-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ଅତାବିରା ପୋଲିସ ର ବଡ ସଫଳତା... ତିନି ଚୋର ଗିରଫ

20-Apr-2025



କୋର୍ଟ ଚାଲାଣ, ଚୋରି ସାମଗ୍ରୀ ଉଦ୍ଧାର

ଅତାବିରା(ଆକାଶ ମିଶ୍ର)  ଅତାବିରା ଅଞ୍ଚଳର ବିଭିନ୍ନ ସ୍ଥାନରେ  ହୋଇଥିବା  ଚୋରି ଘଟଣା କୁ କେନ୍ଦ୍ର କରି ପୋଲିସ ଚୋର କୁ ଧରିବା ପାଇଁ ଜାଲ ବିଛେଇଥିଲା । ଆଜି ସେଇ ଜାଲରେ  ତିନି ଜଣ ଚୋର  ଧରା ପଡ଼ି ଗିରଫ ହୋଇଛନ୍ତି । ଏ ନେଇ ଆଜି ଏକ ପ୍ରେସ ବିବୃତି ହୋଇଥିଲା । ଏଥିରେ ବରଗଡ଼ ଏସ ଡି ପି ଓ ପଦାରବିନ୍ଦ ତ୍ରିପାଠୀ ଓ ଅତାବିରା ଥାନା ଅଧିକାରୀ ପ୍ରକାଶ କୁମାର କର୍ଣ୍ଣ ଙ୍କ ଉପସ୍ଥିତି ରେ   ଦେଇଥିବା ପୋଲିସ ର ସୂଚନା ଅନୁସାରେ  ଗତ  ୯ ତାରିଖରେ ଅତାବିରା ଅନ୍ତର୍ଗତ ଚକୁଳି ଫାର୍ମ କୋଶଳ ସ୍କୁଲ୍ ନିକଟରେ ଥିବା କେ ସାବିତ୍ରୀ ଙ୍କ ଘରେ ହୋଇଥିବା  ଚୋରି  ଘଟଣା କୁ କେନ୍ଦ୍ର କରି  ପୋଲିସ ଚୋର ମାନଙ୍କୁ ଧରିବା ପାଇଁ   ନିରନ୍ତର ପ୍ରୟାସ ଜାରି ରଖିଥିଲା ।ଆଜି ବରଗଡ଼ ରେ  ଏହି ଚୋର ଙ୍କୁ ଧରିବାରେ ପୋଲିସ ସଫଳ ହୋଇଥିଲା । ଚୋର ମାନେ  ହେଲେ ବରଗଡ଼  ପଞ୍ଚାୟତ କଲେଜ୍ ନିକଟସ୍ଥ କୁଲି ବନ୍ଧ ପଡ଼ା ର ରୀଙ୍କୁ ଭୋଇ(୨୫) , ତୋରା  ଗ୍ରାମର କଣ୍ଟା ଟିକ୍ରା ର ସୁଶାନ୍ତ ତାଣ୍ଡି (୩୭),  ବରଗଡ଼ ଟାଉନ ଥାନା ପାଣ୍ଡରି ପଥର ର ଗଙ୍ଗା ହନୁମାନ(୨୫)  । ଏମାନଙ୍କ ଠାରୁ  ୧୦୮ ସେ ମି ର ୩ ଟି  ସାମ୍ ସଂ ଟି ଭି, ଗୋଟିଏ  ଆଇ ଟି ୫୫୦୦ ସଫ କମ୍ପ୍ୟୁଟର ମଲ୍ଟି ମିଡ଼ିଆ ସ୍ପିକର୍ , ପ୍ଲେନ୍ ସ୍ପିକର ଗୋଟିଏ,ଗୋଟିଏ ସଂସଂ ଟାବ୍ଲେଟ , ୪ ଟି ଲାପଟପ୍,୪ ଟି ଦାମିକିଆ ମୋବାଇଲ, ଗୋଟିଏ କାର , ଗୋଟିଏ ସ୍କୁଟି, କେ ସାବିତ୍ରୀ ଙ୍କ ଘରୁ ଚୋରି ହୋଇଥିବା  ସାଢେ଼ ତିନି ଗ୍ରାମ ର ସୁନା  ନାକଫୁଲ, ୧୩ ଖଣ୍ଡ ନୂଆ ଶାଢ଼ୀ, ୪ ଖଣ୍ଡ ଅଣ୍ଡର ୱେର, ୯୨୫ ଗ୍ରାମ ରୂପା ଜବତ ହୋଇଛି ।ଏହା ବ୍ୟତୀତ ଚୋର ମାନଙ୍କ ଠାରୁ ଏହି ଚୋରି ସାମଗ୍ରୀ କୁ   ଗ୍ରହଣ କରୁଥିବା ବରଗଡ଼ ୱାର୍ଡ ନଂ ୪ ର ଜଗନ୍ନାଥ ଦାଶ (୩୭)  ଙ୍କୁ ମଧ୍ୟ ପୋଲିସ  ଗିରଫ କରିଛି । ଏହି ଚୋର ମାନେ ଦୀର୍ଘ ଦିନ ଧରି ଚୋରି ଘଟଣାରେ ଲିପ୍ତ ରହି  ବିଭିନ୍ନ ସ୍ଥାନରୁ ନିତି ଦିନିଆ ଭାବରେ  ଚୋରି କରି ଆସୁଥିଲେ । ଏମାନଙ୍କ ବିରୋଧରେ  କେସ ରୁଜୁ କରି  ତାଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like