-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ସଂକୁଳ ସ୍ତରୀୟ ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦଯାପିତ

21-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା  ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁର ଠାରେ  ଶିଶୁ ମାନଙ୍କ ଶୈକ୍ଷିକ ବିକାଶ ଦିଗରେ ଅଗ୍ରଗତି ପାଇଁ ପଦ୍ମପୁର ସଂକୁଳ ସ୍ତରୀୟ ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଆଜି ଉଦଯାପିତ ହୋଇଯାଇଛି । ଦ୍ଵିତୀୟ ଦିନ ବନ୍ଦନା କାର୍ଯ୍ୟକ୍ରମ ରେ ଶ୍ରୀଯୁକ୍ତ ଭାସ୍କର ଦାଶ , ସମାଜ ସେବୀ ଶ୍ରୀଯୁକ୍ତ ସୁରେଶ ରାମଚନ୍ଦାନୀ ପ୍ରମୁଖ ଯୋଗଦାନ କରିଥିଲେ। ସନ୍ଧ୍ୟା ରେ ବିଶ୍ବହିନ୍ଦୁ ପରିଷଦ ପଶ୍ଚିମ ପ୍ରାନ୍ତ ସମ୍ପାଦକ ଶ୍ରୀଯୁକ୍ତ ଭକ୍ତଚରଣ ସାହୁ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରିଥଲେ । ପୂର୍ବ  ଛାତ୍ରୀ ପଦ୍ମପୁର  ସ୍ୱାସ୍ଥ୍ୟ କେନ୍ଦ୍ରର କାର୍ଯ୍ୟରତ ଡାକ୍ତର ଡଃ ଖ୍ୟାତି ସମ୍ଭବା ମହାପାତ୍ର ମଞ୍ଚାସୀନ ଥିଲେ । ପ୍ରବଚକ ଶ୍ରୀଯୁକ୍ତ ଉଦ୍ଧବ ଚରଣ ତ୍ରିପାଠୀ ଯୋଗ ଦେଇ ଗୀତା ସାର  ଉପରେ ପ୍ରବଚନ ଦେଇଥିଲେ । ସମାଜସେବୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ପର୍ଟ୍ଟନାୟକ ଯୋଗ ଦେଇ ଉପସ୍ଥିତ ସମସ୍ତ ଗୁରୁଜୀ,ଗୁରୁମା, ମାନଙ୍କୁ ଗୀତା ପୁସ୍ତକ ପ୍ରଦାନ କରିଥିଲେ । ଆଜିର ବନ୍ଦନା କାଳାଂଶ ରେ ବାର ଏସୋସିଏସନ ସମ୍ପାଦକ ଶ୍ରୀ ଚିନ୍ମୟ କୁ. ପଣ୍ଡା ଓ ପୂର୍ବ ଛାତ୍ର ପରିଷଦର ସଦସ୍ୟ ଶ୍ରୀ. ସୁନୀଲ କୁ ଅଗ୍ରୱାଲ ଯୋଗଦେଇ ଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟକ୍ରମ କୁ ଆଗେଇ ନେଇଥିଲେ l ଗୁରୁମାମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇ ଥିଲା।
ମୂଖ୍ୟ ଅତିଥି ଭାବେ ଶିକ୍ଷା ବିକାଶ ସମିତ, ଓଡ଼ିଶା ଙ୍କ ଯୁଗ୍ମ ସମ୍ପାଦକ ଶ୍ରୀଯୁକ୍ତ  ଖଗେଶ୍ବର ଦାଶ ଯୋଗ ଦେଇ ଦୀପ ପ୍ରଜ୍ୱଳନ ପୂର୍ବକ  ଯୁଗାନୁକୂଳ ବିଦ୍ୟାଳୟ ଭୌତିକ ସଂଶୋଧନ ଓ ପ୍ରବନ୍ଧନ ପ୍ରକିୟା ଉପରେ ଆଲୋକପାତ କରି କାର୍ଯ୍ୟକ୍ରମ ର ଉଦଯାପନ ଘୋଷଣା କରିଥିଲେ  l ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ସ୍ୱାଗତ ଭାଷଣ ତଥା ଅତିଥି ପରିଚୟ ପ୍ରଦାନ ଓ  କାର୍ଯ୍ୟଶାଳା ର ବୃତ୍ତ କଥନ କରିଥିଲେ। ବରଗଡ଼ ବିଭାଗ ନିରୀକ୍ଷକ ଶ୍ରୀଯୁକ୍ତ ଗୁପ୍ତେଶ୍ୱର ଥନାପତି କାର୍ଯ୍ୟଶାଳାର ଉଦ୍ଦେଶ୍ୟ କଥନ କରିଥିଲେ।, ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ଓ ସଂକୁଳ ପ୍ରମୁଖ ଡଃ ଦ୍ଵାଦଶ କୁମାର ପ୍ରଧାନ ମାର୍ଗ ଦର୍ଶନ କରିଥିବା ବେଳେ ସମ୍ପାଦକ ଶ୍ରୀଯୁକ୍ତ ଜନକଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟଶାଳାରେ ସଂକୁଳ ରୁ ୯ଟି. ଶିଶୁ ମନ୍ଦିର ରୁ ୧୭୧ ଜଣ ଗୁରୁଜୀ ଗୁରୁମା ବିଭିନ୍ନ ୧୬ଟି କାଳାଂଶରେ ପ୍ରଶିକ୍ଷଣ  ନେଇ ନିଜ ନିଜ ବିଦ୍ୟାଳୟ ରେ ନୂତନ ଜ୍ଞାନ ପ୍ରୟୋଗ କରିବା ପାଇଁ ସଂକଳ୍ପ ବଦ୍ଧ ହୋଇଥିଲେ  lସମସ୍ତ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like