ ଶିକ୍ଷାସମ୍ପର୍କ ସମନ୍ଵୟ ବୈଠକ

19-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବିଦ୍ୟାଳୟ ମାନଙ୍କରେ ଗୁଣାତ୍ମକ ଶିକ୍ଷା ଓ ସାମଗ୍ରିକ ବିକାଶ ପାଇଁ ଶିକ୍ଷକ ଓ ଅଭିଭାବକ ମଧ୍ୟରେ ସମ୍ପର୍କ ର ସମନ୍ଵୟ ର  ଆବଶ୍ୟକତା ରହିଥିବା ବେଳେ ଶନିବାର ଅଭିଭାବକ ଶିକ୍ଷକ ସଂଘ ଆନୁକୂଲ୍ୟରେ "ଶିକ୍ଷା ସମ୍ପର୍କ ସମନ୍ଵୟ" ବୈଠକ ଅନୁଷ୍ଟିତ ହୋଇ ଯାଇଛି ।ପ୍ରଧାନ ଶିକ୍ଷକ ସୂଦୀପ କୁମାର ରଥ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ଏହି କାର୍ଯ୍ୟକ୍ରମ କୁ ବିଶିଷ୍ଟ ଶିକ୍ଷାବିଦ୍ କପିଲ ବାଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦ୍ଘାଟନ କରିଥିବା ବେଳେ ପର୍ଯ୍ୟବେକ୍ଷକ ଭାବେ ଅନୁସୂଚିତ ଜାତି ଓ ଜନଜାତି ସଂଯୋଜକ ସମଗ୍ର ଶିକ୍ଷା ମିଥୁନ ପ୍ରଧାନ ଯୋଗ ଦେଇ ବିଦ୍ୟାଳୟ ସହିତ ଅଭିଭାବକ ଙ୍କ ସମ୍ପର୍କ ଶିକ୍ଷା ପ୍ରଗତି ରେ ସେତୁ ସଦୃଶ ଓ ଏଥି ପାଇଁ ଅଭିଭାବକ ଶିକ୍ଷକ ସଂଘ ବୈଠକ ଏକ ମାଧ୍ୟମ ବୋଲି ଉଲ୍ଲେଖ କରିଥିଲେ ।

ଏହି ଅବସର ରେ ଶିକ୍ଷୟିତ୍ରୀ ତପସ୍ଵିନୀ ତ୍ରିପାଠୀ, ଗୀତା ଜାଲ, ଜ୍ୟୋତ୍ସ୍ନା ତ୍ରିପାଠୀ,ସୁନୀତା ମିଶ୍ର ,ବବିତା ନାଏକ ପ୍ରମୁଖ ଯୋଗ ଦେଇ ରାଜ୍ୟ ସରକାର ଙ୍କ ଗଣ ଶିକ୍ଷା ବିଭାଗ  ର ଗାଇଡ ଲାଇନ୍ ଅନୁସାରେ ସ୍କୁଲ ର ବାର୍ଷିକ କ୍ୟାଲେଣ୍ଡର ଏକଟିଭିଟିଜ୍, ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ମାଗଣା ପୁସ୍ତକ ବଣ୍ଟନ,ଡ୍ରପ ଆଉଟ୍ ଛାତ୍ର ଛାତ୍ରୀ ଙ୍କୁ ସ୍କୁଲ କୁ ଆଣିବା ଏବଂ ବିଶେଷ କରି ଗ୍ରୀଷ୍ମ ଅବକାଶ ରେ ଛାତ୍ର ଛାତ୍ରୀ ଙ୍କୁ ଦିଆ ଯିବାକୁ ଥିବା ହୋମ ୱାର୍କ ର ତଦାରଖ କିପରି ହେବ ସେ ବିଷୟ ରେ ଆଲୋଚନା କରାଯାଇଥିବା ବେଳେ  ଅଭିଭାବକ ମାନେ ଅତିରିକ୍ତ ଶ୍ରେଣୀ କୋଠରୀ ଓ ସ୍କୁଲ ଖେଳ ପଡିଆ କୁ ତୁରନ୍ତ ବ୍ୟବହାର ଉପଯୋଗୀ କରିବା ପାଇଁ ଗଠନ ମୂଳକ ପ୍ରସ୍ତାବ ପ୍ରଦାନ କରିଥିଲେ ।ତେବେ ଏହି ସବୁ କାର୍ଯ୍ୟକ୍ରମ କାର୍ଯ୍ୟାନ୍ଵୟନ ସଠିକ ଭାବେ କରାଯାଇ ଶିକ୍ଷା ସମ୍ପର୍କ ସେତୁ ମଜବୁତ ହୋଇ ପାରିବ ବୋଲି ପ୍ରଧାନ ଶିକ୍ଷକ ଶ୍ରୀ ରଥ ମତ ବ୍ୟକ୍ତ କରି ଧନ୍ୟବାଦ
ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like