-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||     

HOME   ଜିଲ୍ଲା

ଆଶୁକବି ଡଃ ହେମନ୍ତ କୁମାର ଦାଶଙ୍କ ୪୯ତମ ଜନ୍ମଦିନ ଅବସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

20-Apr-2025



ତୁଷୁରା: ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ତୁଷୁରାର ବିଶିଷ୍ଟ କବି, ଲେଖକ, ଗାଳ୍ପିକ ତଥା ଆଦର୍ଶ ପ୍ରଧାନ ଶିକ୍ଷକ ଆଶୁକବି ଡଃ ହେମନ୍ତ କୁମାର ଦାଶଙ୍କ ୪୯ତମ ଜନ୍ମଦିନ ଅବସରରେ ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡାପାଲି, ବୀରମହାରାଜପୁର, ସୋନପୁର ଅଧୀନସ୍ଥ ତୁଷୁରା ଭିଜନ ସେଣ୍ଟର ଆନୁକୂଲ୍ୟରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନୁଷ୍ଠିତ ହୋଇ ଯାଇଛି। ଶିବିର ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିଥିଲା। ଉକ୍ତ ଶିବିରରେ ଚକ୍ଷୁରୋଗ ବିଶେଷଜ୍ଞ ଡାଃ ବବଲୁ ସେଠୀ ଚକ୍ଷୁ ପରୀକ୍ଷା କରିଥିବା ବେଳେ ସିଏଚ୍‌ଭି ବୀଣାପାଣି ନାଏକ,ନିବେଦିତା ପଟ୍ଟନାୟକ ଓ ବିଶିଷ୍ଟ ସମାଜସେବୀ ନିତ୍ୟାନନ୍ଦ ଷଡ଼ଙ୍ଗୀ ସହଯୋଗ କରିଥିଲେ। ତୁଷୁରା ଡାକ୍ତରଖାନାର ଡାକ୍ତର ଅଭିଜିତ ମିଶ୍ର ସାଧାରଣ ରୋଗୀଙ୍କ ପରୀକ୍ଷା କରିଥିଲେ। ମାରୱାଡ଼ି ମହିଳା ମଣ୍ଡଳ ତୁଷୁରା ଶାଖାର ସଂପାଦକ ସୁଶୀଳା ଅଗ୍ରୱାଲ ସଦସ୍ୟା 

ନିର୍ମଳା ଅଗ୍ରୱାଲ, ପ୍ରଭା କେଡିଆ, ଉଷା କେଡିଆ ଓ କମଲ କେଡିଆ ସମସ୍ତଙ୍କୁ ସରବତ ବଣ୍ଟନ କରିଥିଲେ ଓ ଶ୍ରୀ ଦାଶଙ୍କୁ ଜନ୍ମଦିନ ଉପହାର ଭେଟି ଦେଇଥିଲେ। ଏଥିରେ ୫୨ ଜଣ ଚକ୍ଷୁ ପରୀକ୍ଷା କରିଥିବା ବେଳେ ୧୦ ଜଣ ସାଧାରଣ ରୋଗର ପରୀକ୍ଷା କରିଥିଲେ। ଜନ୍ମଦିନ ଅବସରରେ ଜନସେବା ଭଳି ମହତ୍‌ କାର୍ଯ୍ୟ ହାତକୁ ନେଇଥିବାରୁ ବୁଦ୍ଧିଜୀବୀ ମହଲରେ ଶ୍ରୀ ଦାଶଙ୍କୁ ଭୂୟସୀ ପ୍ରଶଂସା କରୁଛନ୍ତି । ଶେଷରେ ପୁଷ୍ପାଞ୍ଜଳି ଦାଶ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026

You Might Also Like