-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସାହିତ୍ଯ ଘର ର ବିଷୁବ ମିଳନ, କବି ତରୁଣ କୁମାର ପରିଚ୍ଛାଙ୍କ "ଭାଗବତ ଗାଥା"ର ତୃତୀୟ ଓ ଚତୁର୍ଥ ଖଣ୍ଡ ପାଠକାର୍ପଣ ଅନୁଷ୍ଠିତ

21-Apr-2025



ବଲାଙ୍ଗୀର(ପ୍ରେରଣାଖବର): ବିଷୁବ ବା ପଣା ସଂକ୍ରାନ୍ତି  ପରିବର୍ତ୍ତନ ର ସୂଚକ।ସମାଜରେ ସମଭାବର ସହାବସ୍ଥାନ ହେବା ସମାଜ ପାଇଁ  ଏକ ଶୁଭ ସୂଚନା। ଆଜିର ଦ୍ବନ୍ଦମୟ ଜୀବନ କୁ ଉଚିତ ମାର୍ଗ ପ୍ରଦର୍ଶନ କରିବ ଆମର ସାହିତ୍ଯ। ଏଣୁ ସମସ୍ତେ ସାହିତ୍ଯ ମନସ୍କ ହେବା ଜରୁରୀ ବୋଲି କହିଛନ୍ତି ସମ୍ବାଦ ସାହିତ୍ଯ ଘର ବଲାଙ୍ଗୀର ତରଫରୁ ଆୟୋଜିତ ବିଷୁବ ମିଳନ ସମାରୋହ ର ମୁଖ୍ୟ ଅତିଥି ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ। ସମ୍ବାଦ ସାହିତ୍ଯ ଘର ବଲାଙ୍ଗୀରର ସଭାପତି ସନ୍ଦୀପ କୁମାର କୁଅଁରଙ୍କ ସଭାପତିତ୍ବରେ ଅନୁଷ୍ଠିତ  ସମାରୋହରେ ମୁଖ୍ୟ ଅତିଥି ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ,ସମ୍ମାନୀତ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡକ୍ଟର ପ୍ରେମଚାନ୍ଦ ମହାନ୍ତି ଯୋଗଦେଇଥିଲେ।ଏହି ଅବସରରେ କବି ତରୁଣ କୁମାର ପରିଚ୍ଛାଙ୍କ "ଭାଗବତ ଗାଥା"ର ତୃତୀୟ ଓ ଚତୁର୍ଥ ଖଣ୍ଡ କୁ ପାଠକାର୍ପଣ କରିଥିଲେ ମଂଚାସୀନ ଅତିଥିମାନେ।

 କବି ରତ୍ନମୟ  ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମଂଚାସୀନ ହୋଇ ଥିଲେ  ପୁସ୍ତକ ଦ୍ବୟର  ପ୍ରକାଶିକା ସୁଷମା ମେହେର । ମଂଚାସୀନ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ କବୟତ୍ରୀ ସବିତା ମହରା,ଜ୍ଯୋତିରାଣୀ ମିଶ୍ର, ତପସ୍ବିନୀ ପଶାୟତ।  ପରେ ପରେ ଆରମ୍ଭ ହୋଇଥିଲା

ବିଷୁବ କବିତା ସମାରୋହ।  କବୟତ୍ରୀ ଜ୍ଯୋତିରାଣୀ ମିଶ୍ରଙ୍କ  ସଂଯୋଜନାରେ ସୁଷମା ଦାଶ, ନଳିନୀ ପ୍ରଭା ଶତପଥୀ, ଜ୍ଯୋତିରେଖା ତ୍ରିପାଠୀ,ଅଞ୍ଜଳି ବାରିକ, ରାଜୀବ ଲୋଚନ ଆଚାର୍ଯ୍ଯ, ତପସ୍ବିନୀ ପଶାୟତ, ହୃଷୀକେଶ ପୁରୋହିତ, ସରସ୍ବତୀ ମିଶ୍ର, ଚିତ୍ତରଞ୍ଜନ ମିଶ୍ର,ମଧୁସୂଦନ ନାୟକ, ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ଚୁମକି ଦାଶ, ମଳୟ ଆନନ୍ଦ କୁମାର ତ୍ରିପାଠୀ, ଶୁଭ୍ରାଂଶୁ ଶେଖର ପଣ୍ଡା,ତରୁଣ କୁମାର ପରିଚ୍ଛା, ରତ୍ନମୟ ତ୍ରିପାଠୀ ପ୍ରମୁଖ ଅର୍ଧଶତାଧିକ କବି କବୟତ୍ରୀ ସ୍ବରଚିତ କବିତା ପାଠ କରିଥିଲେ।ଶେଷରେ ସହ ସଂପାଦକ ରଂଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like