-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ନିଆରା ପରମ୍ପରା ନିଆରା ପର୍ବ, ବିହନ ଛିନା ଯାତ୍ରା ବିଛୁବାହାଲି

21-Apr-2025



ବେଲପଡା(ତ୍ରିନାଥ ବାଗ) "ଦେବୀ ମାଆ ଧାନ ବାଣ୍ଟିଲେ ଲାଗେ ନାହିଁ ପୋକ"ବଲାଙ୍ଗୀର ଜିଲ୍ଲା ବେଲପଡା ଅନ୍ତର୍ଗତ ବିଛୁବାହାଲି ଗାଁରେ ମହାସମାରୋହରେ ପାଳିତ ହୋଇଯାଇଛି ବିହନ ଛିନା ଯାତ୍ରା Iସର୍ବ ପ୍ରଥମେ ମାଟିଦେବତା, ଗଙ୍ଗାଦିବୁଢ଼ୀ, ଦୁଆରସନୀ, ବୁଢ଼ୀ ମାଁଙ୍କୁ ପୂଜାର୍ଚ୍ଚନା କରି ଫୁଲପୁଷ୍ପ ଅର୍ପଣ କରାଗଲା Iଗାଁ ର ପ୍ରଜାମାନଙ୍କୁ ନେଇ ଗାଁର ପୂଜକ ଗୋନ୍ତିଆ ଅଇବଲ ମାଝୀ ଙ୍କ ନେତୃତ୍ୱରେ ଏହି ଉତ୍ସବ ପାଳିତ ହୋଇଯାଇଛି I ଝାଙ୍କର ଗୋପାଳ ମାଝୀ, ନରିଆ ଦଳ ଚନ୍ଦନ, ଶୁକ୍ରୁ ଚନ୍ଦନ ଏବଂ ଗାଁ କମିଟିର ସମ୍ପାଦକ ପିତାମ୍ବର ସେଠ ଓ ଗାଁର ଅନେକ ଭଦ୍ରବ୍ୟକ୍ତି ତଥା ମନମୋହନ ମାଝୀ, ତୁଲାରାମ

ମାଝୀ, ଟଙ୍କଧର ମାଝୀ, ଦେବାର୍ଚ୍ଚନ ମାଝୀ, ନାରାୟଣ ମାଝୀ, ଅମର ମାଝୀ, ସାଧୁ ମାଝୀ, କୁବେର ମାଝୀ, ଧରମସିଂ ମାଝୀ, ନିରଞ୍ଜନ ମାଝୀ, ଗମ୍ଭୀର ମାଝୀ ସହଯୋଗ କରିଥିଲେ Iସେମାନଙ୍କ ବିଶ୍ୱାସ ଯେ, ଇଷ୍ଟଦେବୀ ଯେଉଁ ଧାନ ବିହନ

ଦିଅନ୍ତି ସେଥିରେ ପୋକ ଲାଗେ ନାହିଁ  Iଆଦିମ ଜନଜାତିଙ୍କ ଆଦି ପରମ୍ପରା ପାଇଁ ଉତ୍ସବ ମୁଖର ପରିବେଶ Iଏହି ଉତ୍ସବରେ ଗାଁର ତ୍ରିନାଥ ବାଗ, ବିଜେଶ୍ଵର ତାଣ୍ଡି, ମୁନି ବାଗ, କୃଷ୍ଣଚନ୍ଦ୍ର ବାଗ, ଭୁଜ ବାଗ, ପ୍ରମୁଖ ଉପସ୍ଥିତ ଥିଲେ Iତା' ସହିତ ଗାଁ ର ଶତାଧିକ ଲୋକ ଉପସ୍ଥିତ ରହି ଗ୍ରାମର ଇଷ୍ଟଦେବୀଙ୍କୁ ପୂଜାର୍ଚ୍ଚନା ପରେ ଅକ୍ଷୟ ମୁଠି ପ୍ରଦାନ କରାଗଲା Iଏମିତି ପାଳିତ ହୋଇଥାଏ ସେମାନଙ୍କ ଆଦି ପରମ୍ପରାର ମହାନ ପର୍ବ ବିହନ ଛିନା ଯାତ୍ରା I


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like