-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||     

HOME   ଜିଲ୍ଲା

ନୂଆପଡ଼ା ବିଜେପି ଜିଲ୍ଲା କାର୍ଯ୍ୟାଳୟ ପରିସର ମଧ୍ୟରେ ସକ୍ରିୟ ସଦସ୍ୟ ସମ୍ମିଳନୀ*

20-Apr-2025



(ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲା ସଦର ମହକୁମା ସ୍ଥିତ ବିଜେପି ଜିଲ୍ଲା କାର୍ଯ୍ୟାଳୟ ପରିସର ମଧ୍ୟରେ ସକ୍ରିୟ ସଦସ୍ୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି। ସମ୍ମିଳନୀ ରେ ଜିଲ୍ଲା ସଭାପତି କମଲେସ ଦୀକ୍ଷିତ ଅଧ୍ୟକ୍ଷତା କରିଥିବା ବେଳେ ପୂର୍ବତନ ସାଂସଦ ବସନ୍ତ କୁମାର ପଣ୍ଡା ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଜଣେ ସକ୍ରିୟ କର୍ମୀ ହିଁ ଦଳକୁ ସାଙ୍ଗଠାନିକ ମଜଭୁତ କରିବାର ଚାବିକାଠି ଅଟେ ବୋଲି ମତବ୍ୟକ୍ତ କରିଥିଲେ। ମୁଖ୍ୟ ବକ୍ତା ରୂପେ ସଂଘ ଜିଲ୍ଲା ସଂଚାଳକ ପୁସ୍ତମ ସୁନାନୀ ଯୋଗଦେଇ ଦଳ ଏବଂ ସଂଘ ଦୀର୍ଘାୟୁ ପାଇଁ ସକ୍ରିୟ ସଦସ୍ୟ ଆବଶ୍ୟକ ଅଟେ। ବର୍ତ୍ତମାନ ସକ୍ରିୟ ସଦସ୍ୟ ସଂଖ୍ୟା ହ୍ରାସ ପାଉଥିବା ବେଳେ ସଙ୍ଗଠିତ ହୋଇ ଦଳ ପାଇଁ ନିଶ୍ୱର୍ଥାପର ସେବା କରିବାର ସୁଯୋଗ ଅଛି ବୋଲି ଆହ୍ବାନ କରିଛନ୍ତି। ସଭାରେ ଖରୀଆର ରୋଡ ଏନ୍ ଏ ସି ଅଧ୍ୟକ୍ଷା ଡ଼ ସୋନିଆ ଜୈନ୍ ଯୋଗ ଦେଇଥିବା ବେଳେ ଆସନ୍ତା ଦିନରେ ତୃଣମୂଳ ସ୍ତରରେ କାର୍ଯ୍ୟ କରିବା ବୋଲି କର୍ମୀମାନଙ୍କୁ ଆହ୍ବାନ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026

You Might Also Like