-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ଅଜଣା ଗାଡ଼ି ଧକ୍କାରେ ହନୁମାଙ୍କଡ ମୃତ.... ସ୍ବେଚ୍ଛାସେବୀ ଙ୍କ ଦ୍ଵାରା ଶେଷକୃତ୍ୟ

21-Apr-2025



ଅତାବିରା(ଆକାଶ ମିଶ୍ର):  ଅତାବିରା ୫୩ ନଂ ଜାତୀୟ ରାଜପଥରେ  ସକାଳ ୬ ଟାରେ ଏକ ହନୁ ମାଙ୍କଡ ଦଳ ରାସ୍ତା ପାରି ହେଉଥିବା ବେଳେ  ଗୋଟିଏ ହନୁ ମାଙ୍କଡ ଏକ ଅଜଣା ଗାଡ଼ି ଧକ୍କାରେ ଘଟଣା ସ୍ଥଳରେ ମୃତ୍ୟୁବରଣ କରିଥିଲା।ଏହା ଦେଖି  ଅବଶିଷ୍ଟ ସାଥୀ ମାଙ୍କଡ  ଆଉ ଭୟରେ ରାସ୍ତା ପାରି ନ ହୋଇ ରହିଯାଇଥିଲେ । କିନ୍ତୁ ଉଭୟ  ପଟ ରେ ସେମାନେ ରହି ନିଜର ସାଥୀ ମାଙ୍କଡ଼ର ଏତାଦୃଶ ମୃତ୍ୟୁ ରେ ଗଭୀର ଶୋକ ପ୍ରକଟ କରି ଜଗି ରହିଥିଲେ ।  ରାସ୍ତାରେ ଲୋକେ ଯିବା

ଆସିବା ବେଳେ କେହି ଯଦି ସେମାନଙ୍କୁ ଘଉଡାଇବାକୁ ଚେଷ୍ଟା କରୁଥିଲା, ସେମାନେ ତାକୁ ରାଗରେ  ଘଉଡାଇ ଦେଇଥିଲେ ।ତାଙ୍କର ଏତାଦୃଶ ବ୍ୟବହାର ରୁ ସ୍ପଷ୍ଟ ପ୍ରତୀତ ହେଉଥିଲା, ତାଙ୍କର ଏହି ଦୁର୍ଦ୍ଦଶା ପାଇଁ ମଣିଷ  ଉପରେ  ତାଙ୍କର ରାଗ  ଥିଲା ।ଏହି ଦୃଶ୍ୟ କୁ ଦେଖି ଅନେକ ଲୋକ ମାଙ୍କଡ ମାନଙ୍କ

ସହ କିଛି ଥଟ୍ଟା ତାମସା କରି ଯେ ଜା ରାସ୍ତାରେ ଚାଲି ଯାଉଥିଲେ ।କିଛି ସମୟ ପରେ ଜଣେ ସ୍ଵେଚ୍ଛାସେବୀ ଯୁବକ  କର୍ଣ୍ଣ ,ଯିଏ କି ଚଣା ମୁଢ଼ି ବିକ୍ରୟ କରି ନିଜର ଗୁଜୁରାଣ ମେଣ୍ଟାଇ ଥାନ୍ତି, ସେ ଦୁର୍ଗl ମନ୍ଦିର ରୁ ମାଁ ଙ୍କର୍ ଦର୍ଶନ ସାରି ଫେରୁଥିବା ବେଳେ  ମୃତ ମାଙ୍କଡ କୁ ଦେଖି  କିଛି ଜଣ ଅନ୍ୟ ସ୍ବେଚ୍ଛାସେବୀ  ଯଥା ବଜରଙ୍ଗ ଦଳର ମନୀଷ ଶର୍ମା,  ସାମ୍ବାଦିକ ଆକାଶ ମିଶ୍ର,  ସୋମନାଥ ପଟ୍ଟନାୟକ ବାବୁ ଆଦି ଙ୍କୁ ଫୋନ କରି  ଡକାଇ ଥିଲେ ।  ସମସ୍ତେ ପହଞ୍ଚିବା ପରେ ସାଥୀ ମାଙ୍କଡ ମାନଙ୍କ ଠାରୁ ବହୁ କଷ୍ଟରେ  ମୃତ ମାଙ୍କଡକୁ ଆଣି ଏକ ବସ୍ତା ରେ ଭର୍ତ୍ତି କରି   ଭାଲୁପାଲି ନଳିଆ  କୂଳରେ ତାର ଅନ୍ତିମ ସଂସ୍କାର କରିଥିଲେ।  ସଂସ୍କାର ପରେ ପୂଜାର୍ଚ୍ଚନା କରି ତାର ଆତ୍ମାର ସଦଗତି ନିମନ୍ତେ  ଶ୍ରୀ  ବଜରଙ୍ଗ ବଳୀ ଙ୍କ ଠାରେ ପ୍ରାର୍ଥନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like