-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ପ୍ରେରଣା ଏ ବି ସି ମଣ୍ଟେସୋରି ସ୍କୁଲର ୧୫ ତମ ବାର୍ଷିକୋତ୍ସବ।

21-Apr-2025



ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ)ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଭୁକ୍ତା ସ୍ଥିତ ପ୍ରେରଣା ଏ ବି ସି ମଣ୍ଟେସୋରି ସ୍କୁଲର ୧୫ତମ ବାର୍ଷିକୋତ୍ସବ ପାଲିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀମତୀ ସୁଜାତା ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ସମାଜସେବୀ ତଥା ଡା ସୁନିଲ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମାଜ ପ୍ରତି କର୍ତ୍ତବ୍ୟନିଷ୍ଠ ହୋଇ କାମ କରିବାକୁ ଆହ୍ବାନ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ସିନ୍ଧୁ ନନ୍ଦିନୀ ଆଚାର୍ଯ୍ୟ ଯୋଗ ଦେଇ ପୁରାଣ ଉପରେ ଆଧାରିତ ଗୁରୁ ଭକ୍ତି ର ଶିକ୍ଷଣୀୟ ବିଷୟରେ ଉଦବୋଧନ ଦେଇଥିଲେ। ଏହି ବାର୍ଷିକୋତ୍ସବ ଉତ୍ସବରେ ମୁଖ୍ୟବକ୍ତା ଭାବେ ପଞ୍ଚାୟତ ମହାବିଦ୍ୟାଳୟ ର ଅଧ୍ୟାପକ ଶେଷନ ବିଶି ଯୋଗ ଦେଇ ଛାତ୍ର ଛାତ୍ରୀମାନଙ୍କୂ ମାର୍ଜିତ ଓ ଚରିତ୍ର ନିର୍ମାଣରେ ବିନ୍ଧାଣି ହେବାକୁ ଆହ୍ବାନ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ର ଚେୟାରମେନ ହିମାଂଶୁ ସାହୁ,ଅଟଲ ଚେରି ଟେବୁଲ ଟ୍ରଷ୍ଟ ର ସଭାପତି ଶିବାଜୀ ପଟେଲ ଯୋଗ ଦେଇଥିଲେ। ସଭା ପ୍ରାରମ୍ଭରେ ମଞ୍ଚାସୀନ ଅତିଥିଗଣ ଙ୍କ ଦ୍ଵାରା ଦୀପ ପ୍ରଜ୍ବଳନ ହୋଇଥିଲା। ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ନୃତ୍ୟ ମାଧ୍ୟମରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ଛାତ୍ର ମାନଙ୍କଦ୍ବାରା ନୃତ୍ୟ ଗୀତ ର ଆସର ଜମିଥିଲା। ସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ। ଏହି ଅବସରରେ ଅମ୍ବାଭୋନା ଅଂଚଳର ସମସ୍ତ ସାମ୍ବାଦିକ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ମାନପତ୍ର ଓ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା। ବିଦ୍ୟାଳୟ ର ସମସ୍ତ ଛାତ୍ର ଛାତ୍ରୀ ମାନେ ସୁନ୍ଦର ନୃତ୍ୟ ପରିବେଷଣ କରିଥିଲେ। ପରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ଖେଳ ପ୍ରତିଯୋଗିତା ରେ ଉତ୍ତୀର୍ଣ କରିଥିବାରୁ ସେମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ପରେ ସମସ୍ତଙ୍କ ପାଇଁ ରାତ୍ରି ଭୋଜନ ର ବ୍ୟବସ୍ଥା କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like