-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||     

HOME   ଜିଲ୍ଲା

ସୋନପୁର ଘୋଡା ଘାଟ ପଡ଼ା ଠାରେ ରାମ ଲୀଳା ଉତ୍ସବ ଉଦଯାପିତ*-

20-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ରାଜା ରାଜୁଡ଼ା ସମୟ ରୁ ଦୀର୍ଘ ଶହ ଶହ ବର୍ଷ ର କିମ୍ବଦନ୍ତୀ ରହି ଆସିଥିବା ସୋନପୁର ଘୋଡ଼ା ଘାଟ ପଡ଼ା ର " ବଉଳ ମୂଳ"  ଓ " ଚକା ପଥର " ରାମ ଲୀଳା ମଣ୍ଡପ ଠାରେ ଗତ ୬ ତାରିଖ ରାମ ନବମୀ ଠାରୁ ଆୟୋଜିତ ହୋଇ ଥିବା ରାମ ଲୀଳା ଯାତ୍ରା  ଗତ କାଲି ବିଳମ୍ବିତ ରାତିରେ ରାବଣ ଇନ୍ଦ୍ରଜିତ କୁମ୍ଭକର୍ଣ୍ଣ ବଦ୍ଧ ସହ ଉଦଯାପିତ ହୋଇଯାଇଛି l ପ୍ରତ୍ୟହ ରାତିରେ ରାମ ଲୀଳା ମଣ୍ଡପ କୁଞ୍ଜ ଘର କୁ ପ୍ରଭୁ ମଦନ ମୋହନ, ଶ୍ରୀ ରାମ, ଲକ୍ଷ୍ମଣ,ସୀତା, ହନୁମାନ ବିରାଜ ମାନ ହେଉଥିଲେ l  ଏଠାରେ ପରିବେଷଣ କରାଯାଉ ଥିବା ପ୍ରତ୍ୟହ ନାଟକ ପରିବେଷଣ ରେ ସ୍ଥାନୀୟ କଳାକାର ମାନେ ନିଖୁଣ ଅଭିନୟ କରି ଥିଲେ l ଶ୍ରୀରାମ ଭୂମିକାରେ ତରଣି ମେହେର, ଲକ୍ଷ୍ମଣ ବିକି ସାହୁ , ସୀତା ଭୂମିକାରେ ରାଜା ମହାଣା, ହନୁମାନ ରେ ଶଙ୍କର ସାହୁ, ରାବଣ ଭୂମିକାରେ ଭାଗିରଥି ମିଶ୍ର, ଇନ୍ଦ୍ରଜିତ କବି ସୁଦାମ ନାଏକ ନାଟକ ରେ ଅଭିନୟ କରି ଥିଲେ l ଶହ ଶହ  ପୁରୁଷ ମହିଳା ଦର୍ଶକ ନାଟକ କୁ ଉପଭୋଗ କରୁଥିଲେ l ରାମଲୀଳା କମିଟି ର ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱl ବଧାନ ରେ ଅନୁଷ୍ଟିତ ଏହି ଯାତ୍ରା ରେ ସଭାପତି ଭିକାରୀ ଗୁରୁ, ସଂପାଦକ ସତ୍ୟ ଜିତ ସାହୁ, ସହ ସଂପାଦକ ରାକା ପଟ୍ଟ ନାଏକ, କୋଷାଧ୍ୟକ୍ଷ ଗିରିଜା ସାହୁ , ବରିଷ୍ଠ ସଦସ୍ୟ କଷ୍ଠ ବେରିହା, ଛବିଳ ନାଏକ, ଚମାର ମେହେର, କାର୍ତ୍ତିକ ପଧାନ, ତାରା ଭୂଷଣ ସାହୂ, ଗଙ୍ଗା ସେଠି, ରାମ ମେହେର, ପ୍ରଭାତ ପଧାନ ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l  ଗାୟକ ଭାବେ ହୃଷି କେଶ ପଧାନ ଦାୟିତ୍ବ ତୁଲାଇ ଥିଲେ l ରାଜା ରାଜୁଡ଼ା ସମୟ ରୁ ଦୀର୍ଘ ଶହ ଶହ ବର୍ଷ ଧରି ଏଇ ରାମ ଲୀଳା ଉତ୍ସବ ଏଠାରେ ଖୁବ୍ ନିଷ୍ଠା ର ସହିତ ପାଳନ କରି ଆସୁଥିବା ବେଳେ ଖୋଦ୍ ସୋନପୁର ରାଜା ବିରମିତ୍ର ସିଂହ ଦେଓ ଏହି ଉତ୍ସବ ରେ ଯୋଗ ଦେଇ ନାଟକ ଉପଭୋଗ କରୁଥିଲେ ବୋଲି କମିଟି ପକ୍ଷରୁ ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026

You Might Also Like