-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ନାହିଁ ନଥବା ଅସୁବିଧାର ସମ୍ମୁଖିନ ସାଧାରଣ ଜନତା

21-Apr-2025



ମୁଦ୍ରାଯୋର:(ପ୍ରେରଣା)- ଲଇକେରା ବ୍ଲକ୍ କୁଲେମୁରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ମୁଦ୍ରାଯୋର ମୌଜା ସ୍ଥିତ ଆମପଡା ଗ୍ରାମ ଠାରେ ବିଗତ ୮/୧୦ ମାସ ତଳେ ଚାଲିଥିଲା ନୂତନ ଡ୍ରେନ ନିର୍ମାଣ କାମ । ଡ୍ରେନ କାମ ଟି ପ୍ରାୟ ସବୁଆଡେ ଠିକ୍ ରେ ହୋଇଥିବା ବେଳେ ଗାଁ ର ମୁଖ୍ୟ ଜନବହୁଳ ଅଞ୍ଚଳରେ ଅଧାପନ୍ତରିଆ କାମ କରି ଠିକାଦାର ସଂସ୍ଥା ଏଠିକାର ଜନ ସାଧାରଣ, ଶିଶୁ ଏବଂ ଛାତ୍ରଛାତ୍ରୀଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଛି ଯେଉଁଠାରେ ରହିଛି ଏକ କିରାନା ଦୋକାନ, ଅଙ୍ଗନବାଡି କେନ୍ଦ୍ର, ସହଜ ଜନସେବା କେନ୍ଦ୍ର, କିର୍ତ୍ତନ ମଣ୍ଡପ ଏବଂ ହନୁମାନ୍ ମନ୍ଦିର । ଏଠାରେ ସିଏସ୍'ସି ସେଣ୍ଟର ଏବଂ କିରାନା ଦୋକାନ ଥିବାରୁ ଦିନରେ ଶହଶହ ଲୋକ ଦୋକାନକୁ ଆସୁଛନ୍ତି, ଏବଂ ଅଙ୍ଗନବାଡି କେନ୍ଦ୍ରକୁ ଅନେକ ଶିଶୁ ଓ ପ୍ରସୁତୀ ( ଗର୍ଭବତୀ ) ମାଁ ମାନେ ବିଭିନ୍ନ ପ୍ରକାର କାର୍ଯ୍ୟରେ ଆସୁଥିବା ବେଳେ ଏ ଅର୍ଦ୍ଧନିର୍ମିତ ଡ୍ରେନ ରେ ବାହାରି ଥିବା ସରିଆ ଏବଂ କଂକ୍ରିଟ କୁ ଡରି ନିଜ ଜୀବନକୁ ବାଜି ଲଗାଇ ଏଠାକୁ ଆସିବାକୁ ବାଧ୍ୟ ହେଉଛନ୍ତି । ଏହା କୁଲେମୁରା ଗ୍ରାମପଞ୍ଚାୟତ ଠାରୁ ଲଇକେରା ବ୍ଲକ୍ ମୁଖ୍ଯାଳୟ କୁ ଯିବାର ମୁଖ୍ଯ ରାସ୍ତା ଅଟେ ଓ ରାସ୍ତାଟି ଅଣ-ଓସାରିଆ ହେଇଥିବା ଯୋଗୁଁ ଏଠାରେ ପ୍ରାୟ ସବୁଦିନ ଛୋଟବଡ ଦୁର୍ଘଟଣା ଘଟୁଥିବା ବେଳେ ଏଭଲି ଅଧା କାମକୁ ସ୍ଥାନୀୟ ଲୋକେ ଦୃଢ ନିନ୍ଦା କରିବା ସହ ଠିକାଦାର ସଂସ୍ଥା ଉପରେ ପ୍ରତିଶୋଧ ପରାୟଣ ହେଉଛନ୍ତି   ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like