-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ଅତିରିକ୍ତ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

21-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁଙ୍କ ସମେତ ଜିଲ୍ଲାପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ବରଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପଦାରବିନ୍ଦ ତ୍ରିପାଠୀ, ବରପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁମନ୍ତ କୁମ୍ଭାର ଏବଂ ବ୍ଲକ ଅଧ୍ୟକ୍ଷା ଶ୍ରୀମତି ରୀନା ଥଇତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । 

 

ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୪୧ ଗୋଟି  ଅଭିଯୋଗ ମଧ୍ୟରୁ ୨୦ ଗୋଟି ବ୍ୟକ୍ତିଗତ, ୨୧ ଗୋଟି ସାମୁହିକ ଅଭିଯୋଗ ଏବଂ ଶୁଣାଣି ସମୟରେ ସେଥିମଧ୍ୟରୁ ୧ ଗୋଟି ଅଭିଯୋଗର ତତକ୍ଷଣାତ ସମାଧାନ କରି ଅନ୍ୟ ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like