-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୋନପୁର ରେ ଭବ୍ୟ ସ୍ୱାଗତ୍

19-Apr-2025



ସୋନପୁର(ପ୍ରେରଣା ଖବର): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ  ସୋନପୁରରେ ଆଜି ବିପୁଳ ସ୍ବାଗତ ସମ୍ଧର୍ଦ୍ଧନା କରାଯାଇଛି  । ସୋନପୁର ସହରର ପ୍ରୋଗ୍ରେସ ଇନ୍‌ ହୋଟେଲ ସାମନାରେ  ସୁବର୍ଣ୍ଣପୁର ଜିଲ୍ଲା ପୂର୍ବତନ ବିଜେପି ଜିଲ୍ଲା ସଭାପତି ତଥା ସୋନପୁର ର ଟାଣୁଆ ନେତା ବଳଦେବ ବେଦବାକଙ୍କ ନେତୃତ୍ବରେ  ସ୍ବାଗତ ସମ୍ବର୍ଦ୍ଧନା  କରାଯାଇଛି  ।  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ବଲଙ୍ଗିରରେ କେନ୍ଦ୍ରୟ ବିଦ୍ୟାଳୟର ଭିତ୍ତପସ୍ତର ସ୍ଥପନ କାର୍ଯ୍ୟକ୍ରମ ସାରି ଆଜି ସନ୍ଧ୍ୟାରେ ସୋନପୁର ସଗ୍ତ କରିଥିଲେ  । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କସୁବର୍ଣ୍ଣପୁରଙ୍କୁ  ସୁବର୍ଣ୍ଣପବୁର କେନ୍ଦ୍ରୟୀ ବିଦ୍ୟାଳୟ ବିଲାଟିକା-1 ଏବଂ ବାଲବାଟିକ-2 ଖୋଲିବା ପାଇଁ  ବୃଦ୍ଧିଜିବୀ ସୁରେଶ ପାତ୍ରଙ୍କ ନେତୃତ୍ବରେ ଦାବୀ ପତ୍ର ପ୍ରଦାନ କରାଯାଇଛି  । ଅନେକ ବିଜେପି କର୍ମୀ ଏବଂ ବୁଦ୍ଧୀଜୀବି ଓ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତମାନେ ପୁଷ୍ୟମାଲ୍ୟ ଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ବାଗତ କରିଥିଲେ  ।ଏହି ସ୍ବାଗତ କାର୍ଯ୍ୟକ୍ରମରେ ସୋନପୁର ପୌରପରିଷଦର ପୂର୍ବତନ ଅଧ୍ୟକ୍ଷା ଦମୟନ୍ତି ବାରିକ ,ଶ୍ରଦ୍ଧାଞ୍ଜଳୀ ମିଶ୍ର, ଭକ୍ତଚରନ ଖୁରା,କେଦାର ଦାସ, ବେନିମାଧବ ବେଡ଼ବାକ୍, ଜତେନ୍ଦ୍ରିୟ ମହାପତ୍ର,ପ୍ରଣବନ୍ଧୁ ଦାସ(ବାପି),ସଞ୍ଜିବ ବେଦବାକ,କେଶବ ସାହୁ,ଛବି ମେହେର ପ୍ରମୁଖ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like