-+91-9937148622 |
prerana_bgr@rediffmail.com |
Wednesday 22nd April 2026 |
R.N.I. Regd No. ODIODI/2010/46693
Breaking News
19-Apr-2025
(ମିହିର ଶଙ୍କର ପାତ୍ର,)
ପାପଡାହାଣ୍ଡି ଠାରେ ଡାବୁଗାଁ ନିର୍ବାଚନ ମଣ୍ଡଳୀ ସ୍ତରୀୟ ସକ୍ରିୟ ସଦସ୍ୟ କର୍ମି ସମ୍ମିଳନୀ ଅନୁଷ୍ଠିତ। ସୂଚନା ଯୋଗ୍ୟ :-ଆଜି ଡାବୁଗାଁ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାପଡାହାଣ୍ଡି ସଦର ମହକୁମା ସ୍ଥିତ ନୀଳକଣ୍ଠେଶ୍ଵର ଶିବମନ୍ଦିର ନିକଟରେ ବିଜେପିର ଡାବୁଗାଁ ନିର୍ବାଚନ ମଣ୍ଡଳୀ ସ୍ତରୀୟ ସକ୍ରିୟ ସଦସ୍ୟ ମାନଂକୁ ନେଇ ଏକ କର୍ମି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । କର୍ମୀ ସମ୍ମିଳନୀରେ ଜିଲ୍ଲା ସଭାପତି କୁଞ୍ଜବିହାରୀ ଦାଶ, ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ରାଜ୍ୟ ସଂପାଦକ ରମେଶ ଚନ୍ଦ୍ର ସାହୁ, ସୋମନାଥ ପୂଜାରୀ ଓ ରାଜେନ୍ଦ୍ର କିଶୋର ମଞ୍ଚାସିନ ଥିଲେ।ଏବଂ ଡାବୁଗାଁ ନିର୍ବାଚନ ମଣ୍ଡଳୀର ଅନେକ ବିଜେପି କର୍ମି ଉପସ୍ଥିତ ଥିଲେ। ଆଗାମୀ ପଞ୍ଚାୟତ ସ୍ତରୀୟ ନିର୍ବାଚନ କୁ ଦୂଷ୍ଟି ରେ ରଖି ଆଜିର ଏହି ବୈଠକ ଅନୁଷ୍ଠିତ ହୋଇଥିଲା।