-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଜେ.ସି. ଆଇ ଦ୍ୱାରା ଆୟୋଜିତ ଶିକ୍ଷାଗତ ମେଳାରେ ସଂସ୍କାର ଆନ୍ତର୍ଜାତୀୟ ବିଦ୍ୟାଳୟ ଅଂଶଗ୍ରହଣ

19-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଜେ. ସି. ଆଇ ଦ୍ୱାରା ଆୟୋଜିତ ତିନି ଦିନିଆ ଶିକ୍ଷାଗତ ମେଳାରେ ସଂସ୍କାର ଆନ୍ତର୍ଜାତୀୟ ବିଦ୍ୟାଳୟ ଅଂଶଗ୍ରହଣ କରୁଛି | ଏହି ମେଳା ୧୮ ରୁ ୨୦ ଏପ୍ରିଲ୍ ପର୍ଯ୍ୟନ୍ତ ଆୟୋଜିତ ହେଉଛି ଏଥିରେ ବିଭିନ୍ନ ବିଦ୍ୟାଳୟ, କୋଚିଂ ସେଣ୍ଟର,  ମହାବିଦ୍ୟାଳୟ ଏବଂ ଶିକ୍ଷାଗତ ଅନୁଷ୍ଠାନ ସହିତ ସଂସ୍କାର ଆନ୍ତର୍ଜାତୀୟ ବିଦ୍ୟାଳୟ ମଧ୍ୟ ନିଜର ଷ୍ଟଲ ଲଗାଇଛି | ଷ୍ଟଲର ଉଦ୍‌ଘାଟନ ବିଦ୍ୟାଳୟର ପ୍ରତିଷ୍ଠାତ୍ରୀ ଶ୍ରୀମତୀ ସାବିତ୍ରୀ ଦେବୀ ସାୱଡ଼ିୟା ଫିତା କାଟି କରିଥିଲେ | ସମୁଦାୟ ଚାରୋଟି ଷ୍ଟଲରେ ବିଭିନ୍ନ ବିଭାଗକୁ ଅବଗତ କରାଯାଇଛି | ପ୍ରଥମ ଷ୍ଟଲରେ ପ୍ରି ପ୍ରାଥମିକ ତଥା ସୈପଲିଙ୍ଗ ସମ୍ବନ୍ଧିତ ସୁବିଧା ସମ୍ପର୍କରେ କୁହାଯାଉଛି, ଦ୍ୱିତୀୟ ଷ୍ଟିଲରେ ଯୁକ୍ତଦୁଇ ପ୍ରଥମ ବର୍ଷ ବାଣିଜ୍ୟ ଏବଂ ବିଜ୍ଞାନର CA, CUET, CLAT, JEE, IIT, NIIT ଇତ୍ୟାଦି ବିକ୍ଷୟରେ ଇଣ୍ଟିଗ୍ରେଟେଡ କୋର୍ସ ଏବଂ ଏହିସବୁ ଦେୟ ରେ ୨୦% ଛାଡ଼ ସମ୍ବନ୍ଧରେ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରାଯାଉଛି | ତୃତୀୟ ଷ୍ଟଲରେ ସଂସ୍କାରର ଛାତ୍ରମାନଙ୍କ ଦ୍ୱାରା ଆସୁଥିବା ଅତିଥି ଛାତ୍ରମାନଙ୍କର ବୌଦ୍ଧିକ ପରୀକ୍ଷା କରାଯାଉଛି l ଏହାର ଅନ୍ତର୍ଗତ ସାଧାରଣ ଜ୍ଞାନର ରୁଚିପୂର୍ଣ୍ଣ ପ୍ରଶ୍ନ ପଚରାଯାଉଛି, ଯାହାକି ନବମ ଶ୍ରେଣୀଠାରୁ ଯୁକ୍ତଦୁଇ ପର୍ଯ୍ୟନ୍ତ ବିଦ୍ୟାର୍ଥୀମାନଙ୍କ ପାଇଁ ଅଟେ |

ଚତୁର୍ଥ ଷ୍ଟଲ୍ ରେ ସଂଗୀତ ଏବଂ କଳାର ପ୍ରତିଭାଧାରୀ ଏବଂ କୌଶଳଯୁକ୍ତ ବିଦ୍ୟାର୍ଥୀମାନଙ୍କୁ ଏକ ପ୍ରୋତ୍ସାହନ ପ୍ରମାଣପତ୍ର ଦେଇ ପୁରସ୍କୃତ କରାଯାଉଛି | ଏହି ଚାରୋଟି ଷ୍ଟଲ୍ ଛାତ୍ର ଏବଂ ଶିକ୍ଷକମାନଙ୍କ ଦ୍ୱାରା ସଂଚାଳନ କରାଯାଉଛି | ଏହି ଶିକ୍ଷାଗତ ମେଳାରେ ବିଦ୍ୟାଳୟର ପ୍ରତିଷ୍ଠାତ୍ରୀ ଶ୍ରୀମତୀ ସାବିତ୍ରୀ ଦେବୀ ସାୱଡ଼ିୟା, ଚେୟାରମ୍ୟାନ ଶ୍ରୀ ସୁମନ ସାୱଡ଼ିୟା , ମ୍ଯାନେଜମେନ୍ଟ, ବିଦ୍ୟାଳୟର ପ୍ରିନ୍ସିପ୍ଯାଲ   ଏବଂ ଶିକ୍ଷକବୃନ୍ଦ ଉପସ୍ଥିତ ଥିଲେ । ଚେୟାରମେନ ଶ୍ରୀ ସୁମନ ସାୱଡିୟା କହିଲେ ଯେ ସଂସ୍କାର ଆନ୍ତର୍ଜାତୀୟ ବିଦ୍ୟାଳୟର ଷ୍ଟଲ ଲଗାଇବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଅଧିକରୁ ଅଧିକ ଲୋକଙ୍କ ପର୍ଯ୍ୟନ୍ତ ସଂସ୍କାରର କ୍ଷମତା, ପରିବେଶ ,ସୁବିଧା ଏବଂ ଉପଲବ୍ଧିଗୁଡିକୁ ପହଞ୍ଚାଇବା l ଏହି ଶିକ୍ଷା ମେଳା ରେ ସଂସ୍କାର ସ୍କୁଲର ଷ୍ଟଲ ସମସ୍ତ ଅଭିଭାବକ  ଏବଂ ପରିଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଥିଲା | ବହୁ ସଂଖ୍ୟକ ଲୋକ ଷ୍ଟଲକୁ ଆସି ବିଭିନ୍ନ ସୂଚନା ନେଉଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like