-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଦେଶ ବିଦେଶ

ଜୋ ବିଡେନ୍ ପ୍ରଶାସନକୁ ଶୁଭେଚ୍ଛା ଜଣାଇଲେ ଟ୍ରମ୍ପ୍, ନୂଆ ରାଜନୈତିକ ଦଳ ଗଠନ ନେଇ ଚର୍ଚ୍ଚା

20-Jan-2021



ଓ୍ବାଶିଂଟନ୍ (ପ୍ରେରଣା ଖବର ବ୍ୟୁରୋ) : ଆମେରିକା ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପଙ୍କ କାର୍ଯ୍ୟକାଳ ଆଜି ଶେଷ ହେଉଛି । କିଛି ଘଣ୍ଟା ପରେ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବିଡେନ୍ ଶପଥ ନେବେ । ଏହା ପୂର୍ବରୁ ଡୋନାଲ୍ଡ ଟ୍ରମ୍ପ୍ ଶେଷ ଥର ପାଇଁ ଆମେରିକାବାସୀଙ୍କୁ ସମ୍ବୋଧନ କରିଛନ୍ତି । ଟ୍ରମ୍ପ୍ ତାଙ୍କ ବିଦାୟୀ ଭାଷଣରେ ଦେଶକୁ ସୁରକ୍ଷିତ ରଖିବା ଏବଂ ସମୃଦ୍ଧ କରିବାରେ ନବନିର୍ବାଚିତ ରାଷ୍ଟ୍ରପତି ଜୋ ବିଡେନ୍ ର ପ୍ରଶାସନ ସଫଳ ରହିବାର ପ୍ରାର୍ଥନା କରିଛନ୍ତି । ଏହାସହ ସେ ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବିଡେନ୍ ଙ୍କୁ ଶୁଭକାମନା ଦେଇଛନ୍ତି । ଏପର୍ଯ୍ୟନ୍ତ ଟ୍ରମ୍ପ୍ ବିଡେନ୍ ଙ୍କୁ ସାମ୍ନାସାମ୍ନି ଶୁଭେଚ୍ଛା ଜଣାଇନାହାନ୍ତି ।

  ଟ୍ରମ୍ପ୍ କହିଛନ୍ତି, ଆମେରିକାବାସୀଙ୍କୁ ଏକଜୁଟ ହେବାକୁ ପଡିବ । ପକ୍ଷପାତପୂର୍ଣ୍ଣ ବିବାଦ ଭାବନାରୁ ଉର୍ଦ୍ଧ୍ବରେ ରହିବା ଉଚିତ୍ । ଟ୍ରମ୍ପଙ୍କ ଏହି ବିଦାୟୀ ଭାଷଣ ମଙ୍ଗଳବାର ଦିନ ହ୍ବାଇଟ୍ ହାଉସ୍ ଜାରି କରିଛି । ଟ୍ରମ୍ପ ଆହୁରି କହିଛନ୍ତି ରାଷ୍ଟ୍ରପତି ପଦ ସମ୍ଭାଳିବା ଏକ ଏଭଳି ସମ୍ମାନ ଯାହାର ବାଖ୍ୟା କରାଯାଇପାରିବନାହିଁ । ଏଭଳି ଅଦ୍ଭୁଦପୂର୍ବ ବିଶେଷ ଅଧିକାର ପାଇଁ ଆପଣମାନଙ୍କୁ ଧନ୍ୟବାଦ ।

   ଏହି ସମୟରେ ଆକଳନ କରାଯାଉଛି ଯେ, ଟ୍ରମ୍ପ୍ ଏବେ ନିଜ ରାଜନୈତିକ ଦଳ ଗଠନ କରିବା ନେଇ ଘୋଷଣା କରିପାରନ୍ତି । କାରଣ ତାଙ୍କ ଦଳର ନେତା ଏବେ ତାଙ୍କୁ ସମର୍ଥନ କରୁନାହାନ୍ତି ।

   ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବଂ ପତ୍ନୀ ମେଲାନିଆ ବୁଧବାର ସକାଳେ ହ୍ବାଇଟ୍ ହାଉସ୍ ଛାଡି ଫ୍ଲୋରିଡା ସ୍ଥିତ ନିଜ ବାସଭବନକୁ ଯାଇଛନ୍ତି । ଏହି ସମୟରେ ସେ ଓ୍ବାଶିଂଟନ୍ ଡିସି ବାହାରେ ଏକ ବିଦାୟୀକାଳୀନ ସଭାରେ ଯୋଗଦେବେ । ଟ୍ରମ୍ପ୍ ଏବଂ ତାଙ୍କ ପତ୍ନୀ ମେଲାନିଆ ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବିଡେନ୍ ଙ୍କ ଶପଥଗ୍ରହଣ ସମାରୋହରେ ସାମିଲ ହେବେନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like