-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||     

HOME   ରାଜନୀତି

ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପତ୍ନୀଙ୍କ ବଡ଼ ବୟାନ : କହିଲେ, ‘ନିର୍ବାଚନ ଲଢ଼ିବାର ସୁଯୋଗ ମିଳିଲେ ଖୁସି ହେବି

20-Jan-2021



ଭୁବନେଶ୍ୱର, (ପ୍ରେରଣା ଖବର ବ୍ୟୁରୋ): କିଛି ଦିନ ପରେ ପିପିଲିରେ ଅନୁଷ୍ଠିତ ହେବ ଉପନିର୍ବାଚନ । ଏଥିଲାଗି ସବୁ ରାଜନୈତିକ ଦଳ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଖାସ୍ କରି ରାଜ୍ୟରେ ପ୍ରମୁଖ ଦଳ ବିଜେଡି, ବିଜେପି ଏବଂ କଂଗ୍ରେସ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ପିପିଲି ବିଧାନସଭା ଆସନ ହାତେଇବା ପାଇଁ ତିନିଦଳ ଅଣ୍ଟାଭିଡଛନ୍ତି । ଏହାମଧ୍ୟରେ ପିପିଲିର ଦିବଙ୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପତ୍ନୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି ।

   ପ୍ରଦୀପ ମହାରଥୀଙ୍କ ପତ୍ନୀ ପ୍ରତିଭା ମହାରଥୀ କହିଛନ୍ତି ଯେ, ଉପ-ନିର୍ବାଚନରେ ଲଢିବାକୁ ସୁଯୋଗ ମିଳିଲେ ମୁଁ ଖୁସି ହେବି । ନିର୍ବାଚନ ଏକ ପ୍ରକିୟା । ଦଳି ଯାହା ନିଷ୍ପତ୍ତି ନେବ, ସେଥିରେ ମୁଁ ରାଜି ହେବି । ନିର୍ବାଚନ ପାଇଁ ଦଳର ନିର୍ଦ୍ଦିଷ୍ଟ କାର୍ଯ୍ୟକ୍ରମ ରହିଥାଏ । ତେଣୁ ଆଗୀମ ଦିନରେ ଦଳ ଯାହା ନିଷ୍ପତ୍ତି ନେବ, ତାହାକୁ ମୁଁ ସ୍ୱାଗତ କରିବି ।

   ସୂଚନାଯୋଗ୍ୟ ଯେ, କିଛି ଦିନ ତଳେ ପିପିଲି ବିଧାୟକଙ୍କ ଦେହାନ୍ତ ହୋଇଯାଇଥିଲା । ଏହାପର ଠାରୁ ଏହି ଆସନ ଖାଲି ପଡିଛି । ଇତିମଧ୍ୟରେ ଆଗାମୀ ଦିନରେ ଏହି ଆସନରେ ଉପ-ନିର୍ବାଚନ ହେବାକୁ ଯାଉଛି । ତେଣୁ ଏହି ଆସନରୁ ପ୍ରତିଭା ନିର୍ବାଚନ ଲଢିବପାରନ୍ତି ବୋଲି ଚର୍ଚ୍ଚା ଜୋର ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026

You Might Also Like