-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଅପରାଧ

ବଲାଙ୍ଗିର : ଚୋରାଚାଲାଣ ବେଳେ ଧରିଲା ବନବିଭାଗ, ବିପୁଳ ପରିମାଣର ମୁଲ୍ୟବାନ କାଠ୍ ଜବତ

20-Jan-2021



ବଲାଙ୍ଗୀର, (ସନ୍ତୋଷ କୁମାର ଠାକୁର) : ଲକ୍ଷାଧିକ ଟଙ୍କାର ମୁଲ୍ୟବାନ ଖଇର ଓ କୁଡ୍‌ଡୁ କାଠ ଜବତ ହୋଇଛି । ଚୋରା ଚାଲାଣ ବେଳେ ଧରିଛି ବଲାଙ୍ଗୀର ବନ ବିଭାଗ । ଡିଏଫଓ ସମୀର ଶତପଥୀଙ୍କ ନେତୃତ୍ବ:ରେ ସାଲେଭଟା ଠାରେ ଗାଡି ଜବତ ସହ ୨ ଜଣଙ୍କୁ ଗିରଫ କରିଛି ବନ ବିଭାଗ।

   ଖବର ଅନୁଯାୟୀ,  କଣ୍ଟାବାଞ୍ଜି ଚନାବାହାଲ ଅଞ୍ଚଳ ଜଙ୍ଗଲରୁ ଏକ ଟ୍ରକ ଭର୍ତ୍ତି ମୁଲ୍ୟବାନ କାଠ ସମ୍ବଲପୁର ଚାଲାଣ ହେଉଥିଲା । ବିଶେଷ ସୁତ୍ରରୁ ଖବର ପାଇ ବଲାଙ୍ଗୀର ଡିଏଫଓଙ୍କ ନେତୃତ୍ୱରେ ବନ ବିଭାଗର ଏକ ଟିମ ବଲାଙ୍ଗୀର-ପାଟଣାଗଡ଼ ରାସ୍ତାରେ ଟ୍ରକକୁ ଅଟକାଇବାକୁ ଚେଷ୍ଟା କରିଥିଲେ, କିନ୍ତୁ ଟ୍ରକଟି ଦ୍ରୁତ ଗତିରେ ଚାଲିଯାଇଥିଲା । ଶେଷରେ  ବନ ବିଭାଗ ସାଲେଭାଟା ଠାରେ ରାସ୍ତା ସିଲ କରି ଟ୍ରକକୁ ଅଟକାଇଥିଲା l

   ଟ୍ରକ ଡ୍ରାଇଭର  ସମେତ ୨ଜଣକୁ ଗିରଫ କରାଯାଇଛି  । କଣ୍ଟାବାଞ୍ଜିର ଚନାବାହାଲ ଜଙ୍ଗଲରୁ ମୂଲ୍ୟବାନ କାଠ ଚୋରା ଚାଲାଣ ହୋଇଥିବା ଜଣାପଡିଛି । ଜବତ କାଠର ଆନୁମାନିକ  ମୂଲ୍ୟ ୬ ଲକ୍ଷ ହେବା ନେଇ ଡିଏଫଓ ସୂଚନା ଦେଇଛନ୍ତି । ଗିରଫ ୨ ଜଣ ହେଲେ ଟ୍ରକ୍ ଡ୍ରାଇଭର ଲିପୁନ୍ ଦିପ ଓ ପଟଣାଗଡ଼ ଚାଉଲଦୋରୋ ଗାଁର କାଠ ମାଫିଆ ପ୍ରମୋଦ ପୋଢ଼ ବୋଲି ଜଣାପଡିଛି । ଟ୍ରକ୍ ମାଲିକ ହେଲେ ସମ୍ବଲପୁରର ଅନିଲ କୁମାର ସାହ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like