-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||      *ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   (18-Apr-2026)       ||      ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା    (18-Apr-2026)       ||      ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   (18-Apr-2026)       ||     

HOME   ଜିଲ୍ଲା

ରାଜ୍ୟ ଓବିସି ମଞ୍ଚ ଓଡ଼ିଶା ର ଚତୁର୍ଥ ସାଧାରଣ ସଭା

20-Apr-2025



ବଲାଙ୍ଗୀର(ଦେବାଶିଷ‌‌ ବହିଦାର): ରବିବାର ଦିନ ରାଜ୍ୟ ଓବିସି ମଞ୍ଚ ଓଡ଼ିଶା ର ଚତୁର୍ଥ ସାଧାରଣ ସଭା ଜିଲ୍ଲା ଓବିସି ମଞ୍ଚ କାର୍ଯ୍ୟାଳୟ ରାଜେନ୍ଦ୍ର ପଡା ବଲାଙ୍ଗୀର ଠାରେ ଜିଲ୍ଲା ଓବିସି ମଞ୍ଚ ଉପ ସଭାପତି କିଶୋର ଚନ୍ଦ୍ର ସାଏ ଙ୍କ ଦ୍ଵାରା ନିର୍ବାଚନ ପ୍ରକ୍ରିୟା ଦୃଢ଼ୀକରଣ କରାଯାଇଥିଲା।ଗତ ୧୬ ମାର୍ଚ୍ଚ ରାଜ୍ୟ କାର୍ଯ୍ୟକାରିଣୀ ବୈଠକର ନିର୍ବାଚିତ ରାଜ୍ୟ ସଭାପତି ଭାବେ ଶଙ୍କର କୁମାର ପାତ୍ର  ଉପସଭାପତି ରବିନ୍ଦ୍ର ଦଣ୍ଡପାଟ ରଞ୍ଜିତା ରାଣୀ ପ୍ରଧାନ,କୃତୀବାସ ପଲିଆ ଓ ଦୁର୍ଗା ପ୍ରସାଦ ନାଏକ ଙ୍କୁ ଯୁଗ୍ମ ସମ୍ପାଦକ ଏବଂ ଛବିଲ ବଗର୍ତ୍ତିଙ୍କୁ ରାଜ୍ୟ

ସାଧାରଣ ସମ୍ପାଦକ ତଥା ପ୍ରଦେଶୀ ବିଶ୍ବାଳ ଙ୍କୁ ରାଜ୍ୟ କୋଷାଧ୍ୟକ୍ଷ ଭାବେ ସର୍ବସମ୍ମତିକ୍ରମେ କ୍ଷମତା ଅର୍ପଣ କରାଗଲା।ଭରତ ଲାଲ ରାଉତ, ଗୋପିନାଥ ବେହେରା, ରାକେଶ କୁମାର ସାହୁ,ଓ ନାରାୟଣ ସାହୁଙ୍କୁ କାର୍ଯ୍ୟକାରୀ ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ। ଏବଂ ଉକ୍ତ ବୈଠକରେ ଏହା ର ଦୃଢ଼ୀକରଣ ହୋଇଥିବା ସଭାପତି ଶଙ୍କର କୁମାର ପାତ୍ର ମନ୍ତବ୍ୟ ଦେଇଥିଲେ। ଆଗାମୀ ଦିନରେ ଜିଲ୍ଲା କମିଟି ଓ ବ୍ଲକ୍ କମିଟି ପୁନର୍ଗଠନ କରିବା ଓ ସରକାରଙ୍କୁ ଓଡ଼ିଶାରେ ଅନୁନ୍ୟ ୨୭% ଓବିସି ସଂରକ୍ଷଣ, ରାଜନୀତି, ଶିକ୍ଷା ଓ ଚାକିରି ରେ ପ୍ରଦାନ କରିବା ଏବଂ ହକ୍ ନ ମିଳିବା ଯାଏ ଲଢେଇ ଜୋରଦାର ହେବ ବୋଲି ଶ୍ରୀ ପାତ୍ର ବକ୍ତବ୍ୟ ପ୍ରଦାନ କରି ଥିଲେ। ଏଥିରେ ଜିଲ୍ଲା ଓବିସି ମଞ୍ଚ ବଲାଙ୍ଗିର ଓଡ଼ିଶା ତରଫରୁ ବେଲାର ସିଂଭୋଇ, ପୁର୍ଣ୍ଣଚନ୍ଦ୍ର ବିଶ୍ବାଳ, ସଂଯୋଜକ ଓବିସି ମଞ୍ଚ ବଲାଙ୍ଗିର ସରୋଜ କୁମାର ମେଶ୍ଵା, ଟଙ୍କଧର ଗଡତ୍ୟା ସୁବାସିନୀ ସାହୁ, ଆନନ୍ଦ ପଧାନ ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରି ନିର୍ବାଚିତ ପ୍ରତିନିଧି ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026
  ଜିଲ୍ଲା  
ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   19-Apr-2026
  ଜିଲ୍ଲା  
ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   19-Apr-2026
  ଜିଲ୍ଲା  
ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   19-Apr-2026

You Might Also Like