-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ମଲିକୁଦ ସାହାଜପିଟା ରାସ୍ତା କାମରେ ବ୍ୟାପକ ଦୁର୍ନୀତି ଅଭିଯୋଗ

21-Apr-2025



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକ ବରଗାଁ ପଞ୍ଚାୟତର ମଲିକୁଦ ଠାରୁ ସାହାଜପିଟା ପର୍ଯ୍ୟନ୍ତ ଯାଇଥିବା ରାସ୍ତାର ମରାମତି କାମରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ସାହାଜପିଟା ଗ୍ରାମବାସୀ ଅଭିଯୋଗ କରିଛନ୍ତି l ଅଭିଯୋଗ ପ୍ରକାରେ ଉକ୍ତ ରାସ୍ତା ଜଙ୍ଗଲ ବିଭାଗ ଅଧୀନରେ ରହିଥିବା ବେଳେ ଜଙ୍ଗଲ ବିଭାଗ ଦ୍ୱାରା ନିମ୍ନମାନର କାମ କରାଯାଇଛି l ଏପରିକି ପ୍ରତିବର୍ଷ ଲକ୍ଷାଧିକ ଟଙ୍କା ବ୍ୟୟରେ ଉକ୍ତ ରାସ୍ତା ମରାମତି କରାଯାଉଥିବା ବେଳେ ଯେଣତେଣ ପ୍ରକାରେ କାମ ସାରିଦେଇ ବ୍ୟାପକ ଟଙ୍କା ହରିଲୁଟ କରାଯାଉଛି l ଫଳରେ ବର୍ଷା ଋତୁରେ ରାସ୍ତା ଅତି ଦୟନୀୟ ହୋଇପଡେ l ତେଣୁ ବର୍ଷା ଚାରିମାସ ସାହାଜପିଟା ଗ୍ରାମକୁ ଆମ୍ବୁଲାନ୍ସ ଆସିପାରେ ନାହିଁ l ବିଶେଷ ଭାବରେ ଗୌରୀବେଙ୍ଗେସ ଠାରୁ ସାହାଜପିଟା ପର୍ଯ୍ୟନ୍ତ ରାସ୍ତା କାଦୁଅ ହୋଇଯାଏ ଯାନବାହାନ ତ ଦୂରର କଥା ଚାଲିକରି ଯିବା କଷ୍ଟକର ହୋଇପଡେ ବୋଲି କବିବନ୍ତ ଭୋଇ, ସୁଦର୍ଶନ ବଘାର, ଜଳେଶ୍ୱର ମନହିରା, ଦୁର୍ଯ୍ୟୋଧନ ମନହିରା, ପ୍ରଶାନ୍ତ ନନ୍ଦ ପ୍ରମୁଖ ଅଭିଯୋଗ କରିଛନ୍ତି l ଏହି ରାସ୍ତା ଉପରେ ବରଗାଁ ଓ ନାରାୟଣପ୍ରସାଦ ପଞ୍ଚାୟତର ସାତଖଣ୍ଡ ମୌଜାର ଲୋକେ ନିର୍ଭର କରୁଥିବାରୁ ବିଭାଗୀୟ ଉଚ୍ଚ କତ୍ତୃପକ୍ଷ ଶୁଭ ଦୃଷ୍ଟି ଦେଇ ସ୍ଥାୟୀ ରାସ୍ତା ନିର୍ମାଣ କରିବାକୁ ସାଧାରଣରେ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like