-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା ପରିଷଦ ସଭ୍ୟା ଙ୍କ ଗାଇସିଲେଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ

21-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ପ୍ରବଳ ଗ୍ରୀଷ୍ମପ୍ରବାହ ପରିଲକ୍ଷିତ ହେଉନଥିବା ବେଳେ ବରଗଡ଼ ଜିଲ୍ଲା ଗାଇସିଲେଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ନାହିଁ ନଥବା ଅସୁବିଧା ଦେଖିବାକୁ ମିଳୁଛି।ଏ ଅଞ୍ଚଳର ଏକମାତ୍ର ନିର୍ଭରଯୋଗ୍ୟ ସରକାରୀ ଡାକ୍ତରଖାନାରେ ପ୍ରତ୍ୟେହ ବିଭିନ୍ନ ଗ୍ରାମାଞ୍ଚଳର ରୋଗୀଙ୍କ ଭିଡ଼ ଲାଗି ରହିଥାଏ। କିନ୍ତୁ ରୋଗୀଙ୍କ ବସିବା ପାଇଁ ଏଠାରେ କୈାଣସି ବ୍ୟବସ୍ଥା ନାହିଁ।ଏଏପରିକି ରୋଗୀଙ୍କ ପାଇଁ ସରକାରୀ ଔଷଧ ପର୍ଯ୍ୟାପ୍ତ ପରିମାଣର ନଥିବା ଜଣାପଡିଛି । ଏଭଳି ପରିସ୍ଥିତିରେ ଗତି କରୁଥିବା ଏକ ମାତ୍ର ସରକାରୀ ଡାକ୍ତରଖାନାର ଖବର ଲୋକଙ୍କ ଠାରୁ ଅଭିଯୋଗ ପରେ ଗାଇସିଲେଟ ଜିଲ୍ଲା ପରିଷଦ ସଭ୍ୟା ତଥା ବିଜେପି ର ବରିଷ୍ଠ ନାରୀନେତ୍ରୀ ଝରଣା ପାଣିଗ୍ରାହୀ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସମୟରେ ଲୋକଙ୍କ କହିବା ଅନୁଯାୟୀ ଅବ୍ୟବସ୍ଥା ହୃଦୟଙ୍ଗମ କରିବା ପରେ ସ୍ଥାନୀୟ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଶେଷରେ ଏଭଳି ଅବସ୍ଥା ସମ୍ପର୍କରେ ଗାଇସିଲେଟ ବ୍ଲକ ବିଡ଼ିଓ ଏବଂ ସିଡିଏମଓ ବରଗଡ଼ଙ୍କୁ ଅବଗତ କରି ଅତି ଶିଘ୍ର ଏହାର ସମାଧାନ ଦିଗରେ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026

You Might Also Like