-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

କାଳବୈଶାଖୀ ପ୍ରଭାବିତ ଅଞ୍ଚଳରେ ସ୍ଥିତି ପରଖିଲେ ରାଜ୍ୟସଭା ସାଂସଦ

21-Apr-2025



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକର କେତେକ ଅଞ୍ଚଳରେ ଗତ ୧୮ ତାରିଖ ସନ୍ଧ୍ୟା କାଳ ରେ କାଳ ବୈଶାଖୀ ରଚିଥିଲା ତାଣ୍ଡବଲୀଳା| ସେଥିରେ ପ୍ରଭାବିତ ହୋଇ ଅନେକ ଲୋକ ଙ୍କ ଧନଜୀବନ ନଷ୍ଟ ହୋଇଯାଇଛି। ସୂଚନା ଅନୁସାରେ ପାଟଣାଗଡ଼ ବ୍ଲକର ଯୋଗିମୁଣ୍ଡା, ବାଲିପଟା, ସାଲେପାଲି, କେନ୍ଦୁମୁଣ୍ଡି, ବଥର୍ଲା, ମୁଣ୍ଡୋମହୁଲ, ଗଙ୍ଗାସାଗର ଗ୍ରାମ ପଞ୍ଚାୟତର ଅନେକ ଗ୍ରାମରେ ଘର ଦ୍ୱାର, ଆଜବେଜଷ୍ଟସ, ଖପର, ଆସବାସ ପତ୍ର ଭାଙ୍ଗି ଉଡ଼େଇ ଛିନ୍ନଛତ୍ର କରିଦେଇଛି | ପବନର ବେଗ ଏତେ ପରିମାଣ ଥିଲା ଯେ ବଡ଼ ବଡ଼ ଗଛ ସବୁ ଧରାସାୟୀ କରି ଦେଇଥିବା ବେଳେ ଶହ ଶହ ବିଦ୍ୟୁତ ଖୁଣ୍ଟ  ଭାଙ୍ଗି ଦେଇଛି | ଗଛ ପଡିବା ଦ୍ୱାରା ରାସ୍ତା ଘାଟ ଯାତାୟାତ ସମ୍ପୂର୍ଣ ବିଛିନ୍ନ ହୋଇ ଯାଇଥିଲା ଏବଂ ବିଦ୍ୟୁତ ସଂଯୋଗ ମଧ୍ୟ ବିଛିନ୍ନ ହୋଇ ଗାଁ ମାନେ ଅନ୍ଧାର ହୋଇ ଯାଇଛି | ଗାଁର ଆମ୍ବ ବଗିଚାରେ ଶହ ଶହ ସଂଖ୍ୟାରେ ଆମ୍ବ ଗଛ ଭାଙ୍ଗି ଦେଇଛି, କଦଳୀ ଗଛ ଭାଙ୍ଗି ଦେଇଛି, ମହୁଲ, ଚାର ଭଳି ଅର୍ଥକାରି ଗଛ ଭାଙ୍ଗି ଦେଇଛି | ଏହାରି ପ୍ରଭାବରେ କେନ୍ଦୁମୁଣ୍ଡିର ଜଣେ ଶ୍ରମିକର କାନ୍ଥ ଚେପେଇ ମୃତ୍ୟୁ ଘଟିଛି | ସାଲେପାଲି ପଞ୍ଚାୟତ ର ଚକାମାଲ ଗାଁରେ ଏହାର ପ୍ରଭାବ ଅଧିକ ରହିଛି, ଦଶ ଗୋଟି ପରିବାରକୁ ବେଘର କରି ଦେଇଛି ସେମାନେ ବର୍ତ୍ତମାନ ଗାଁର କ୍ଳବ ଘରେ ଲୋକେ ଆଶ୍ରୟ ନେଇଛନ୍ତି |

ଅନେକ ଲୋକଙ୍କର ଘର ଦ୍ୱାର, ଆସବାବ ପତ୍ର ଭାଙ୍ଗି ଦେଇ ଦେଇଛି |   ଏହି ପ୍ରଭାବିତ ଅଞ୍ଚଳରେ ସ୍ଥିତି ପରଖିଲେ ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ । ଶ୍ରୀ ବିଶି ଆଜି ଚକାମାଲ ଗାଁ ର  କ୍ଷତିଗ୍ରସ୍ତ ଅଞ୍ଚଳ  ଘରକୁ ଘର ବୁଲି ଦେଖିଛନ୍ତି ଲୋକଙ୍କୁ ଭେଟିଛନ୍ତି ଓ ଏହି ବିଷୟରେ ସ୍ଥାନୀୟ ଉପଜିଲ୍ଲାପାଳ, ତହସିଲଦାର, ବିଡ଼ିଓଙ୍କୁ, ପାନୀୟ ଜଳ ଓ ଜନ ସ୍ୱାସ୍ଥ୍ୟ ବିଭାଗ, ଜଙ୍ଗଳ ବିଭାଗ, ଅଗ୍ନିଶମ ବିଭାଗକୁ ଫୋନ କରି କ୍ଷୟକ୍ଷ୍ୟତି ଆକଳନ କରି ଉଚିତ କ୍ଷତିପୂରଣ ଦେବା ସହ ସମସ୍ୟାର ସମାଧାନ କରିବା ନିର୍ଦ୍ଦେଶ ଦେଇଛନ୍ତି | ଚକାମାଲ ଗ୍ରାମବାସୀ ସାଂସଦଙ୍କୁ ବିଭିନ୍ନ ସମସ୍ୟା ଯଥା ପାନୀୟ ଜଳ, ବିଦ୍ୟୁତ ସଂଯୋଗ, ରାସ୍ତାରୁ ଗଛ ହଟେଇବା ଓ ଯାହା ଯାହା କ୍ଷ୍ୟୟକ୍ଷ୍ୟତି ହୋଇଛି ଉଚିତ କ୍ଷତିପୂରଣ ଦେବାକୁ ଦାବୀ କରିଥିଲେ | ଯଥାଶୀଘ୍ର ସବୁ ସମସ୍ୟାର ସମାଧାନ କରିବା ପାଇଁ ସାଂସଦ ପ୍ରତିଶୃତି ଦେଇଛନ୍ତି  |


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like