-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||     

HOME   ଜିଲ୍ଲା

ମାରୱାଡି ଯୁବାମଞ୍ଚ ର ଶପଥ ଗ୍ରହଣ

21-Apr-2025



ବରଗଡ଼ : (ନିରଞ୍ଜନ ତ୍ରିପାଠୀ ): ସ୍ଥାନୀୟ ମାରୱାଡି ଧର୍ମଶାଳା ଠାରେ ରବିବାର ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ମାରୱାଡି ସମାଜର ସଭାପତି ଅମରଦୀପ ଅଗ୍ରୱାଲ ଓ ସମ୍ମାନିତ ଅତିଥି ଭାବରେ ମାରୱାଡି ସମାଜର ସମ୍ପାଦକ ବଜରଙ୍ଗ ଗର୍ଗ, ମହିଳା ସମିତି ସଭାପତି କ୍ରିଷ୍ଣା ଦେବୀ ଅଗ୍ରୱାଲ ଓ ସମ୍ପାଦିକା ଏନୀ ଅଗ୍ରୱାଲ ଯୋଗଦେଇଥିଲେ। ଅତିଥି ମାନେ ନୂତନ ଭାବରେ ନିର୍ବାଚିତ ହୋଇଥିବା ଯୁବାମଞ୍ଚର ନୂତନ ଟିମ କୁ  ଉତ୍ସାହିତ କରିବା ସହ ଆଗକୁ କେମିତି ସମାଜର ଉନ୍ନତି ହେବ ସେ ନେଇ ନିଜ ନିଜ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ ନୂତନ ଭାବେ ନିର୍ବାଚିତ ମାରୱାଡି ଯୁବାମଞ୍ଚର ସଭାପତି ନିତିନ ଅଗ୍ରୱାଲ, ଉପ ସଭାପତି ପ୍ରଭାତ ଅଗ୍ରୱାଲ, ସମ୍ପାଦକ ଆଶିଷ ଅଗ୍ରୱାଲ, ସହ ସମ୍ପାଦକ ଅତୁଲ୍ ଅଗ୍ରୱାଲ, ଗୋବିନ୍ଦ ଅଗ୍ରୱାଲ ଓ କୋଷାଧ୍ୟକ୍ଷ ଅମିତ କୁମାର ଗର୍ଗ ଓ ଅନ୍ୟ ବିଭାଗ ର ସଦସ୍ୟ ମାନଙ୍କୁ ଫୁଳତୋଡା ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା। ୪୫ ବର୍ଷରୁ ଅଧିକ ଥିବା ଯୁବା ମଞ୍ଚ ର ପୂର୍ବତନ ସଦସ୍ୟ ଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେବା ସହ, ୧୮ ବର୍ଷର ଅଧିକ ଥିବା ନୂତନ ସଦସ୍ୟ ଙ୍କୁ ସମ୍ଭର୍ଦ୍ଧିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଭଜନ ଅଗ୍ରୱାଲ ମଞ୍ଚ ପରିଚାଳନା କରିଥିବା ବେଳେ ସମ୍ପାଦକ ଆଶିଷ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମାରୱାଡି ସମାଜ,  ମହିଳା ସମିତି ଓ ଯୁବାମଞ୍ଚର ସମସ୍ତ ସଦସ୍ୟ/ସଦସ୍ୟା ଯୋଗଦାନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026

You Might Also Like