-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନଶିକ୍ଷକ ତଥା ଆଇ ଡି ଏମ୍ ପବ୍ଲିକ୍ ସ୍କୁଲର ପ୍ରତିଷ୍ଠାତା ଶରତ ଚନ୍ଦ୍ର ଦୀକ୍ଷିତ ଙ୍କ ପରଲୋକ

20-Apr-2025



 ବଲାଙ୍ଗୀର(ପ୍ରେରଣା ଖବର): ଆଜି ଅପରାହ୍ନରେ ପତିତପାବନ ଏକାଡେମୀର ପୂର୍ବତନ ପ୍ରଧାନଶିକ୍ଷକ ଶିକ୍ଷକ ଶରତ ଚନ୍ଦ୍ର ଦୀକ୍ଷିତ ଙ୍କ ୮୧ ବର୍ଷ ବୟସରେ ପରଲୋକ ହୋଇଯାଇଛି l ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ତାଙ୍କୁ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଗତ ଦୁଇ ଦିନ ତଳେ ଭର୍ତ୍ତୀ କରାଯାଇଥିଲା l ତେବେ ଡ଼ାକ୍ତରଙ୍କ ସମସ୍ତ ପ୍ରଚେଷ୍ଟା ସତ୍ତ୍ୱେ ଅପରାହ୍ଣ ପ୍ରାୟ ୨ଟା ସମୟରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ l ଜଣେ  ଅମାୟିକ ବ୍ୟକ୍ତିତ୍ୱ, ଆଦର୍ଶ ଶିକ୍ଷକ, କ୍ରୀଡାବିତ୍ ଓ  ସାଲିସବିହୀନ ନୀତିନିଷ୍ଠ ବ୍ଯକ୍ତି ଭାବରେ ସେ  ବଲାଙ୍ଗୀର ଜିଲ୍ଲାରେ ପରିଚିତ ଥିଲେ l ଶିକ୍ଷା ପ୍ରତି ତାଙ୍କ ଜୀବନ ସମର୍ପିତ ଥିବା ବେଳେ ତାଙ୍କ ଉଚ୍ଚକୋଟୀର ଶିକ୍ଷାଦାନ ଶୈଳୀ ସମସ୍ତଙ୍କୁ ପ୍ରଭାବିତ କରିଥିଲା l ମୃତ୍ଯ ଶଯ୍ୟାରେ ତାଙ୍କର ଧର୍ମପତ୍ନୀ ତଥା ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ଦୀକ୍ଷିତଙ୍କ ସମେତ ୩ ପୁତ୍ର, ପୁତ୍ରବଧୂ ଓ  ଦୀକ୍ଷିତ ପରିବାରର ସଦସ୍ୟ ମାନେ ଉପସ୍ଥିତ l   ବଲାଙ୍ଗୀରରେ ପ୍ରାଥମିକ ଓ ଉଚ୍ଚ ଶିକ୍ଷା ର ଗୁଣାତ୍ମକ ମାନ  ବୃଦ୍ଧି ସକାଶେ ନିଜ ପିତା ସ୍ଵର୍ଗତ ଇନ୍ଦ୍ରମଣି ଦୀକ୍ଷିତଙ୍କ ସ୍ମୃତିରେ ସ୍ଥାପନ କରିଥିଲେ ଆଇଡିଏମ୍ ପବ୍ଲିକ୍ ସ୍କୁଲ୍ l ମୃତ୍ୟୁ ପର୍ଯ୍ୟନ୍ତ ଏଇ ପରିଣତ ବୟସରେ ମଧ୍ଯ ନିଜ ପ୍ରତିଷ୍ଠା କରିଥିବା ସ୍କୁଲରେ ସେ ପିଲା ମାନଙ୍କୁ ପାଠ ପଢ଼ାଉଥିଲେ l ସ୍ଵର୍ଗତ ଦୀକ୍ଷିତ ଜଣେ ଏଥିଲେଟ (ଜାଭିଲିଅନ୍ ଖେଳାଳି)ଭାବେ ନିଜର ପରାକାଷ୍ଠା ପ୍ରଦର୍ଶନ କରିପାରିଛନ୍ତି l ୧୯୬୪ ମସିହରେ ରାଜେନ୍ଦ୍ର କଲେଜ ତରଫରୁ ଜାଭିଲିଏନ ରେ  ସେ ଚାମ୍ପିୟନ ହୋଇଥିଲେ l ଇଂରାଜୀ ଓ ରାଜନୀତି ବିଜ୍ଞାନରେ ଏମ୍ ଏ ଓ ଏମ୍ ଇ ଡି କରିଥିବା ତଥା ବିଭିନ୍ନ ସମୟରେ ଚେରୁପାଲି ହାଇସ୍କୁଲ, ଟାଉନ୍ ହାଇସ୍କୁଲ ଓ ପତିତପାବନ ଏକାଡେମୀ ରେ ଶିକ୍ଷକତା କରି ନିଜର ଏକ ଅଲିଭା ଛାପ ଛାଡି ଚାଲିଯାଇଥିବା ସ୍ଵର୍ଗତ ଦୀକ୍ଷିତଙ୍କ ପରଲୋକରେ ବଲାଙ୍ଗୀର ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଛି l ଆଇ ଡି ଏମ  ପବ୍ଲିକ ସ୍କୁଲ ସମେତ ପତିତପାବନ ଏକାଡେମୀ ପୂରାତନ ଛାତ୍ର ସଂଘ ଓ ଜିଲ୍ଲା ଏଥିଲେଟିକ ସଂଘ ପକ୍ଷରୁ ସ୍ଵର୍ଗତ ଶରତ ଚନ୍ଦ୍ର ଦୀକ୍ଷିତଙ୍କ ଅବର୍ତ୍ତମାନରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି l

ସନ୍ଧ୍ୟା ପ୍ରାୟ ୭ଟା ସମୟରେ ସ୍ଵର୍ଗତଃ ଦୀକ୍ଷିତଙ୍କ ମରଶରୀର କୁ ପ୍ରଥମରେ ଆଇଡିଏମ୍ ପବ୍ଲିକ ସ୍କୁଲକୁ ନିଆଯିବ ଓ ସେଠାରୁ ନିଜର ମାଲପଡା ସ୍ଥିତ ବାସଭବନକୁ ଅନ୍ତିମ ଦର୍ଶନ ନିମନ୍ତେ ନିଆଯିବ ବୋଲି ପରିବାର ସୂତ୍ରରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like