-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ଡ: ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ପାଳିତ 

21-Apr-2025



ରାୟଗଡ଼ା(ସୁପ୍ରିୟା ଷଡଙ୍ଗୀ): ଜିଲ୍ଲା ସଂସ୍କୃତି ଭବନ ପରିସରରେ ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଓଡିଶାର ପୁର୍ବତନ ମୁଖ୍ୟମନ୍ତ୍ରୀ ଡ: ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି।  ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନିହାର ରଞ୍ଜନ କହଁର  ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ । ରାୟଗଡା ସ୍ଵୟଂ ଶାସିତ ମହାବିଦ୍ୟାଳୟ ଇଂରାଜୀ ବିଭାଗର ପ୍ରାଧ୍ୟାପକ ଶ୍ରୀଯୁକ୍ତ ଶ୍ରୀନିବାସ ଆଚାରୀ ମୁଖ୍ୟବକ୍ତା ଓ  ବରେଣ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଯୁଗ୍ମ ନିର୍ଦ୍ଦେଶକ ଜଳନ୍ଧର ପୁଷିକା, ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ବରିଷ୍ଠ ନାଗରିକ କଲ୍ୟାଣ କମିଟିର ସଭାପତି ବିନୋଦ ଚନ୍ଦ୍ର ପଣ୍ଡା, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲ୍ଲୀନୂର ଓ ବରିଷ୍ଠ ଶିକ୍ଷକ ନୀଳାଞ୍ଚଳ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ । 
         ପ୍ରାରମ୍ଭରେ ଡ: ତ୍ରିପାଠୀଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ଓ ପୂଜାର୍ଚ୍ଚନା ପରେ ବନ୍ଦେ ଉତ୍କଳ ଜନନୀ ସମବେତ ଗାନ କରାଯାଇଥିଲା । 
       ମୁଖ୍ଯ ଅତିଥି ମହାନ ବ୍ୟକ୍ତିତ୍ୱଙ୍କ ସ୍ମୃତିଚାରଣ କରିବା ସହ ସମୃଦ୍ଧ ଓଡିଶା ଗଠନ ନିମନ୍ତେ ତାଙ୍କ ଜୀବନାଦର୍ଶକୁ ଆପଣେଇବା ପାଇଁ ଯୁବପିଢିଙ୍କୁ ପ୍ରବର୍ତ୍ତାଇଥିଲେ । ଡ: ତ୍ରିପାଠୀଙ୍କ ଜନ୍ମସ୍ଥାନରୁ ନିଜ ଚାକିରୀ ଜୀବନ ପ୍ରାରମ୍ଭ କରିଥିବା ଶ୍ରୀଯୁକ୍ତ କହଁର ନିଜ ଅଭିଜ୍ଞତା ବଖାଣିବା ସମୟରେ ଛଳ ଛଳ ନୟନରେ ଭାବପ୍ରବଣ ହୋଇପଡିଥିଲେ । ମୁଖ୍ଯବକ୍ତା ସମେତ ସମସ୍ତ ବରେଣ୍ଯ ଅତିଥିବୃନ୍ଦ ମହାପୁରୁଷଙ୍କ ସ୍ମୃତିଚାରଣ କରିବା ସହ ଜଣେ  ଅବିବାଦୀୟ ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ନିରାଡାମ୍ବର ଜୀବନ ସମାଜରେ ଉତ୍ତମ ଚରିତ୍ର ଗଠନରେ ସହାୟକ ହୋଇପାରିବ ବୋଲି କହିଥିଲେ ।  ବରିଷ୍ଠ ନାଗରିକ ଶ୍ରୀଯୁକ୍ତ ସୁବାସ ଚନ୍ଦ୍ର ରଥ ନିଜ ସଂପର୍କୀୟ ଡ: ତ୍ରିପାଠୀଙ୍କ ବ୍ୟକ୍ତିଗତ ଗୁଣାବଳୀର ଗୁଣଗାନ ସହ  ଜଣେ ଉତ୍ତମ ଶିକ୍ଷକ, ସାହିତ୍ୟିକ ଓ ସର୍ବୋପରି ଲକ୍ଷ୍ମଣ ନାୟକଙ୍କ ଜୀବନୀ ଲିଖନ ବିଷୟରେ ଆଲୋକପାତ କରିଥିଲେ । 
      ଏଥି ନିମନ୍ତେ ଆୟୋଜିତ ବକ୍ତୃତା ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତାର କୃତ୍ତି ଛାତ୍ର, ଛାତ୍ରୀଙ୍କୁ ପୁରସ୍କାର ଓ ମାନପତ୍ର  ପ୍ରଦାନ କରାଯାଇଥିଲା ।  
               ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀଯୁକ୍ତ ବସନ୍ତ କୁମାର ପ୍ରଧାନ ପ୍ରାରମ୍ଭିକ ଭାଷଣ ପ୍ରଦାନ କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ବରିଷ୍ଠ ଶିକ୍ଷକ ନୀଳାଞ୍ଚଳ ମିଶ୍ର କାର୍ଯ୍ୟକ୍ରମର ସଞୋଜନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭା seଗର କ୍ଷୀପ୍ର ଲେଖିକା କୁମୁଦିନୀ ମିଶାଲ, ଗ୍ରନ୍ଥାଗାରିକ ଡମ୍ବରୁଧର ପଣ୍ଡା, ବରିଷ୍ଠ ରାଜସ୍ବ ସହାୟୀକା ଭବାନୀ ଶବର, ସଂଯୋଜକ ସମ୍ରାଟ ସାହୁ, ରାଜେନ୍ଦ୍ର ଦୋରା, ରଞିତ ପିରବାକା,ଜି ଚନ୍ଦ୍ର ଶେଖର ପ୍ରମୁଖ  ସମସ୍ତ କର୍ମକର୍ତ୍ତା ଆୟୋଜନରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like