-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||     

HOME   ଜିଲ୍ଲା

ବିଜ୍ଞାପନ ପାଇଁ ଗଛରେ ପିଟା ହେଉଛି କଣ୍ଟା

21-Apr-2025



ବରୀ ଖରାଦିନେ ସମସ୍ତଙ୍କ ପାଇଁ ଛାଇଟିକେ ଆବଶ୍ୟକ । ବିଶେଷ କରି ଛକ ମାନଙ୍କରେ ବଡ଼ ବଡ଼ ଗଛ ଛାଇରେ ନେ ଲୋକମାନେ ଆଶ୍ରୟ ନେଇଥାନ୍ତି । ମାତ୍ର ଏଭଳି ଆଶ୍ରୟ ପ୍ରଦାନକାରୀ ଗଛକୁ କିଛି ଲୋକ ନିଜର ବ୍ୟକ୍ତିଗତ ବେପାର ବଢ଼ାଇବା ଆଶାରେ ବିଜ୍ଞାପନ ପୋଷ୍ଟର ମାରି ବଡ ବଡ କଣ୍ଟା ବ୍ୟବହାର କରିବା ଘଟଣାକୁ ପରିବେଶବିତ୍ ମାନେ ନାପସନ୍ଦ କରିଛନ୍ତି । ଏହିଭଳି ଏକ ବଡ ଗଛ ଅଜାଣ ଛକରେ ରହିଛି। ରତ୍ନଗିରି ଦିଗରୁ ବରୀ ବ୍ଲକ, ତହସିଲକୁ ଆସିବାକୁ ହେଲେ ସମସ୍ତଙ୍କୁ ଅଜାଣ ଛକ ଦେଇ ଆସିବାକୁ ପଡ଼ିଥାଏ। ଏହି ଛକରୁ ଡାହାଣ ପଟକୁ ଗମୁଁ-କୃଷ୍ଣନଗର ରହିଥ‌ିବା ବେଳେ ସିଧାରେ ଆଗକୁ ରହିଛି ବରୀ ବ୍ଲକ ଓ ପଛକୁ ରହିଛି ବୌଦ୍ଧପୀଠ ରତ୍ନଗିରି। ଏହି ଲେଇ ତିନି ଛକର ଠିକ୍ ମଝିରେ ରହିଛି ଏକ ବଡ ଅଶ୍ବତଥ୍ ଗଛ। ଏହାର ଛାଇରେ ଦୈନନ୍ଦିନ ଶହ ଶହ ବାଟୋଇ ଆଶ୍ବସ୍ଥି ଲାଭ କରୁଥିବା ବେଳେ ଗାଡି ମୋଟର ମଧ୍ୟ ଏହି ଛାଇରେ ରଖଥାନ୍ତି । ଛକ ଜାଗା ପାଇଁ ମଝିରେ 
ଏହି ଗଛଟିକୁ ବିଜ୍ଞାପନ ବ୍ୟାନର ଓ ପୋଷ୍ଟର ପାଇଁ ବ୍ୟବହାର କରାଯାଉଥିଲା  ମାତ୍ର ପବନରେ କପଡ଼ା ଉଡିଯିବା ବା ଅଠା ଲାଗିଥିବା ପୋଷ୍ଟର ଛିଡିଯିବା ଯିବା ଯୋଗୁଁ କିଛି ବ୍ୟକ୍ତି ନିଜର ବିଜ୍ଞାପନ ପାଇଁ ପ୍ଲାଷ୍ଟିକ୍ ଓ ଟିଣ ପ୍ଲେଟ୍‌କୁ ବଡ ବଡ କଣ୍ଟା ସାହାଯ୍ୟରେ ଗଛରେ ପିଟୁଥିବାର ଦେଖାଯାଇଛି। ଏହି ଘଟଣାକୁ ଛକରେ ଥିବା ସ୍ଥାୟୀ ଦୋକାନ ଗୁଡିକ ବିରୋଧ କରିଥିଲେ ମଧ୍ୟ ବିଜ୍ଞାପନ ଦାତାମାନେ ଏହାକୁ ଖାତିର ନକରି ବାରମ୍ବାର ଏପରି କରି ଚାଲିଛନ୍ତି । ଖରାଦିନେ ଗଛ ମୂଳେ ଟିକେ ପାଣି ଦେବ ଦୂରର କଥା ଢଳେଇ କଇ କଣ୍ଟା ବାଡେଇବା ଦ୍ବାରା ଗଛର ଯେଉଁ କ୍ଷତି ହେଉଛି ହୁଏତ ଆଗାମୀ ଦିନରେ  ଗଛଟି ସମ୍ପୂର୍ଣ୍ଣ ଭାବେ ହୋଇଯିବା ଭଳି ଆଶଙ୍କା ସୃଷ୍ଟି ହୋଇଛି। ଉପରେ କୌଣସି ସରକାରୀ ବିଭାଗର କର୍ତ୍ତୃତ୍ଵ ନଥିଲା ବେଳେ କେବଳ ବିଜ୍ଞାପନଦାତାମାନେ ଏହା ଉପରେ ସଚେତନ ହେବାକୁ ସାଧାରଣରେ ମତ ପ୍ରକାଶ ପାଇଛି।

(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026

You Might Also Like