-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

*ସି .ଆର .ସି. ସି . ତରଫରୁ ବିଦ୍ୟାଳୟ ପି. ଟି .ଏମ. ବୈଠକ ପରିଦର୍ଶନ ଓ ଅଭିଭାଷଣ ପ୍ରଦାନ*

20-Apr-2025



(ମିହିର ସଙ୍କର ପାତ୍ର,)
           ପାପଡା ହାଣ୍ଡି ବ୍ଲକ ର ସେମଳା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଵାଵୁଲାଲ ସାଗର ତରଫରୁ ଗଣଶିକ୍ଷା ଵିଭାଗର ନିର୍ଦ୍ଦେଶନାମା ପ୍ରକାରରେ ଆଜି  ଶନିବାର ତା-19-4-2025 ରିଖରେ ଅଭିଭାବକ ଓ ଶିକ୍ଷକ ବୈଠକରେ ସଫଳତାର ରୂପ ରେଖ ପ୍ରଦାନ ପାଇଁ ସି.ଆର .ସି.ସି .ବାବୁଲାଲ  ସାଗର ବିଭିନ୍ନ ବିଦ୍ୟାଳୟ ଯଥା ସରକାର ପ୍ରାଥମିକ ବିଦ୍ୟାଳୟ, ଡୁମୁରିପଦର,ଭଇରା ପୂଜାରୀ ଗୁଡ଼ା, ପାଇକ କତରା ଓ ଉସିଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଯୋଗଦାନ କରି ପ୍ରଧାନ ଶିକ୍ଷକ  ଉପସ୍ଥିତିରେ  ପିଲାର ଅଭିଭାବକ,ବିଦ୍ୟାଳୟ ପରିଚାଳନା କମିଟିର  ସଭ୍ୟଙ୍କ  ଉପସ୍ଥିତିରେ ଏବର୍ଷର ପ୍ରଥମ ପି.ଟି.ଏମ.ବୈଠକ ପରିଚାଳନା ଏଜେଣ୍ଡା ଆଧାରରେ ସମସ୍ତଙ୍କୁ ସ୍ୱାଗତ ଅଭିଭାଷଣ ପ୍ରଦାନ ,ହ୍ବାଟସ ଅପ ଗ୍ରୁପ ଗଠନ କରି ପିଲାକୁ ଶିକ୍ଷାକ୍ଷେତ୍ରରେ ଅଗ୍ରଗତି ପାଇଁ ପ୍ରୟାସ, ଅଂଶୁଘାତ ରୁ ସୁରକ୍ଷା, ସମାପ୍ତି ସୂଚ଼କ ଆକଳନ-2,ଶୈକ୍ଷିକ କ୍ୟାଲେଣ୍ଡର, ପି.ଏମ. ପୋଷଣ.,ପୁସ୍ତକ ବଣ୍ଟନ, ବିଦ୍ୟାଳୟରେ ପିଲାମାନଙ୍କ ଶିକ୍ଷାର ଉନ୍ନତି ପାଇଁ ଅଭିଭାବକ ର ସହଯୋଗ କାମନା ସହ ଧନ୍ୟବାଦ ଅର୍ପଣ କରିଥିଲେ।ବିଦ୍ୟାଳୟ ତରଫରୁ  750 ଟଙ୍କା  ବିନିଯୋଗ ରେ ପୋଷ୍ଟର ,ଟିଫିନ୍, ବୈଠକ ପରିଚ଼ାଳନାର ଓ.ସେ.ପା.ପତ୍ରର ପ୍ରିଣ୍ଟ ପେପର ସହ ଆଲୋଚନା  କରିଥିଲେ।ଵିଭିନ୍ନ  ବିଦ୍ୟାଳୟର  ପ୍ରଧାନ  ଶିକ୍ଷକ, ଛାତ୍ରଛାତ୍ରୀଙ୍କ ଅଭିଭାବକ ସହ ସି.ଆର.ସି.ସି.ଯୋଡ଼ି ହୋଇ ଥିଲେ।ପାଇକ କତରା ବୈଠକରେ ପିଲାର ମାଆ ତିନି ମାସର ସନ୍ତାନ ସହ ବୈଠକରେ ଯୋଗଦାନ କରି ପି.ଟି.ଏମ. ବୈଠକ ପାଇଁ ପ୍ରେରଣା ସାଜିଥିଲେ। ସି .ଆର. ସି. ସି. ବାବୁଲାଲ ସାଗର ତରଫରୁ ବାର୍ତ୍ତାଳାପରେ ମାଆଟି ପାଖରୁ ମୋ ପୁଅର ପାଠ ପଢାର ଅଗ୍ରଗତି ପାଇଁ ବୈଠକରେ ଯୋଗଦାନ ର ମତ ଦେଇଥିଲେ । ଅଭିଭାବକ ଓ ଶିକ୍ଷକ ବୈଠକରେ ସଫଳତାର ରୂପରେଖ ଦେବା ପ୍ରୟାସ ସି.ଆର.ସି.ସି .ର ଵିଭିନ ବିଦ୍ୟାଳୟ ପରିଦର୍ଶନ ଓ ସଚେତନତା ବାର୍ତ୍ତା ପାଇଁ ଶିକ୍ଷକ ,ଅଭିଭାବକ,ଵୁଦ୍ଧିଜୀବି ମହଲରେ ଏଭଳି ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like