-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||      *ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   (18-Apr-2026)       ||      ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା    (18-Apr-2026)       ||      ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   (18-Apr-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ବଣିକ ସଙ୍ଘର ଶପଥ ପାଠ ଓ ସମ୍ମାନ ସମାରୋହ

21-Apr-2025



ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସିନ୍ଧେକେଲା ବଣିକ ସଙ୍ଘର ନୂତନ କାର୍ଯ୍ୟକାରିଣୀ କମିଟି ଘୋଷଣା ସହ ଶପଥ ପାଠ ଓ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଗତ ବୈଠକରେ ସର୍ବସମ୍ମତି କ୍ରମେ ଷଷ୍ଠ ଥର ପାଇଁ ସଭାପତି ଚୟନ ହୋଇଥିବା ସୁବାଷ ଜୈନ ଙ୍କ ସଭାପତିତ୍ୱରେ ଆୟୋଜିତ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ସଙ୍ଘର ସକ୍ରିୟ ସଦସ୍ୟ ଅକ୍ଷୟ ସାହୁ ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଓ ଅଭିନନ୍ଦନ ଜଣାଇବା ସହ ନୂତନ କାର୍ଯ୍ୟକାରିଣୀ କମିଟି ଘୋଷଣା କରିବା ପାଇଁ ସଭାପତି ସୁବାଷ ଜୈନ ଙ୍କୁ ନିବେଦନ କରିଥିଲେ । ପରେ ସଭାପତି ଶ୍ରୀ ଜୈନ ତାଙ୍କ କାର୍ଯ୍ୟକାରିଣୀ କମିଟିରେ ଉପ ସଭାପତି ଭାବରେ ଅକ୍ଷୟ ସାହୁ ଓ ଗୋବିନ୍ଦ ସାହୁ , ସଂପାଦକ ଭାବରେ ସନ୍ତୋଷ ଜୈନ , ସହ ସଂପାଦକ ଭାବରେ ସୁବୋଧ ପାଢ଼ୀ ଓ ଅନିଲ ତ୍ରିପାଠୀ , କୋଷାଧ୍ୟକ୍ଷ ଭାବରେ କିରୋଡି ଜୈନ , ମିଡିଆ ସମ୍ପାଦକ ଭାବରେ ସାମ୍ବାଦିକ ଦିନେଶ ଜୈନ ଙ୍କ ନାମ ଘୋଷଣା କରିଥିଲେ । ସଭାପତି ସହ କାର୍ଯ୍ୟକାରିଣୀ କମିଟିର ସମସ୍ତ ସଦସ୍ୟଙ୍କୁ ସଙ୍ଘର ବରିଷ୍ଠ ସଦସ୍ୟ ତଥା ପୂର୍ବତନ କୋଷାଧ୍ୟକ୍ଷ ଛତ୍ରପାଳ ଜୈନ ସାମୁହିକ ଭାବେ ଶପଥ ପାଠ କରାଇଥିଲେ । ଦ୍ଵିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଥିଲା ସେଥିରେ ବିଗତ ୧୯୮୫ ରେ ସଙ୍ଘ ଗଠିତ ହୋଇଥିଲା ପ୍ରଥମ ସଭାପତି  ଗୋୖରୀଶଙ୍କର ଜୈନ , ପ୍ରଥମ ସମ୍ପାଦକ ସ୍ବର୍ଗତ ବିରଭଦ୍ର ବାମିଡ଼ି ଙ୍କ ପୁତ୍ର ରାମ ବାମିଡ଼ି , ଦ୍ୱିତୀୟ ସଭାପତି ସ୍ବର୍ଗତ ଅଭିନନ୍ଦନ ଜୈନ ତାଙ୍କ ପୁତ୍ର ତରୁଣ ଜୈନ , ସମସ୍ତ କାର୍ଯ୍ୟକାଳରେ ସଭାପତି ଚୟନରେ ନିର୍ବାଚନ ଅଧିକାରୀ ନିଯୁକ୍ତି ହୋଇ ଆସୁଥିବା ସଙ୍ଘର ବରିଷ୍ଠ ସଦସ୍ୟ ନରେଶ ଜୈନ,  ବରିଷ୍ଠ ସାମ୍ବାଦିକ  ଭାବରେ ଦିନେଶ ଜୈନ ପ୍ରମୁଖ ଙ୍କୁ ସଙ୍ଘ ପକ୍ଷରୁ ସ୍ମୃତିଚିହ୍ନ, ସମ୍ମାନିତ କରାଯାଇଥିଲା। ତତ୍ ସହିତ ବଣିକ ସଂଘର ସକ୍ରିୟ

ସଦସ୍ୟ (ଓୟୁଜେ) ଓଡ଼ିଶା ୟୁନିଅନ ଅଫ୍ ଜଣ୍ଣାଲିଷ୍ଟ ବଲାଙ୍ଗୀର ଜିଲ୍ଲା ଟ୍ରିବୁନାଲ ଅଧ୍ୟକ୍ଷ ସ୍ଥାନ ପ୍ରାପ୍ତ କରିଥିବା ଅନିଲ କୁମାର ତ୍ରିପାଠୀ ଙ୍କୁ ମଧ୍ୟ ସ୍ମୃତି ଚିହ୍ନ ପୁଷ୍ପଗୁଚ୍ଛ ପ୍ରଦାନ ସହ ଗାମୁଛା ଓଢ଼ାଇ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକାରିଣୀ କମିଟିର ସମସ୍ତଙ୍କୁ ମାଲ୍ୟାର୍ପଣ କରି ସମ୍ମାନିତ କରାଯାଇଥିଲା । ନୂତନ ଉପ ସଭାପତି ଅକ୍ଷୟ ସାହୁ କାର୍ଯ୍ୟକ୍ରମ ସଞ୍ଚାଳନ ଓ ଧନ୍ୟବାଦ ଜ୍ଞାପନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସଙ୍ଘର ପ୍ରାୟ ସମସ୍ତ ସଦସ୍ୟ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026
  ଜିଲ୍ଲା  
ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   19-Apr-2026
  ଜିଲ୍ଲା  
ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   19-Apr-2026
  ଜିଲ୍ଲା  
ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   19-Apr-2026

You Might Also Like