-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସୀତାଙ୍କୁ ହରଣ, ଜଟାୟୁ ମରଣ, ରାବଣ ଭୂମିକାରେ ଜୀବନ୍ତ ଅଭିନୟ କଲେ ଡା. ରୁଦ୍ର ନାରାୟଣ ପଟେଲ

19-Apr-2025



ବଲାଙ୍ଗିର(ପ୍ରେରଣା ଖବର)- ଜଗନ୍ନାଥପଡାରେ ସର୍ବ ପୁରାତାନ ରାମଜୀ ନାଟକ ସଂସଦ ଦ୍ୱାରା ଆୟୋଜିତ ରାମଲିଳା ନାଟକ ଅୟୋଜିତ ହୋଇଥିବା ବେଳେ ଗତ ଏପ୍ରିଲ ୧୮ ତାରିଖ ଶୁକ୍ରବାର ଦିନ ସୀତାଙ୍କୁ ହରଣ, ଜଟାୟୁ ମରଣ ଦର୍ଶକକୁ ବେଶ ମନ ଛୁଇଁଥିଲା । ମାୟା ମିରିଗ କୁଟିରରେ ଜଟି ରାବଣ ଭିକ୍ଷା ମାଗିଥିଲେ ତାହା ପୂର୍ବରୁ ଲକ୍ଷ୍ମଣ ତିନି ଗାର କାଟିଥିଲେ, ଆରଣ୍ୟକୁ ଯାଇଥିବା ବେଳେ ଏହି ଅନୁପସ୍ଥିତ ଦେଖି ରାବଣ ସୀତା କୁ ହରଣ କରିଥିଲେ । ସୀତାଙ୍କ ରୋଦନରେ ପକ୍ଷୀ

ଜଟାୟୁ ରାବଣରୁ ଉଦ୍ଧ୍ୱାର କରିବା ପାଇଁ ରାବଣ ସହ ଯୁଦ୍ଧ ହୋଇଥିଲା। ଯୁଦ୍ଧରେ ଆହତ ହୋଇ ପ୍ରାଣ ଚାଲିଯାଇଥିଲା। ଗୁରୁଶ୍ରୀ ବାଳମୁକୁନ୍ଦ ବେହେରା ବୈସ୍ୟସଦାଶିବ ରଚିତକଣ୍ଠରେ ଗାଇଥିଲେ । ଏହି ଅବସରରେ ଏ ବନଗିରି ଲତା ଗିରି ମୋ କାନ୍ତ ଗଲେ ମୃଗ ମାରି କଣ୍ଟଶିଳ୍ପୀ ଶ୍ରୀୟା ପଟେଲ ଗୀତ ଗାଇଥିବା ବେଳେ ନାଟକ ବେଶ୍ ଆକର୍ଷିତ ହୋଇଥିଲା । ରାମ ଅଭିନୟରେ ଶୈଳେନ କୁମାର ବାବୁ, ଲକ୍ଷ୍ମଣ ଭୂମିକାରେ ଆନନ୍ଦ ମିଶ୍ର, ସୀତାଙ୍କ ଭୂମିକାରେ ମାନସ ସାହୁ, ରାବଣ ଭୂମିକାରେ ଡା. ରୁଦ୍ରନାରାୟଣ ପଟେଲ, ଜଟାୟୁ ପକ୍ଷୀ ଭୂମିକାରେ ଘନଶ୍ୟାମ ସାହୁ, ମାୟା ମିରିଗ ଭୂମିକାରେ ଅମିତ ବେହେରା, ଜଟି ରାବଣ କୁମୁଦ ରଂଜନ ନାଏକ, ଇନ୍ଦ୍ର ଭୂମିକାରେ ଚିଦାନନ୍ଦ ବେହେରା ଓ ସଂସଦର ବିଭିନ୍ନ କଳାକାର ଅଭିନୟ କରିଥିଲେ । ପୁଷ୍ପବିମାନ ଓ ସାଜସଜ୍ୟା ନାଟକ କୁ କିଭଳି ଆକର୍ଷିତ ହେବ ନିର୍ଦ୍ଦେଶନା ଦେଇଥିଲେ ରବି ନାରାୟଣ ନାଏକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like