-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ଚଳିତ ଶିକ୍ଷା ବର୍ଷର ପ୍ରଥମ ଅଭିଭାବକ ଶିକ୍ଷକ ସମ୍ମିଳନୀ: ଖରା ଛୁଟିରେ ୱାଟସେପ ଗ୍ରୁପ ରେ ଶିକ୍ଷକ ପିଲାଙ୍କ ହୋମୱର୍କ ସୁନିଶ୍ଚିତ କରିବେ

19-Apr-2025



ଡୁଙ୍ଗୁରିପାଲି, ତା ୧୯/୪: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ୨୦୨୫-୨୬ ଶିକ୍ଷା ବର୍ଷର ପ୍ରଥମ ଶିକ୍ଷକ-ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଯାଇଛି।  ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭା  ସଂଯୋଜନା କରି ସରକାରଙ୍କ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନ୍ତର୍ଗତ ମଧ୍ୟାହ୍ନ ଭୋଜନ , ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ମାଗଣା ପୁସ୍ତକ ଯୋଜନା, ମାଗଣା ସାଇକେଲ ଯୋଜନା ଓ ଖରା ଛୁଟିରେ ଶିକ୍ଷକ ତଥା ଅଭିଭାବକ ୱାଟସଏପ୍ ଗ୍ରୁପ ରେ ପିଲାଙ୍କ ହୋମୱର୍କ ସୁନିଶ୍ଚିତ କରାଇବା ଯୋଜନା ବିଷୟରେ ସମସ୍ତଙ୍କୁ  ଅବଗତ କରାଇଥିଲେ। ଡୁଙ୍ଗୁରିପାଲି ଏବିଇଓ ଗୁଞ୍ଜୁଲୁ ମିର୍ଦ୍ଧା ସରକାରଙ୍କ ଯୋଜନା ଅନୁସାରେ ସ୍କୁଲରେ ଶୈକ୍ଷିକ ବାତାବରଣ ସୃଷ୍ଟି କରି ପିଲାମାନଙ୍କ ଶିକ୍ଷାର ବିକାଶଦିଗରେ ସାମୁହିକ ଉଦ୍ୟମ ବଜାୟ ରଖିବାକୁ ଶିକ୍ଷକ ଓ ଅଭିଭାବକ ମାନଙ୍କୁ ମାର୍ଗଦର୍ଶନ କରିଥିଲେ। ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ମଞ୍ଚ।ସିନ ହୋଇ ନବମ ଶ୍ରେଣୀର ଛାତ୍ର ଛାତ୍ରୀ ମାନଙ୍କ ବାର୍ଷିକ ପରୀକ୍ଷା ଫଳାଫଳ ତର୍ଜମା କରିଥିଲେ।  
  ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ପୂଜାରାଣୀ ଦୀପ , ଅନ୍ତରା ଜାଲ,ଝରଣା ସାହୁ, ଅନୁପମା, କରିଷ୍ମା,ଅନିମା,  ପ୍ରଜ୍ଞା କୁଦେଇ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ । ସଭାରେ ଦଶମ ଶ୍ରେଣୀର  ପୂଜାରାଣୀ ଦୀପ ବିଦ୍ୟାଳୟରେ ନିଜର  ଉପଲବ୍ଧି ବିଷୟରେ ମତ ପ୍ରଦାନ କରିଥିବା ବେଳେ ସଂସ୍କୃତ ଶିକ୍ଷକ ରାଜୁ ମେହେର ସମସ୍ତଙ୍କୁ ସ୍ବାଗତ କରିଥିଲେ  

ଅଭିଭାବକ ଓ ଅଭିଭାବିକା  ମାନଙ୍କ ମଧ୍ୟରୁ ପିତାମ୍ବର ସାହୁ ଓ ଶ୍ରୀମତୀ ତାଣ୍ଡିଆ ସ୍କୁଲ ବିକାଶର ଗଠନମୂଳକ ମତ ପ୍ରକାଶ କରିଥିଲେ। ଶେଷରେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯକ୍ରମରେ କିରଣ କୁମାର ପୁଟେଲ, ସ୍ନିଗ୍ଧା ପ୍ରଧାନ, ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ମୀନକେତନ ଦାସ,  ସୁରଜ୍ ଖମାରୀ ଓ ସମୀର କଠାର ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like