-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ସୋନପୁର ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ପକ୍ଷ ସଚେତନତା ସଭା ଓ ଶୋଭାଯାତ୍ରା ଅନୁଷ୍ଟିତ

21-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ବ୍ଲକ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ପଖୱାଡା  ପାଳନ ଅବସର ରେ ଆଜି ମିଶନ ଶକ୍ତି ସଭା ଗୃହ ଠାରେ ଏକ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ଯ କ୍ରମ କୁ ସୋନପୁର ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରତୀକ କର ଶୁଭ ଉଦ୍ଘାଟନ କରି ପ୍ରଥମ ୧୦୦୦ ଦିନ ଗୋଟାଏ ଶିଶୁ ପାଇଁ କେତେ ଗୁରୁତ୍ଵ ପୁର୍ଣ୍ଣ ଅଟେ ଏବଂ ଗୋଟାଏ ଶିଶୁ ର ଶାରୀରିକ ମାନସିକ ବିକାଶ ଓ ଏହାର ସଚେତନ ପାଇଁ ଏହି ପକ୍ଷ ପାଳନ ଆହୁରି ଗୁରୁତ୍ବ ପୂର୍ଣ୍ଣ ଅଟେ ବୋଲି କହିଥିଲେ l ଏବଂ କେତେ ଦିନ ରେ ମାସ ରେ ବର୍ଷ ରେ ଶିଶୁ ର ଓଜନ ଉଚ୍ଚତା କେତେ ହେବା ଉଚିତ ଏ ବିଷୟରେ ଓ ଶିଶୁ ର ସମ୍ପୂର୍ଣ ସ୍ବାସ୍ଥ୍ୟ ଉପରେ କିଭଳି ଯତ୍ନ ବାନ ହେବା ଗାଁ ଗାଁ ରେ ଘରେ ଘରେ ଗର୍ଭବତୀ ମହିଳା ଙ୍କୁ ସଚେତନ କରିବାକୁ ଅଙ୍ଗନୱାଡି କର୍ମୀ ଙ୍କ ଉଲ୍ଲେଖନୀୟ ଭୂମିକା ରହିଛି ବୋଲି ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ସାଗରିକା ସ୍ବାଇଁ ସମସ୍ତ ଅଙ୍ଗନୱାଡି କର୍ମୀ ଙ୍କୁ ପରାମର୍ଶ କରିଥିଲେ l ଗତ ୮ ତାରିଖ ରୁ ୨୨ ତାରିଖ ଯାଏ ଏହି ପୋଷଣ ପକ୍ଷ ପାଳନ କରାଯାଇ ବ୍ଲକ ର ପ୍ରତି ଅଙ୍ଗନୱାଡି କେନ୍ଦ୍ରରେ ରେ ପ୍ରସୂତୀ ମହିଳା ମାନଙ୍କୁ  ସଚେତନ କରାଯାଇଥିଲା l ପ୍ରସୂତୀ ମହିଳା ଓ ମା ମାନଙ୍କୁ ମିଲେଟ ଜାତୀୟ ଓ ପୁଷ୍ଟିକର ଖାଦ୍ୟ ବ୍ୟବହାର କରିବାକୁ କର୍ମୀ ମାନେ ସଚେତନ କରିଥିଲେ l ଯେମିତି ଶିଶୁ ମାନଙ୍କ ସ୍ବାସ୍ଥ୍ୟ ସୁସ୍ଥ ଓ ସୁନ୍ଦର ହୋଇ ଏକ ସୁସ୍ଥ ପରିବେଶ ସୁସ୍ଥ ସମାଜ ଗଠନ ରେ ସହାୟକ ହୋଇ ପାରିବ ସେ ଦିଗରେ ମା ମାନେ ଯତ୍ନବାନ ହେବାକୁ କର୍ମୀ ମାନେ ପରାମର୍ଶ କରିଥିଲେ l ଏହି ଅବସର ରେ ସୋନପୁର ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ଯlଳୟ ରୁ ଆଜି ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା l ଏହି କାର୍ଯ୍ୟକ୍ରମ ରେ ସୋନପୁର ବ୍ଲକ୍ ର ଶତାଧିକ ଅଙ୍ଗନୱାଡି କର୍ମୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like