-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍ ଗୋର୍ଲା ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ଝିଅ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ l

21-Apr-2025



ନୁଆପଡ଼ା (ଚିନ୍ତାମଣି ନେତାମ )ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍ ଗୋର୍ଲା ପଞ୍ଚାୟତରେ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା  ସଭା ଅନୁଷ୍ଠିତ ହୋଇଥିଲା l ଏଥିରେ  ଜିଲ୍ଲା  ଅତିରିକ୍ତ ଉନ୍ନୟନ ଅଧିକାରୀ ଯୋଗେଶ୍ଵର ଭୋଇ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବିଡ଼ିଓ କାର୍ମୀ ଓରାମ, ତହସିଲଦାର ଉପାଞ୍ଜଳୀ ମାଝୀ , ସ୍ଥାନୀୟ ସରପଞ୍ଚ ଦମୟନ୍ତୀ ଦଣ୍ଡସେନା  ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ l ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା, ଜିଲ୍ଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାୟ ,ଶ୍ରମ ଉପ ଅଧିକାରୀ,  ହସ୍ତଶିଳ୍ପ ଉପ ନିର୍ଦ୍ଦେଶକ ପୁଷ୍ପ ରଞ୍ଜନ ସାହୁ , ଲିଡ୍ ବ୍ୟାଙ୍କ୍ ମେନେଜର ସୀତାରାମ ମେହେର , ଜିଲ୍ଲା ଶିଳ୍ପକେନ୍ଦ୍ର ପରିଚାଳକ ସମୀର କୁମାର ମୁଦୁଲି, ମିଶନ ଶକ୍ତି ପରିଚାଳକ ସୁନୀଲ କୁମାର ମଲ୍ଲିକ ପ୍ରମୁଖ  ଯୋଗଦେଇ ଶ୍ରମିକ କୃଷକ ତଥା ମହିଳା ଏଵଂ ଜନସାଧାରଣଙ୍କ ପାଇଁ ଥିବା  ବିଭିନ୍ନ ବିଭାଗୀୟ  ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ।  ସମସ୍ତଙ୍କୁ ସମ୍ବୋଧନ କରି ଜିଲ୍ଲାପାଳ ଗୋର୍ଲା ପଞ୍ଚାୟତକୁ ପ୍ରବାସୀ ଶ୍ରମିକ ମୁକ୍ତ କରିବା ପାଇଁ ଆହ୍ଵାନ ଦେଇଥିଲେ। ଠକ ବେଆଇନ୍ ଶ୍ରମିକ ଦଲାଲ ମାନଙ୍କ ବିରୁଦ୍ଧରେ ଦୃଢ଼ କର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାଇ ଦେଇଥିଲେ। ବିଭିନ୍ନ ବିଭାଗ ଏଵଂ ଯୋଜନା ମାଧ୍ଯମରେ ସରକାର ଯୋଗାଇ ଦେଉଥିବା ସହାୟତା ତଥା ମନରେଗା ଯୋଜନାରେ କାମ କରି ଆନନ୍ଦ ମନରେ ନିଜ ନିଜ ଗାଁରେ ରହିବା ପାଇଁ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ।ଏହି ପଞ୍ଚାୟତର ଯେଉଁ ପରିବାର ମାନେ ମହାତ୍ମା ଗାନ୍ଧି ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ 300 ଦିନରୁ ଅଧିକ ଶ୍ରମ ଦାନ କରି ଲକ୍ଷପତି ହୋଇଛନ୍ତି ସେମାନଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଉପଢୌକନ, ପୁଷ୍ପ ଗୁଚ୍ଛ ଓ କୋଡ଼ି କୋଦାଳ , ଗାମଲା ଦେଇ କରତାଳି ମଧ୍ୟରେ ସମ୍ବର୍ଦ୍ଧିତ କରଯାଇଥିଲା । ଶେଷରେ ସ୍ଥାନିୟ ସରପଂଚ ଦମୟନ୍ତୀ ଦଣ୍ଡସେନା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଆଜିର ସଭାରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ଏବଂ ଶହ ଶହ ସଂଖ୍ୟାରେ ମହିଳା ତଥା ଜନ ସାଧାରଣ ଯୋଗ ଦେଇଥିଲେ ।

ପୂର୍ବରୁ ଝିଅ ପାଇଁ ଗଛଟିଏ କାର୍ଯ୍ୟକ୍ରମ ସମାରୋହରେ ଜିଲ୍ଲାପାଳ ଦୁଇଟି ନବଜାତକ ଶିଶୁ କନ୍ୟା ଓ ସେମାନଙ୍କ ପିତାମାତାଙ୍କୁ ଉପହାର ପ୍ରଦାନ କରି ସେମାନଙ୍କ ଦ୍ୱାରା ନୂତନ ବୃକ୍ଷ ରୋପଣ କରାଇଥିଲେ  l  ନବଜାତକ ଶିଶୁ କନ୍ୟା ମାନଙ୍କୁ ଜିଲ୍ଲାପାଳ ଓ ଉପ ଜିଲ୍ଲାପାଳ କୋଳରେ ଧରି ସେମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ  ।  ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ବିଭିନ୍ନ ଗର୍ଭବତୀ ମହିଳାଙ୍କୁ ଏହି ସମାରୋହରେ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଭେଟି ଦେଇଥିଲେ l  ଆଜିର ଏହି ନିଆରା କାର୍ଯ୍ୟକ୍ରମ ପାଇଁ ଗୋର୍ଲା ଗାଁ ଆନନ୍ଦ ମୁଖର ହୋଇ ଉଠିଥିଲା l ଏହାକୁ  ସିନାପାଲି ବିଡ଼ିଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଙ୍ଗୀତା ପାତ୍ର, ପ୍ରୋଗ୍ରମ୍ ଅଫିସର୍ ନମିତା ପାଢ଼ୀ, ସିନାପାଲି ସିଡିପିଓ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆୟୋଜନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like