-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ରାମଲୀଳା ନାଟକ କିସକିନ୍ଦା କାଣ୍ଡ: ବାଲିବଧ ସହ ସୁଗ୍ରିବଙ୍କ ରାଜ୍ୟଭିଷେକ

21-Apr-2025



ବଲାଙ୍ଗିର(ପ୍ରେରଣା ଖବର):ବଲାଙ୍ଗିର ରାମଜୀ ନାଟକ ସଂସଦ ଦ୍ୱାରା ଆୟୋଜିତ ଜଗନ୍ନାଥ ପଡାରେ ରାମଲିଳା ନାଟକ ୧୪ ଦିନରେ ପହଞ୍ôଚଛି । କବଳି ଅସୁର ବଧ, ଶବରୀ ଅଇଁଠା ଖାଇଲେ, ହଂସ ସାର ଭେଟ, ଗଉଡ ଙ୍କ ସହ ବନରେ ଭେଟ, ହନୁମାନ ଭେଟ, ସୁଗ୍ରୀବ ଙ୍କ ସହିତ ଭେଟ, ବାଲି ବଧ ସହ  ଗୀତ ଓ ଛଉ ନୃତ୍ୟରେ ତାଳେ ତାଳେ ବାଲି ସୁଗ୍ରୀବଙ୍କ ଯୁଦ୍ଧ ସୁଗ୍ରିବଙ୍କୁ ରାଜ୍ୟଭିଷେକ ହୋଇଥିଲା ।   ନାଟକ ବେଶ ମନ ଛୁଇଁଥିଲା । ସହରର ବିଭିନ୍ନ ପଡା ଓ ଆଖପାଖ ଗାଁ ର ଲୋକମାନଙ୍କ ଭିଡ ଜମିଥିଲା । ଏଥିରେ ଅଭିନୟ କରିଥିଲେ ରାମ ଭୂମିକାରେ ଶୈଳିନ ବାବୁ, ଲକ୍ଷ୍ମଣ ଭୂମିକାରେ ଆନନ୍ଦ ମିଶ୍ର, ହନୁମାନ ଭୂମିକାରେ ପପୁ ଦେବତା, ସୁଗ୍ରୀବ ଅଜୁ ବଢିଆ, ବାଲି ଟିକୁ ବଢିଆ, ତାର ଚୈତନ୍ୟ ମଟାରୀ, ଅଙ୍ଗଦ ରାଜେଶ ସ୍ୱାଇଁ, ଜମ୍ବୋବାନ କ୍ରିିସ ନାଏକ, ନଳ ସଂଜିବ ସାହାଣି, ନଳ ସୁରୁ ବଢିଆ, ବାଲିଙ୍କ ଦୂତ ଘନଶ୍ୟାମ ସାଏ ଅଭିନୟ କରିଥିଲେ । 

ଦିନରେ ପୋଲିସ ଚାକିରି ରାତିରେ ମୁଖା ପିନ୍ଧୁ ସୁଗ୍ରୀବ ଭୂମିକାରେ ଅଭିନୟ କରୁଛନ୍ତି ଅଜୁ

ବଲାଙ୍ଗିର ସର୍ବପୁରାତନ ନାଟକ ୧୫୦ ବର୍ଷ ପରଂପରା ଆଜି ବଂଚାଇ ରଖିଛି ରାମ କଥା । ବିଭିନ୍ନ ଜାଗାରେ ନାଟକ ଯାତ୍ରା ଓ ରାମଲିଳା ହେଉଥିବା ବେଳେ ବଲାଙ୍ଗିର ସହରରେ ରାମଜୀ ନାଟକ ସଂସଦ ଆଜିବି ପରଂପରା ବଂଚାଇ ରଖିଛି । ଏହି  ନାଟକରେ ମୁଖା, ଗୀତ ଓ ଛଉ ନୃତ୍ୟ ବେଶ୍ ମନଛୁଏଁ । ନାଟକ ଆୟୋଜିତ ହେଉଥିବା ବେଳେ ରାମଜୀ ନାଟକ ସଂସଦ ଯୁବ ପିଢିଙ୍କୁ ନେଇ ରାମଲିଳା ନାଟକ ଆୟୋଜିତ ହେଉଛି । ଦିର୍ଘ ୫ ବର୍ଷ ହେବ ସୁଗ୍ରୀବ ଭୂମିକାରେ ଅଜୁ ବଢିଆ ତାଙ୍କ ଅଭିନୟ ଓ ନୃତ୍ୟ ବେଶ ଲୋକଙ୍କୁ ଆକର୍ଷିତ କରୁଛି । ବାଲି ବଧ ଓ ଯୁଦ୍ଧ ବେଶ ନିଆରା ଢଙ୍ଗରେ ଗୁରୁଙ୍କ ନିର୍ଦ୍ଦେଶନାରେ ଅଭିନୟ କରନ୍ତି । ସେ ତୁଷୁରା ଥାନାର କନେଷ୍ଟେବଲ ଭାବରେ କାର୍ଯ୍ୟ କରୁଛନ୍ତି । ନିଜ ଚାକିରି ଜିବନର କର୍ତ୍ତବ୍ୟ କରି ରାତ୍ରରେ ନାଟକରେ ସେ ମୁଖା ପିନ୍ଧି ଅଭିନୟ କରି ବେଶ ଲୋକଙ୍କ ମନରେ ଜିଣିଛନ୍ତି ଏବଂ କଳା ପ୍ରଦର୍ଶନ କରି କଳାକୁ ପୁର୍ନଜିବିତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like