-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||     

HOME   ଜିଲ୍ଲା

ପତିତପାବନ ଏକାଡେମୀର ପୂର୍ବତନ ପ୍ରଧାନଶିକ୍ଷକ ଶିକ୍ଷାବିତ୍  ଶରତ ଚନ୍ଦ୍ର ଦୀକ୍ଷିତଙ୍କ ପରଲୋକରେ ଶୋକସଭା

21-Apr-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ପତିତପାବନ ଏକାଡେମୀର ପୂର୍ବତନ ପ୍ରଧାନଶିକ୍ଷକ ଶିକ୍ଷାବିତ୍ ଶରତ ଚନ୍ଦ୍ର ଦୀକ୍ଷିତଙ୍କ ପରଲୋକରେ ଆଜି ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ଦିବଂଗତ ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ କେତକୀ ଭୋଇଙ୍କ ଆବାହକତ୍ବରେ ଅନୁଷ୍ଠିତ ଏହି ଶୋକସଭାରେ  ସ୍ଵର୍ଗତ ଶରତ ଚନ୍ଦ୍ର ଦୀକ୍ଷିତଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l  ୨୦୦୧ ରୁ ୨୦୦୩ ପର୍ଯ୍ୟନ୍ତ ସ୍ଵର୍ଗତ ଶରତ ଦୀକ୍ଷିତ ପତିତପାବନ ଏକାଡେମୀରେ ପ୍ରଧାନଶିକ୍ଷକ ଥିବା ସମୟରେ ସ୍କୁଲରେ ଶିକ୍ଷାଦାନ ଶୈଳୀ ଓ ପାରିପାର୍ଶ୍ୱିକ ଉନ୍ନତି ଶୀର୍ଷରେ ପହଂଚିଥିଲା l ଅନ୍ୟ ମାନଙ୍କ ମଧ୍ୟରେ ସ୍କୁଲର ଶିକ୍ଷୟିତ୍ରୀ ଟ୍ଵିଙ୍କିଲ ସାହୁ,କମଳିନୀ ନାଥ, ଅନନ୍ୟା ମିଶ୍ର, ଖୁସବୁ ବେଗମ୍, ସୁଜ୍ଞାନୀ ସବର, ସତ୍ୟଜିତ ବୁଡେକ ପ୍ରମୁଖ ଯୋଗଦେଇ ଛାତ୍ରବତ୍ସଳ ତଥା ପତିତପାବନ ଏକାଡେମୀର ପୂର୍ବତନ ପ୍ରଧାନଶିକ୍ଷକ ଶରତ ଚନ୍ଦ୍ର ଦୀକ୍ଷିତଙ୍କ ଶିକ୍ଷକତା ଜୀବନର ବିଭିନ୍ନ ଦିଗ ଉପରେ ସ୍ମୃତି ଚାରଣ କରିଥିଲେ l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026

You Might Also Like